ରାଜ୍ୟ

ଅଗ୍ନିକାଣ୍ଡ: ୨୦ ବଖରା ଜଳିଗଲା

ଚିକିଟି/ହାତୀଓଟ,୨୫ା୭(ଡି.ଏନ୍‌.ଏ.)- ଚିକିିଟି ବ୍ଲକ ଚାନ୍ଦପୁର ପଞ୍ଚାୟତ ଆଦିବାସୀ ବାତରଡାପଲ୍ଲୀ ଗ୍ରାମରେ ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଘଟି ୮ ଆଦିବାସି ପରିବାରଙ୍କ ୧୬ ବଖରା ଜଳିଯାଇଛି। ସେହିପର ପୋଲସରା…

5 years ago

ଲାଞ୍ଚ ମାମଲା: ବରିଷ୍ଠ କିରାଣିଙ୍କୁ ୨ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୫ା୭-ଏକ ଲାଞ୍ଚ ମାମଲାର ବିଚାର କରି ବୁଧବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଭଗବାନ ପ୍ରଧାନ ଅଭିଯୁକ୍ତ ବରିଷ୍ଠ କିରାଣିଙ୍କୁ ୨ ବର୍ଷ ଜେଲ…

5 years ago

ପଥର, ବାଲି ଚାଲାଣବେଳେ ୬ ଗାଡ଼ି ଜବତ

ଭଞ୍ଜନଗର,୨୪।୭(ଡି.ଏନଏ): ପଥର, ବାଲି, ଗୋଡ଼ି ବେନିୟମ ଚାଲାଣ ଯୋଗୁ ସରକାର ବିପୁଳ ରାଜସ୍ବ ହରାଉଛନ୍ତି। ବୁଧବାର ଭଞ୍ଜନଗର ତହସିଲ ଓ ଗାଲେରୀ, ଭଞ୍ଜନଗର ପୋଲିସ ପକ୍ଷରୁ ବିଭିନ୍ନ…

5 years ago

ମଧ୍ୟାହ୍ନ ଭୋଜନ ତଦାରଖ କଲେ ବ୍ଲକ ଅଧକ୍ଷା, ବିଡ଼ିଓ

ଶେରଗଡ,୨୪ା୭(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ବାଦୁଆ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନରେ ଯାଇ ବୁଧବାର ଶେରଗଡ଼ ବିଡ଼ିଓ ସୁରଞ୍ଜନ କୁମାର ସାହୁ ଓ ବ୍ଲକ ଅଧକ୍ଷା ସାରସ…

5 years ago

ଟ୍ରାକ୍ଟର ଓଲଟି ଶ୍ରମିକ ମୃତ

କ.ନୂଆଗଁା,୨୪ା୭(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ସାରଙ୍ଗ ଗଡ଼ ଥାନା ଅଞ୍ଚଳରେ ବୁଧବାର ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବନେଗଁାର ଜମ୍ବେବ ପ୍ରଧାନ (୨୦)।…

5 years ago

ବାରଙ୍ଗ ଧନ୍ଦାମୂଳକ ତାଲିମ କେନ୍ଦ୍ରକୁ ଉତ୍ପାଦନମୁଖୀ କରାଯିବ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ବାରଙ୍ଗସ୍ଥିତ ଧନ୍ଦାମୂଳକ ତାଲିମ କେନ୍ଦ୍ରକୁ ଅଧିକ ସଶକ୍ତ ଓ କ୍ରିୟାଶୀଳ କରାଯିବ। ଏଥିସହିତ ସେଠାରେ ଭିନ୍ନକ୍ଷମମାନଙ୍କ ନିମନ୍ତେ ତାଲିମ ବ୍ୟବସ୍ଥାକୁ ଦୃଢ଼ କରାଯିବ। ସାମାଜିକ…

5 years ago

ଅନୁଗୋଳ କୃଷି ବିଜ୍ଞାନ କେନ୍ଦ୍ରକୁ ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟ ରାଷ୍ଟ୍ରୀୟ କୃଷି ବିଜ୍ଞାନ ପ୍ରୋତ୍ସାହନ ପୁରସ୍କାର

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ଅଧୀନ ଅନୁଗୋଳ କୃଷି ବିଜ୍ଞାନ କେନ୍ଦ୍ରକୁ ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟ ରାଷ୍ଟ୍ରୀୟ କୃଷି ବିଜ୍ଞାନ…

5 years ago

ଜିଲା କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସର ଧାରଣା: ‘ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ’

ଢେଙ୍କାନାଳ ଅଫିସ, ୨୪।୭: ରାଜ୍ୟରେ ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଆଇନଶୃଙ୍ଖଳା ପରିସ୍ଥିତି ପ୍ରତିବାଦରେ ଢେଙ୍କାନାଳ ଜିଲା କଂଗ୍ରେସ ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି। ପିସିସି…

5 years ago

ଘର ଭାଙ୍ଗିଲା ହାତୀ

ବଇଣ୍ଡା, ୨୪ା୭(ଡି.ଏନ.ଏ.): କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ କଣ୍ଟେଇକୁଳିଆ ଗ୍ରାମରେ ମଙ୍ଗଳବାର ହାତୀ ଉପଦ୍ରବ କରି ବ୍ୟାପକ ଫସଲ ନଷ୍ଟ କରିବା ସହ କୁନା ସାହୁଙ୍କ ୩…

5 years ago

ନାରୀ ନିର୍ଯାତନା, ବିପର୍ଯ୍ୟସ୍ଥ ଆଇନଶୃଙ୍ଖଳା ପ୍ରତିବାଦ: କଂଗ୍ରେସର ଗଣଧାରଣା, ପ୍ରତିବାଦ ସଭା

ଭବାନୀପାଟଣା,୨୪।୭(ଡି.ଏନ.ଏ.): ରାଜ୍ୟରେ ନାବାଳିକା ବଳାତ୍କାର, ନାରୀ ନିର୍ଯାତନା ଏବଂ ଆଇନଶୃଙ୍ଖଳା ବିପର୍ଯ୍ୟସ୍ଥ ହୋଇପଡ଼ିଛି। ଏହାର ପ୍ରତିବାଦରେ ବୁଧବାର କଂଗ୍ରେସ ପକ୍ଷରୁ ରାଜ୍ୟ ବ୍ୟାପୀ ଆନ୍ଦୋଳନ ଡାକରା ଦିଆଯାଇଛି।…

5 years ago