ରାଜ୍ୟ

ଭିତ୍ତିପ୍ରସ୍ତର ସ୍ଥାପନର ୫ମାସ ବିତିଲା : ଏ ଯାଏଁ ଆରମ୍ଭ ହୋଇନି ବିଜ୍ଞାନ କେନ୍ଦ୍ର ନିର୍ମାଣ କାର୍ଯ୍ୟ

ଖଣ୍ଡପଡା,୧୦।୮(ସ୍ବ.ପ୍ର.): ଖଣ୍ଡପଡା-ଭାପୁର ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତା ଉମାଦେବୀ ଛକ ନିକଟରେ ଏକ ବିଜ୍ଞାନକେନ୍ଦ୍ର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଏ ମଧ୍ୟରେ ଦୀର୍ଘ ୫ମାସ…

5 years ago

ମୁସରଙ୍ଗି ଜଙ୍ଗଲରୁ ବାଘ ଉଭାନ : ବନବିଭାଗ ଛାନ୍‌ଭିନ୍‌ ଜାରି

ନୂଆପଡ଼ା ଅଫିସ,୧୦ା୮ ସ୍ଥାନୀୟ ମୁସରଙ୍ଗି ଜଙ୍ଗଲରେ ୨ ଛୁଆ ସମେତ ୪ କଲରାପତରିଆ ବାଘ ଥିବା ଜଣାପଡ଼ିବା ପରେ ସଂପୃକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା ା ବନ…

5 years ago

ଦାସିଗଁ। ୧୨ ପରିବାର ପଞ୍ଚାୟତରେ ଆଶ୍ରୟ ନେବା ଘଟଣା:ଅନୁଧ୍ୟାନ ପାଇଁ ଘଟଣା ସ୍ଥଳରେ ପହଞ୍ଚତ୍ଲେ ତହସିଲଦାର

ଜୁନାଗଡ/ଦାସିଗଁ। ,୧୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦାସିଗଁ। ୩ ନଂ. ୱାର୍ଡ ଦର୍ଳିପଡାରେ ପାଣି ନିଷ୍କାସନ ପାଇଁ କୌଣସି ଡ୍ରେନଜ ବ୍ୟବସ୍ଥା ନାହଁି। ଫଳରେ ସାମାନ୍ୟ…

5 years ago

ଚାଷୀକୁଁ ସବ୍‌ସିଡିରେ ଦିଆଯିବା ଉଷୋକଷା

ବିଜେପୁର, ୧୦।୮ (ଡି.ଏନ୍‌.ଏ.):ବରଗଡ ଜିଲା ବିଜେପୁର ଅଂଚଲ୍‌ରେ ମୁଗ୍‌ଫଲି ଫସଲରେ ରୋଗ୍‌ପୋକ୍‌ ଲାଗି ଚାଷୀ ଅଥାଥାଲି ହେଇଯାଉଥିଲେ। ଯେତେ ଉଷୋକଷା ଝିଁଟ୍‌ଲେ ବି କାମ୍‌ ନାଇଁ କରୁଥିବାର…

5 years ago

ଚିକିତ୍ସା ଅବହେଳାରୁ ନର୍ସିଂହୋମରେ ଶିଶୁପୁତ୍ରର ମୃତ୍ୟୁ ଅଭିଯୋଗ

ନୟାଗଡ଼ ଅଫିସ,୧୦ା୮: ନୟାଗଡ଼ ଜିଲା ସଦର ମହକୁମାରେ ଥିବା ବିଭିନ୍ନ ନର୍ସିଂହୋମ୍‌ରେ ମାଲିକମାନଙ୍କ ରାଜୁତି ଦେଖିବାକୁ ମିଳୁଛି। ଦୁଇଦିନରେ ଦୁଇଟି ନର୍ସିଂହୋମରେ ଏଭଳି କିଛି ଘଟଣା ଏହାକୁ…

