ରାଜ୍ୟ

ଲଗାଣ ବର୍ଷା, ସମସ୍ତ ଅଞ୍ଚଳ ଜଳମୟ: ଜେସିବି ଯୋଗେ ଗ୍ରାମବାସୀ ନିର୍ମାଣ କଲେ ଡ୍ରେନ୍‌

କୃଷ୍ଣପ୍ରସାଦ,୮ା୮(ଡି.ଏନ.ଏ.): କୃଷ୍ଣପ୍ରସାଦ ବ୍ଲକରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁ ସମସ୍ତ ଅଞ୍ଚଳ ଜଳମୟ ହୋଇଉଠିଛି। ବର୍ଷା ପାଣିରେ ଗାଁ ଦାଣ୍ଡ ଉବୁଟୁବୁ ହେଉଛି।…

5 years ago

କଣ୍ଟିଲୋବାସୀଙ୍କ ପାନୀୟ ଜଳ ମହାନଦୀର ଗୋଳିଆ ପାଣି

ଖଣ୍ଡପଡା,୮ା୮(ସ୍ବ.ପ୍ର.): ନୟାଗଡ଼ ଜିଲା ଅନ୍ତର୍ଗତ କଣ୍ଟିଲୋ ନୀଳମାଧବଜୀଉ ପଯର୍‌ୟଟନ କ୍ଷେତ୍ର ଓ କଂସା ପିତ୍ତଳ ବାସନ ଶିଳ୍ପ ପାଇଁ ପ୍ରସିଦ୍ଧି ଲାଭ କରିଛି । ୧୫ ହଜାରରୁ…

5 years ago

ରାଜନୈତିକ ଚାପରେ ଡ୍ରେନ ନିର୍ମାଣ: ଘଣ୍ଟାଏ ବର୍ଷାରେ ଘରେ ପଶିଲା ପାଣି

ଓଡ଼ଗାଁ,୮ା୮(ସ୍ବ.ପ୍ର.): ଓଡଗାଁ ଏନ୍‌ଏସି ମାନ୍ୟତା ପାଇବା ପରେ ବିଭିନ୍ନ ଓ୍ବାର୍ଡର ରାସ୍ତା ଓ ଡ୍ରେନ ନିର୍ମାଣ କରାଯାଇଥିଲା। ହେଲେ ଜରୁରୀ ଆବଶ୍ୟକତା ଥିବା ସ୍ଥାନକୁ ବାଦ୍‌ଦେଇ ରାଜନୈତିକ…

5 years ago

ସାରା ରାଜ୍ୟରେ ଲଗାଣ ବର୍ଷା: ୫ ଜିଲାରେ ବନ୍ୟା ପରିସ୍ଥିତି

ଭୁବନେଶ୍ୱର, ୭ା୮(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ ପୂର୍ବ ଦିଗରେ…

5 years ago

ସୁଷମାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ

ପୁରୀ ଅଫିସ, ୭ା୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜଙ୍କ ପରଲୋକରେ ଦେଶବ୍ୟାପୀ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।…

5 years ago

ରାଜ୍ୟ ପ୍ରଶାସନରେ ଅଦଳବଦଳ: ଅସିତଙ୍କୁ କେବିକେ ପ୍ରଶାସନର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୭।୮(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ରାଜ୍ୟ ଶୀର୍ଷସ୍ତରୀୟ ପ୍ରଶାସନରେ ବ୍ୟାପକ ଅଦଳବଦଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ)ର ଅନୁମୋଦନ କ୍ରମେ ସାଧାରଣ ପ୍ରଶାସନ(ଜିଏ) ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି…

5 years ago

ବାଘଲଟି ଜଳ ଭଣ୍ଡାରରେ ଫସିଥିବା ୪ ଜଣ ଉଦ୍ଧାର

ପାତ୍ରପୁର,୭।୮(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ତୁରୁବୁଡ଼ିଠାରେ ଥିବା ବାଘଲଟି ଜଳଭଣ୍ଡାରରେ ବୁଧବାର ଫସିଥିବା ୪ଜଣକୁ ଉଦ୍ଧାର କରିଛି ପାତ୍ରପୁର ଦମକଳ ବାହିନୀ। ସେମାନେ ହେଲେ ବେହେରାପୁଟୁ ଗ୍ରାମର ସବିତା…

5 years ago

ଋଷିକୁଲ୍ୟା, ବଡନଦୀରେ ପ୍ରଥମ ବନ୍ୟାଜଳ

ଆସିକା,୭।୮(ଡି.ଏନ୍‌.ଏ.)- ଗତ ସୋମବାର ଠାରୁ ଆସିକା ତଥା ଆଖପାଖ ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଛି ା ବୁଧବାର ମଧ୍ୟାହ୍ନରେ ଆସିକାର ଉଭୟ ପାର୍ଶ୍ୱରେ…

5 years ago

ରାୟଗଡ଼ା ଜଳାର୍ଣ୍ଣବ: ଲଗାଣ ବର୍ଷାରେ ଧୋଇଗଲା ରେଲଓ୍ବେ ଟ୍ରାକ

ରାୟଗଡା ଅଫିସ/ମୁନିଗୁଡ଼ା/ଅମ୍ବାଦଳା, ୭।୮(ଡି.ଏନ୍‌.ଏ.): ଗତ ୪୦ ଘଣ୍ଟାରୁ ଅଧିକ ସମୟ ଧରି ଲଗାଣ ବର୍ଷା ଯୋଗୁ ରାୟଗଡ଼ାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ସବୁଠୁ ଅଧିକ…

5 years ago

ଅବପାତରେ ପରିଣତ ହେଲା ଲଘୁଚାପ: ୧୧ଟି ଜିଲାରେ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୭।୮: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବର୍ତ୍ତମାନ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି…

5 years ago