ରାଜ୍ୟ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବଲାଣୀ ସେଲ ଖଣି ପରିଦର୍ଶନ

ବଡ଼ବିଲ, ୧୩।୮(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣି ଥାନା ଅନ୍ତର୍ଗତ ସେଲ(ଷ୍ଟିଲ ଅଥରୀଟି ଅଫ ଇଣ୍ଡିଆ ଲିମିଟେଡ)ର ବଲାଣି ଲୌହ ଖଣିକୁ ସୋମବାର ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

5 years ago

ଆରମ୍ଭ ହେଲା ଜନଗଣନା-୨୦୨୧

ଭୁବନେଶ୍ୱର,୧୩।୮(ବ୍ୟୁରୋ): ଜନଗଣନା-୨୦୨୧ ପ୍ରକ୍ରିୟା ସୋମବାରଠାରୁ ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହୋଇଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ୧୫ ନଂ ୱାର୍ଡ, କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ ତହସିଲ, ବଲାଙ୍ଗୀରର ପୁଇଁତଳା…

5 years ago

ରାଜ୍ୟ ଯୋଜନା ବୋର୍ଡ ପୁନର୍ଗଠନ ଚର୍ଚ୍ଚା

ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ ସରକାର କେତେକ ପ୍ରମୁଖ ପରିଷଦ ଗୁଡ଼ିକର ପୁନର୍ଗଠନ କରିବାକୁ ଯାଉଛନ୍ତି। ଯୋଜନା ଓ ସଂଯୋଜନା ବିଭାଗ ପକ୍ଷରୁ ଏ ନେଇ ତତ୍ପରତା ପ୍ରକାଶ ପାଇଥିବା…

5 years ago

ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା ଫି’ ବୃଦ୍ଧି ପ୍ରସଙ୍ଗ: ଅଭିଭାବକ ମହାସଂଘର ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ପକ୍ଷରୁ ଦଶମ ଓ ଦ୍ୱାଦଶ ପରୀକ୍ଷା ଫି’ ବୃଦ୍ଧି କରାଯାଇଛି। ଏହାକୁ ଓଡ଼ିଶା ଅଭିଭାବକ ମହାସଂଘ ବିରୋଧ କରିଛି।…

5 years ago

ସୂର୍ଯ୍ୟମନ୍ଦିର ସ୍ଥିତି ପରଖିଲେ ଆମିକସ୍‌ କ୍ୟୁରି

କୋଣାର୍କ, ୧୩।୮(ଡି.ଏନ୍‌.ଏ.): ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିର ସୁରକ୍ଷା ପାଇଁ ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ଆମିକସ୍‌ କ୍ୟୁରି ଆଡଭୋକେଟ୍‌ ଏନ୍‌.କେ. ମହାନ୍ତି ସୋମବାର ମନ୍ଦିରର ସ୍ଥିତି…

5 years ago

୩ଥର ଇସ୍ତଫା ଗ୍ରହଣ କରିବାକୁ କହିଲିଣି: ନିରଞ୍ଜନ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ରାଜ୍ୟରେ ନିକଟରେ ଶେଷ ହୋଇଥିବା ନିର୍ବାଚନରେ ପ୍ରଦେଶ କଂଗ୍ରେସ କମିଟି ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିଛି। ଅନ୍ୟପଟେ ବିଳମ୍ବରେ ହୋଇଥିବା ପାଟକୁରା ନିର୍ବାଚନରେ ମଧ୍ୟ କଂଗ୍ରେସ…

5 years ago

ଅନ୍ଧବିଶ୍ୱାସରୁ ମୁକୁଳିପାରୁନି ଭାରତ: ଅଙ୍ଗ ଅଭାବରୁ ଜୀବନ ହାରୁଛନ୍ତି ଲକ୍ଷାଧିକ ରୋଗୀ

ଭୁବନେଶ୍ୱର,୧୩।୮(ବ୍ୟୁରୋ): କଥାରେ ଅଛି ଅଙ୍ଗଦାନ ମହତ୍‌ ଦାନ। ହେଲେ ଏହାକୁ ଗ୍ରହଣ କରିବାକୁ ଆଜି ବି ଅନେକେ ନାରାଜ। ବିଂଶଶତାବ୍ଦୀରେ ଅଙ୍ଗ ପ୍ରତିରୋପଣ ମେଡିକାଲ ସାଇନ୍ସର ଏକ…

5 years ago

୧୬ରେ ଆନ୍ଦୋଳନକୁ ଓହ୍ଲାଇବେ ୫୦ ହଜାର ଶିକ୍ଷକ, କର୍ମଚାରୀ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଆସନ୍ତା ୧୬ ତାରିଖ ‘ଶିକ୍ଷକ ଦାବି ଦିବସ’ରେ ନିଜର ହକ୍‌ ପାଇଁ ୫୦ ହଜାର ଶିକ୍ଷକ ଓ କର୍ମଚାରୀ ରାସ୍ତାକୁ ଓହ୍ଲାଇବେ। ଓଡ଼ିଶା ସ୍କୁଲ…

5 years ago

ରାସ୍ତା ଉପରେ ପାଣି, ଯୋଗାଯୋଗ ବିଚ୍ଛିନ୍ନ

ଫିରିଙ୍ଗିଆ,୧୩ା୮: ଫିରିଙ୍ଗିଆ ବ୍ଲକ ନେଡିପଦରଠାରୁ ଜାର୍ଗିପଦର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା(ପିଏମ୍‌ଜିଏସ୍‌ୱାଇ)ରେ ହୋଇଥିବା ରାସ୍ତା ପାର୍ଶ୍ୱ ବର୍ଷାରେ ଧୋଇ ଯାଇଥିଲା। ଏବେ ଏହି ରାସ୍ତା ବୁଡିଯାଇଛି।…

5 years ago

ଗଞ୍ଜେଇ ଜବତ, ୨ ଗିରଫ

ଫିରିଙ୍ଗିଆ,୧୩ା୮: ଫିରିଙ୍ଗିଆ ପୋଲିସ ମାଶ୍ରିପଡା ରାସ୍ତା ପୁକେରିମା ସାହିରେ ଚଢ଼ାଉ କରି ଏକ ବୋଲରରୁ ୧ କୁଇଣ୍ଟାଲ ୬ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ…

5 years ago