5 years ago

ବିଚାରାଧୀନ କଏଦୀ ତୃତୀୟଥର ଫେରାର

ଭାପୁର,୧୦ା୮(ଡି.ଏନ.ଏ.): ଖଣ୍ଡପଡା ସବ୍‌ଜେଲରେ ବନ୍ଦୀ ଜୀବନ କାଟୁଥିବା ଜଣେ କଏଦୀ ଶୁକ୍ରବାର କୋର୍ଟ ଆସିଥିବାବେଳେ ତୃତୀୟଥର ପାଇଁ ଫେରାର ହୋଇଯାଇଛନ୍ତି। ସେ ହେଲେ ତପନ କୁମାର ରାଉତ…

5 years ago

ରାଜ୍ୟର ୧୨ ହସ୍ପିଟାଲରେ ଏଲ୍‌ଇଡି ଡିସ୍‌ପ୍ଲେ ବୋର୍ଡ ଉନ୍ମୋଚିତ: ସ୍ବାସ୍ଥ୍ୟସେବା ସଂକ୍ରାନ୍ତ ସୂଚନା ପାଇବେ ଜନସାଧାରଣ

ଭୁବନେଶ୍ୱର, ୯ା୮(ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସଚେତନତା ବୃଦ୍ଧି ତଥା ସ୍ବାସ୍ଥ୍ୟସେବା ସମ୍ପର୍କିତ ସମସ୍ତ ଅପ୍‌ଡେଟ୍‌ ସୂଚନା ଲୋକଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

5 years ago

ଶ୍ରୀନଗର ବିମାନବନ୍ଦରରେ ୟେଚୁରୀ, ଡି.ରାଜାଙ୍କୁ ଅଟକ ପ୍ରସଙ୍ଗ: ଓଡ଼ିଶା ରାଜ୍ୟ କମିଟିର ପ୍ରତିବାଦ

ଭୁବନେଶ୍ୱର,୯।୮(ବ୍ୟୁରୋ): ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଏବଂ ସିପିଆଇ ସାଧାରଣ ସମ୍ପାଦକ ଡି.ରାଜାଙ୍କୁ ଶ୍ରୀନଗର ବିମାନବନ୍ଦରରେ ଅଟକ ରଖିବାକୁ ବିରୋଧ କରିଛି ଦଳର ଓଡ଼ିଶା ରାଜ୍ୟ…

5 years ago

ଜାଣନ୍ତୁ..ଅଗଷ୍ଟ ୧୫ରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ

ଭୁବନେଶ୍ୱର,୯।୮(ବ୍ୟୁରୋ): ଅଗଷ୍ଟ ୧୫, ସ୍ବାଧୀନତା ଦିବସ ଉପଲକ୍ଷେ ଶୁକ୍ରବାର ବିଭିନ୍ନ ସ୍ଥାନରେ ମନ୍ତ୍ରୀମାନଙ୍କ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଭୁବନେଶ୍ୱରସ୍ଥ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେବାକୁ…

5 years ago

ହସ୍‌ପିଟାଲରେ ଏଲ୍‌ଇଡି ଡିସ୍‌ପ୍ଲେ ବୋର୍ଡ ଉନ୍ମୋଚିତ, ମିଳିବ ସ୍ବାସ୍ଥ୍ୟ ସେବା ସମ୍ପର୍କିତ ସୂଚନା

ଭୁବନେଶ୍ୱର,୯।୮(ବ୍ୟୁରୋ): ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଜନସଚେତନତା ବୃଦ୍ଧି ତଥା ସ୍ବାସ୍ଥ୍ୟ ସେବା ସମ୍ପର୍କିତ ସମସ୍ତ ଅପ୍‌ଡେଟ୍‌ ସୂଚନା ଲୋକଙ୍କ ନିକଟରେ ପହଞ୍ଚିବ। ଏଥି ନିମନ୍ତେ କ୍ୟାପିଟାଲ୍‌ ହସ୍ପିଟାଲ…

5 years ago