ରାଜ୍ୟ

ଗାଧୋଇବାକୁ ଯାଇ ଫେରିଲେନି ମହିଳା: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା ଅଭିଯୋଗ

ରଣପୁର,୩୧ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ଅନ୍ତର୍ଗତ ତାଳକଣି ଗ୍ରାମର ଜଣେ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଗାଁ ପୋଖରୀ ପାହାଚରୁ ବୁଧବାର ଉଦ୍ଧାର କରାଯାଇଛି।…

5 years ago

ରାଜ୍ୟରେ ଭାଜପା-ବିଜେଡି ସରକାର ଚାଲିଛି: ତାରା

ଭୁବନେଶ୍ୱର,୩୧।୭(ବ୍ୟୁରୋ): କେନ୍ଦ୍ର ସରକାର ମଙ୍ଗଳବାର ପାର୍ଲାମେଣ୍ଟରେ ‘ତିନି ତଲାକ୍‌ ବିଲ୍‌’ ପାସ୍‌ କରିଛନ୍ତି। ଏହି ବିଲ୍‌କୁ ସମର୍ଥନ କରିବା ପାଇଁ ବିଜେଡି ହୁଇପ୍‌ ଜାରି କରିଥିଲା। ଏଠାରେ…

5 years ago

ରାଜ୍ୟକୁ କମିଲା କିରୋସିନ କୋଟା: ଅଗଷ୍ଟରୁ ମିଳିବ ୨ ଲିଟର

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟର ୪ଟି ଜିଲା କଟକ, ଖୋର୍ଦ୍ଧା, ସମ୍ବଲପୁର ଓ ସୁନ୍ଦରଗଡ଼କୁ ଅଣ-ସବ୍‌ସିଡି କିରୋସିନ ଯୋଗାଇ ଦିଆଯାଉଛି। ଅନ୍ୟ ଜିଲାଗୁଡ଼ିକରେ କେତେ ଅଣ-ସବ୍‌ସିଡି କିରୋସିନ ଦରକାର ସେନେଇ…

5 years ago

୪୪୧ ସ୍କୁଲରେ ଛାତ୍ରୀ, ୧୪୮୫ ସ୍କୁଲରେ ଛାତ୍ରଙ୍କ ପାଇଁ ଶୌଚାଳୟ ନାହିଁ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ୪୪୧ଟି ବାଳିକା ବିଦ୍ୟାଳୟ ଏବଂ ୧୪୮୫ଟି ସ୍କୁଲରେ ଛାତ୍ରଙ୍କ ପାଇଁ ଶୌଚାଳୟ ନାହିଁ। ୨୦୧୭-୧୮ ତଥ୍ୟ ଅନୁଯାୟୀ, ରାଜ୍ୟରେ ମୋଟ ୫୪,୨୯୮ଟି ସରକାରୀ ସ୍କୁଲ…

5 years ago

ଭରତପୁର କୋଇଲା ଖଣି ଦୁର୍ଘଟଣା ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟରେ ରୁଦ୍ଧଦ୍ବାର ବୈଠକ, ୩ ପ୍ରସଙ୍ଗରେ ଆଲୋଚନା

ଅନୁଗୋଳ ଅଫିସ,୩୧।୭: ଅନୁଗୋଳ ଜିଲା ତାଳଚେରସ୍ଥିତ ଭରତପୁର କୋଇଲା ଖଣି ଦୁର୍ଘଟଣାକୁ ନେଇ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ରୁଦ୍ଧଦ୍ବାର ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ…

5 years ago

ମାଲକାନଗିରିରେ ବନ୍ୟା ପରିସ୍ଥିତି: କ୍ଷୟକ୍ଷତିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

କୋରୁକୋଣ୍ଡା,୩୧।୭(ଡି.ଏନ୍‌.ଏ.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡୀ ବୁଧବାର ମାଲକାନଗିରି ଗସ୍ତରେ ଯାଇ ବନ୍ୟା ଜନିତ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଗତ ୪ ଦିନ ଧରି ଲଗାଣ ବର୍ଷାରେ…

5 years ago

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ: ନିଆଁରେ ପୋଡ଼ି ସ୍ବାମୀସ୍ତ୍ରୀ ଗୁରୁତର

କୋରୁକୋଣ୍ଡା,୩୧।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଏମ୍‌ଭି-୪୨ ଗ୍ରାମରେ ବୁଧବାର ଏକ ଅଘଟଣ ଘଟିଛି। ଗ୍ୟାସ ଲିକ୍‌ରୁ ନିଆଁ ଲାଗିବା ଯୋଗୁ ସ୍ବାମୀସ୍ତ୍ରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପ୍ରତାପ…

5 years ago

ଶ୍ରୀମନ୍ଦିର ସୂଚନା କେନ୍ଦ୍ର ହେବ ଯାତ୍ରୀ ସହାୟତା କେନ୍ଦ୍ର

ପୁରୀ ଅଫିସ, ୩୧ା୭: ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଶ୍ରୀମନ୍ଦିରକୁ ହଜାର ହଜାର ଶ୍ରଦ୍ଧାଳୁ ଆସିଥାନ୍ତି। ତେବେ ଶ୍ରୀମନ୍ଦିର ସମେତ ପୁରୀ ସହରର ଆଖପାଖ ଏବଂ ଜିଲାର…

5 years ago

ସତ ହେଲା ଧରିତ୍ରୀ ଆଶଙ୍କା: ୬ ଡିଏସ୍‌ପିଙ୍କ ବଦଳି, ଭୁବନେଶ୍ୱର ଫେରିଲେ ଅନୁପ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଗତ ନିର୍ବାଚନକୁ ଆଖି ଆଗରେ ରଖି ଓ ଆଇନ ସୁରକ୍ଷାକୁ ନଜର କରି ରାଜ୍ୟ ସରକାର କେତେକ ପୋଲିସ ଅଧିକାରଙ୍କୁ ଅଚାନକ ବଦଳି କରି ଦେଇଥିଲେ।…

5 years ago

ମଞ୍ଚେଶ୍ୱର ଥାନାଞ୍ଚଳ ପାଲଟିଛି ଲୁଟେରାଙ୍କ ସୁରକ୍ଷିତ ଜୋନ୍‌:୧୬ ଘଣ୍ଟାରେ ୩ ବଡ଼ ଲୁଟ୍‌, ଡକାୟତି

ରାଜଧାନୀରେ ପୁଣି ମାତିଲେ ଲୁଟେରା। ଏଥର ମଞ୍ଚେଶ୍ୱର ଥାନାଞ୍ଚଳରେ ଦିନ ତମାମ ଖେଳାଇଛନ୍ତି ଆତଙ୍କ। କମିଶନରେଟ ପୋଲିସକୁ ଚ୍ୟାଲେଞ୍ଜ କରି ୧୬ ଘଣ୍ଟାରେ ଘଟାଇଛନ୍ତି ୩ ବଡ଼…

5 years ago