ରାଜ୍ୟ

ବିଦ୍ୟାଳୟ ମିଶ୍ରଣକୁ ୨ ମାସ ବିତିଲା: ଶିକ୍ଷକ ଅଭାବ, ନିଯୁକ୍ତି ନାହିଁ

ଛେଣ୍ଡିପଦା, ୯।୮(ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୁଶକିଳା ଗ୍ରାମରେ ଥିବା ପାନ୍ଥେଶ୍ବରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ କୁଶକିଳା ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣକୁ ୨ ମାସ ବିତିଲାଣି। ହେଲେ…

5 years ago

ଗଳୁଛି ପାଣି, ଛତାଧରି ପଢ଼ିଲେ ଛାତ୍ରୀଛାତ୍ର

ଫୁଲବାଣୀ ଅଫିସ, ୯ା୮- କନ୍ଧମାଳ ଜିଲା କ. ନୂଆଗଁ। ବ୍ଲକ ସାଇନପଡ଼ା ପଞ୍ଚାୟତର ତିଲକପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବେ ଅସୁରକ୍ଷିତ। ସାମାନ୍ୟ ବର୍ଷା ହେଲେ ଶ୍ରେଶୀ…

5 years ago

ପୋଲ ଉପରେ ୩ଫୁଟ ବର୍ଷା ପାଣି: ବିଦ୍ୟାଳୟକୁ ଯିବା ଆସିବା ବାଧାପ୍ରାପ୍ତ; ରଶି ଟାଣି ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରାଗଲା

ତେଲକୋଇ, ୯।୮(ଡି.ଏନ.ଏ.)-ତେଲକୋଇ ବ୍ଲକ ଅଧୀନରେ ଥିବା ଓରିଆ ପଞ୍ଚାୟତ ପିଟାନାଳିରେ ରହିଛି ଆଦର୍ଶ ବିଦ୍ୟାଳୟ। ଲଗାଣ ବର୍ଷା ହେଲେ ଘାଟିରୁ ପାଣି ଯାକ ଏହି ନାଳ ମଧ୍ୟକୁ…

5 years ago

ବଲାଣିରୁ ଚାଲିବ ଟାଟା-ବଡବିଲ ପାସେଞ୍ଜର: ଦକ୍ଷିଣ-ପୂର୍ବ ରେଳପଥର ମହାପ୍ରବନ୍ଧକଙ୍କ ବଲାଣି ପରିଦର୍ଶନ

କେନ୍ଦୁଝର , ୯ା୮ (ସ୍ବ.ପ୍ର) - ଅନେକ ବର୍ଷ ପରେ ବଲାଣି ବାସୀଙ୍କର ସ୍ବପ୍ନ ସାକାର ହେବାକୁ ଯାଉଛି। ଟାଟା- ବଡବିଲ ପାସେଞ୍ଜର ଟ୍ରେନ୍‌ ଅଳ୍ପ କିଛି…

5 years ago

ରାସ୍ତାରେ ପୁଣି ପଡ଼ୁଛି ପିଲେଟ: ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର; ପ୍ରତିଦିନ ଟ୍ରକ, ଡମ୍ପରରେ ହେଉଛି ପରିବହନ

ଯୋଡ଼ା, ୯।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଦେଇ ଯାଇଥିବା ରାଜ୍ୟ ରାଜପଥ ନଂ ୨ ମୁଖ୍ୟ ରାସ୍ତାରେ ଟ୍ରକ, ଡମ୍ପର ଦ୍ୱାରା ପରିବହନ ହେଉଥିବା ଲୁହାପଥର ଗୋଲି…

5 years ago

ଫଳକରେ ଶହୀଦ ପୀଠ ଭାଗ୍ୟ

ବାସୁଦେବପୁର, ୯।୮ (ଡି.ଏନ.ଏ.) - ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ରକ୍ତତୀର୍ଥ ଇରମ ଶହୀଦ ପୀଠର ଉନ୍ନତୀକରଣ କେବଳ ରାଜ୍ୟ ସଂସ୍କୃତି ପର୍ଯ୍ୟଟନ ବିଭାଗର ଫଳକରେ ଅଟକି…

5 years ago

‘ମିଶନ ବିୟୁଟି ସିଟି’ ତ୍ୱରାନ୍ବିତ: ଓଟି ରୋଡ୍‌ରୁ ହଟିଲା ଜବରଦଖଲ

ବାଲେଶ୍ୱର ଅଫିସ, ୯।୮-ବାଲେଶ୍ୱର ସହରରେ ବିଭିନ୍ନ ସ୍ଥାନରେ ଜବରଦଖଲ ଓ ହୋର୍ଡ଼ିଂ ଉଚ୍ଛେଦ ଗତ ଜୁଲାଇ ୨୨ତାରିଖରୁ ଆରମ୍ଭ ହୋଇଥିବା ବେଳେ ଗୁରୁବାର ପୂର୍ବାହ୍ନ ୧୧ଟାରେ ରେମୁଣା…

5 years ago

ମଧ୍ୟାହ୍ନଭୋଜନ ଚାଉଳ ଚୋରି ଅଭିଯୋଗ

ରେମୁଣା, ୯।୮(ଡି.ଏନ.ଏ.)-ବିଦ୍ୟାଳୟରେ ଦିଆଯାଉଥିବା ମଧ୍ୟାହ୍ନଭୋଜନ ପାଇଁ ଯୋଗାଇ ଦିଆଯାଉଥିବା ୫୦ କିଲୋ ଚାଉଳ ବ୍ୟାଗ୍‌ରୁ ୫ରୁ ୧୦ କିଲୋ ପର୍ଯ୍ୟନ୍ତ ଯୋଗାଣକାରୀ ସଂସ୍ଥା ଦ୍ୱାରା ହେରଫେର ହେଉଥିବା…

5 years ago

ଆୟୋଗ ବିରୋଧରେ ଅପପ୍ରଚାରକୁ ଓପିଏସ୍‌ସିର ଖଣ୍ଡନ: -ଅପପ୍ରଚାର କଲେ ପରବର୍ତ୍ତୀ ପରୀକ୍ଷାରୁ ବଞ୍ଚିତ ହେବେ

ଭୁବନେଶ୍ୱର,୮।୮(ବ୍ୟୁରୋ)- ଓଡିଶା ସିଭିଲ୍‌ ସର୍ଭିସ୍‌-୨୦୧୫ ଏବଂ ସହକାରୀ ଉପବିଭାଗ ଅଧିକାରୀ-୨୦୧୮(ଏ.ଏସ୍‌.ଓ) ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ହେଲେ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଗୁରୁବାର ଏହାକୁ…

5 years ago

ପେଣ୍ଠକଟାର ସ୍ବଚ୍ଛତା ଉପରେ ଜିଲାପାଳଙ୍କ ଗୁରୁତ୍ୱ

ପୁରୀ ଅଫିସ, ୮ା୮:  ବାତ୍ୟା ଫନୀରେ ପୁରୀ ସହରସ୍ଥ ବସ୍ତିଗୁଡ଼ିକ ମଧ୍ୟରୁ ସମୁଦ୍ର ଉପକୂଳ ପେଣ୍ଠକଟା ବସ୍ତି ଅଧିକ କ୍ଷତିଗ୍ରସ୍ତ ହୋଇଥିଲା। ଏଠାରେ ବ୍ୟାପକ ସଂଖ୍ୟାରେ ଘର…

5 years ago