ରାଜ୍ୟ

ଗାଡ଼ି ଚଳାଇବା ବେଳେ ମୋବାଇଲରେ କଥା ହେବା ହେଲା କାଳ: ଅଟୋ ଓଲଟି ୭ ଛାତ୍ରୀଛାତ୍ର ଆହତ, ଜଣେ ଗୁରୁତର

ଚନ୍ଦ୍ରଗିରି,୯।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଜାଲିବାଡ଼ଇ ଗ୍ରାମ ନିକଟରେ ଶୁକ୍ରବାର ସକାଳେ ଏକ ଅଟୋ ଓଲଟି ପଡିବାରୁ ୮ ଛାତ୍ରୀଛାତ୍ର ଆହତ ହୋଇଥିବା ବେଳେ ଜଣେ…

5 years ago

ଭୁବନେଶ୍ୱରକୁ ୫୦ ଇ-ବସ୍‌ ଦେବ କେନ୍ଦ୍ର

ଭୁବନେଶ୍ୱର,୯।୮(ବ୍ୟୁରୋ) : କେନ୍ଦ୍ର ସରକାରଙ୍କ ଭାରୀ ଉଦ୍ୟୋଗ ବିଭାଗ ପକ୍ଷରୁ ‘ଫେମ୍‌ ଇଣ୍ଡିଆ ଯୋଜନା’ର ଦ୍ୱିତୀୟ ପର୍ଯ୍ୟାୟରେ ଦେଶରେ ୫୫୯୫ ବିଦ୍ୟୁତ୍‌ ଚାଳିତ ବସ୍‌ (ଇ-ବସ୍‌) ଚଳାଚଳ…

5 years ago

ଆୟୋଗ ବିରୋଧରେ ଅପପ୍ରଚାରକୁ ଓପିଏସ୍‌ସିର ଖଣ୍ଡନ

ଭୁବନେଶ୍ୱର,୯।୮(ବ୍ୟୁରୋ): ଓଡ଼ିଶା ସିଭିଲ୍‌ ସର୍ଭିସ୍‌-୨୦୧୫ ଏବଂ ସହକାରୀ ଉପବିଭାଗ ଅଧିକାରୀ-୨୦୧୮ (ଏଏସ୍‌ଓ) ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ହେଲେ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ…

5 years ago

୨୦୧୯ରେ ବିଏମ୍‌ସି ନିର୍ବାଚନ ନେଇ ଅନିଶ୍ଚିତତା

ଭୁବନେଶ୍ୱର,୯।୮(ବ୍ୟୁରୋ) : ଆସନ୍ତା ଡିସେମ୍ବର ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନିର୍ବାଚନ ହେବା ନେଇ ଏବେ ଅନିଶ୍ଚିତତା ଦେଖାଦେଇଛି। ବିଏମ୍‌ସି କାଉନ୍‌ସିଲ ଭାଙ୍ଗିବାର ୮ମାସ ବିତିଥିଲେ…

5 years ago

ଆକର୍ଷିତ କରୁଛି ପୁରାତନ ସାମଗ୍ରୀ

କଟକ ଅଫିସ,୯।୮: ବିଦେଶୀଙ୍କୁ ଆକୃଷ୍ଟ କରୁଛି କଟକ ଜିଲା ଖପୁରିଆସ୍ଥିତ ଆଇଟିଆଇ ସରକାରୀ କଲେଜ। ଏଠାରେ ଏକ ଦକ୍ଷତା ସଂଗ୍ରହାଳୟ ରହିଛି। ଏହା ରାଜ୍ୟର କୌଣସି ସରକାରୀ…

5 years ago

ବସ୍‌ରେ ବଳାତ୍କାର କରିବା ଘଟଣା : ବସିଲା ମନ୍ତ୍ରୀସ୍ତରୀୟ ବୈଠକ, ବସ୍‌ ଧର୍ମଘଟ ବନ୍ଦ କରିବାକୁ ଅନୁରୋଧ

ଭୁବନେଶ୍ୱର,୯।୮(ବ୍ୟୁରୋ) : ଆସନ୍ତା ୧୨ତାରିଖରେ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଧର୍ମଘଟ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ଏନେଇ ଶୁକ୍ରବାର ବସ୍‌ ମାଲିକ ସଂଘର…

5 years ago

ସୁରଟରେ ଖୋଲିବ ୧୨ ଓଡ଼ିଆ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର,୯।୮(ବ୍ୟୁରୋ) : ଗୁଜରାଟରେ ମୋଟ ୧୦ ଲକ୍ଷ ଓଡ଼ିଆ ବସବାସ କରୁଛନ୍ତି। ସେଥିରୁ ପ୍ରାୟ ୭ରୁ ୮ଲକ୍ଷ ଓଡିଆ ସୁରଟରେ ବାସକରନ୍ତି। ସେହି ଓଡିଆ ପରିବାରର ପିଲାମାନଙ୍କ…

5 years ago

ବନ୍ୟାରେ ୯ ଜିଲାର ୧ଲକ୍ଷ ୩୦ ହଜାର ପ୍ରଭାବିତ

ଭୁବନେଶ୍ୱର,୯।୮(ବ୍ୟୁରୋ) : ବନ୍ୟା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କ ତଥ୍ୟ ମୁତାବକ ୯ଟି ଜିଲା ସର୍ବାଧିକ କ୍ଷତିଗସ୍ତ ହୋଇଛି। ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ଗଜପତି, ମାଲାକାନାଗିରି,…

5 years ago

୧୦ରେ ଓଡ଼ିଶା ଆସିବେ ଶିବରାଜ ସିଂହ ଚୌହ୍ବାନ

ଭୁବନେଶ୍ୱର,୯।୮(ବ୍ୟୁରୋ): ଭାଜପାର ସଦସ୍ୟତା ଅଭିଯାନ ଗତ ଜୁଲାଇ ୬ରୁ ଦେଶ ସମେତ ସାରା ରାଜ୍ୟରେ ଆରମ୍ଭ ହୋଇଯାଇଛି। ଏହି ସଦସ୍ୟତା ଅଭିଯାନର ସମୀକ୍ଷା କରିବା ସହ ଓଡ଼ିଶାରୁ…

5 years ago

ସ୍ୟାଟ୍‌ ଉଚ୍ଛେଦ ପ୍ରସଙ୍ଗ : ଆଜି ଆଇନଜୀବୀଙ୍କ ଆନ୍ଦୋଳନ

କଟକ ଅଫିସ, ୯।୮ : ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ (ସ୍ୟାଟ୍‌) ଉଚ୍ଛେଦ ନେଇ ଶୁକ୍ରବାର ଆଇନଜୀବୀମାନେ ଆନ୍ଦୋଳନ କରିବେ। ଏହି ଆନ୍ଦୋଳନ ଗୋଟିଏ ଦିନ ହେବାକୁ ଥିବାବେଳେ…

5 years ago