ରାଜ୍ୟ

କାର୍ଯ୍ୟକ୍ଷମ ହେବ ଜୟପୁର ‘ସେବା ପେପର ମିଲ୍‌’: ମିଳିବ ସରକାରୀ ସହାୟତା

ଭୁବନେଶ୍ୱର,୮।୮(ବ୍ୟୁରୋ)- କୋରାପୁଟ ଜିଲାର ଜୟପୁର ନିକଟସ୍ଥ ସେବା ପେପର ମିଲ୍‌କୁ କାର୍ଯ୍ୟକ୍ଷମ କରାଯିବ। ଏ ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଗୁରୁବାର ସଚିବାଳୟରେ ଅନୁଷ୍ଠିତ ହୋଇଯାଇଛି।…

5 years ago

୬ ଶିଶୁ ଶ୍ରମିକ ଉଦ୍ଧାର

ବାଲିଆପାଳ, ୮।୮(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ବାଲିଆପାଳ ବଜାର ଏବଂ କାଳିପଦା ଅଞ୍ଚଳରେ ଚାଇଲ୍ଡଲାଇନ ଏବଂ ଶ୍ରମ ବିଭାଗ ପକ୍ଷରୁ ଗୁରୁବାର ମିଳିତ ଭାବେ ବିଭିନ୍ନ ଦୋକାନ ଉପରେ ଚଢ଼ାଉ…

5 years ago

ଜୟପୁରରେ ପ୍ରତିଷ୍ଠା ହେବ ସ୍ବତନ୍ତ୍ର ଜେଲ

ଜୟପୁର,୮ା୮(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରରେ ସ୍ବତନ୍ତ୍ର ଜେଲ ପ୍ରତିଷ୍ଠା ଦାବି ଦୀର୍ଘଦିନରୁ ହୋଇଆସୁଛି। ଏଥିପାଇଁ ଜେଲ ଏଡିଜି ମହେନ୍ଦ୍ର ପ୍ରତାପ ଗତ ୫ ତାରିଖରେ ଜେଲ୍‌ ପ୍ରତିଷ୍ଠା…

5 years ago

ଜାତୀୟ କୃମି ଦିବସ: କୃମି ଔଷଧ ଖାଇ ୨୬ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ଛେଣ୍ଡିପଦା, ୮।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଲିପଟା ରଥସାହି ପ୍ରାଥମିକ ବିଦ୍ୟାଳୟରେ କୃମି ଔଷଧ ଖାଇ ଗୁରୁବାର ୨୬ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ପ୍ରକାଶ…

5 years ago

୧୨ କୋଟି ଜିଏସ୍‌ଟି ଠକି ବ୍ୟବସାୟୀ ଗିରଫ

କଟକ ଅଫିସ, ୮।୮: ଜିଏସ୍‌ଟି ଠକେଇ ମାମଲାରେ ବଲାଙ୍ଗୀରର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ଗିରଫ କରାଯାଇଛି। ସେ ହେଲେ ଟିଟଲାଗଡ଼ର ତୀର୍ଥଙ୍କର ପଟେଲ। ତୀର୍ଥଙ୍କର ୧୨ କୋଟି…

5 years ago

ଉପବାଚସ୍ପତି ରଜନୀକାନ୍ତ ସିଂହ ଆହତ

ଭୁବନେଶ୍ୱର, ୮।୮(ବ୍ୟୁରୋ): ଓଡ଼ିଶା ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ ଗୁରୁବାର ଆହତ ହୋଇଛନ୍ତି। ଝୁଣ୍ଟିପଡ଼ିବାରୁ ତାଙ୍କ ଆଣ୍ଠୁରେ ଗୁରୁତର ଆଘାତ ଲାଗିଥିବା ସୂଚନା ମିଳିଛି।

5 years ago

ପୋଲିସ ଡିଜି ଭାବେ ଦାୟିତ୍ୱ ଗ୍ରହଣକଲେ ବି.କେ. ଶର୍ମା

ଭୁବନେଶ୍ୱର, ୮।୮(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅଧିକାରୀ ବିଜୟ କୁମାର ଶର୍ମା ଗୁରୁବାର ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଡିଜିପି ଥିବା ଡା.…

5 years ago

ଅଲୋଡା ଶିଶୁକନ୍ୟା: ଅନ୍ଧାର ରାତିରେ ଚାଳିଆରୁ ଉଦ୍ଧାର ହେଲା ନବଜାତକ

ସଜନାଗଡ଼, ୮।୮(ଡି.ଏନ.ଏ.)-ଶିଶୁ କନ୍ୟା ପ୍ରତି ଘୃଣା ଭାବ ପୋଷଣ ନ କରିବା ପାଇଁ ବିଭିନ୍ନ ପ୍ରକାର ସଚେତନତା କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ତାହା ସମ୍ପୂର୍ଣ୍ଣ ସଫଳ ହୋଇପାରିନି।…

5 years ago

ଜୀବିତ ଲୋକଙ୍କୁ ବ୍ୟବଚ୍ଛେଦ ପାଇଁ ପଠାଇଲା ପୋଲିସ

ବରଗଡ଼ ଅଫିସ/ଅତାବିରା,୮ା୮: ଜଣେ ଜୀବିତ ଲୋକଙ୍କୁ ପୋଲିସ ମୃତ ଭାବିବା ଓ ବ୍ୟବଚ୍ଛେଦ ପାଇଁ ପଠାଇବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ବ୍ୟବଚ୍ଛେଦ ଗୃହରେ ସମ୍ପୃକ୍ତ…

5 years ago

ଅବପାତର ରୂପ ନେଲା ଲଘୁଚାପ: ୬ଟି ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୮।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡିଶାର ୬ଟି ଜିଲାରେ ଗୁରୁବାର ପ୍ରବଳରୁ ୍ଅତି ପ୍ରବଳ…

5 years ago