ରାଜ୍ୟ

ଅସହ୍ୟ ହେଲା ଋଣ ବୋଝ, ବିଷ ପିଇ ଆତ୍ମହତ୍ୟା କଲେ ଚାଷୀ

ବାଲେଶ୍ୱର ଅଫିସ,୨୩।୭-ଋଣ ବୋଝ ସହି ନ ପାରି ବାଲେଶ୍ୱର ଚାନ୍ଦିପୁର ଥାନା ପଦ୍ମପୁର ଗ୍ରାମର ଚାଷୀ ସୁମନ୍ତ ବେହେରା (୪୬) ମଙ୍ଗଳବାର ବିଷ ପିଇ ଆତ୍ମହତ୍ୟା କରିଛନ୍ତି।…

5 years ago

ଗଞ୍ଜେଇ ଚେରାଚାଲାଣ ଧରପଗଡ ବେଳେ ଗୁଳିଚାଳନା: ୧୧୨୩ କିଲୋ ଗଞ୍ଜେଇ ଜବତ,୨ ଗିରଫ

କୋରୁକୋଣ୍ଡା, ୨୩ା୭(ଡି.ଏନ.ଏ)- ମାଲକାନଗିରି ଜିଲାରେ ଦିନକୁ ଦିନ ଗଞ୍ଜେଇ ଚୋରା ଚାଲାଣ ବଢ଼ିବାରେ ଲାଗିଛି। ମାଲକାନଗିରି ପୋଲିସ ପକ୍ଷରୁ ଏହାକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଥିଲେ…

5 years ago

ବୁଧବାର ବନକଲାଗି: ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ ଅଫିସ, ୨୩ା୭: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ଦର୍ଶନ…

5 years ago

ଜଙ୍ଗଲରୁ ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର: ବଳାତ୍କାର ପରେ ହତ୍ୟା ସନ୍ଦେହ

ସୁନ୍ଦରଗଡ଼, ୨୩।୭ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରୁ ଜନୈକା ନାବାଳିକା (୧୬)ଙ୍କ ଗଳିତ ମୃତଦେହ ସୋମବାର ଅପରାହ୍ନରେ ପୋଲିସ…

5 years ago

ଲାଞ୍ଚ ନେଇ ଧରାପଡିଲେ ବୀରମହାରାଜପୁର ଆର୍‌ଆଇ

ସୋନପୁର,୨୩।୭(ନି.ପ୍ର.): ସୋନପୁର ଜିଲା ବୀରମହାରାଜପୁର ତହସିଲ ଅଫିସର ରାଜସ୍ବ ନିରୀକ୍ଷକ ଅରୁଣ କୁମାର ପୁରୋହିତ ୨୫୦୦ଟଙ୍କା ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୁବର୍ଣ୍ଣପୁର ଜିଲା…

5 years ago

ଦିଲ୍ଲୀ ଗଲେ କୋଶଲ ରାଜ୍ୟ ସମନ୍ବୟ ସମିତି ପ୍ରତିନିଧି

ବରଗଡ଼ ଅଫିସ, ୨୩।୭: ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିନେଇ ମଙ୍ଗଳବାର ସକାଳୁ କୋଶଲ ରାଜ୍ୟ ସମନ୍ବୟ ସମିତିର ଏକ ପ୍ରତିନିଧି ଦଳ ଦିଲ୍ଲୀ ଗସ୍ତ କରିଛନ୍ତି।…

5 years ago

ରାସ୍ତାକଡ଼ରୁ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

କଟକ ଅଫିସ, ୨୩।୭: କଟକ ରାଣୀହାଟ ପୋଲ ନିକଟ ତାଳଦଣ୍ଡା କେନାଲ ରାସ୍ତା କଡ଼ରୁ ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ପରିଚୟ…

5 years ago

ଶ୍ରାବଣ ମାସ ପ୍ରଥମ ସୋମବାର ଶ୍ରୀଲିଙ୍ଗରାଜଙ୍କ ପୀଠରେ ୩ ହଜାର କାଉଡ଼ିଆ

ପୁରୁଣା ଭୁବନେଶ୍ୱର,୨୩। ୭(ଡି.ଏନ.ଏ.): ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କୁ ପ୍ରାୟ ୩ ହଜାର ୪୦ ଜଣ କାଉଡ଼ିଆ ଜଳଲାଗି କରିଥିବା ପ୍ରଶାସନ ସୂତ୍ରରୁ ପ୍ରକାଶ।…

5 years ago

ପ୍ରଶାସନ ପକ୍ଷରୁ ୨ୟ ପର୍ଯ୍ୟାୟ ଉଚ୍ଛେଦ ମାଟିରେ ମିଶିଲା ଛୋଟାଙ୍କ ଆଉ ୨୪ ବଖରା

ଖୋର୍ଦ୍ଧା ଅଫିସ,୨୨। ୭ ବ୍ରାଉନସୁଗାର ଓ ପଥର ବ୍ୟବସାୟୀ ସୁଧାଂଶୁ ପରିଡା ଓରଫ ଛୋଟା ଏସଟିଏଫ ରିମାଣ୍ଡ ଅବଧି ସରିଲା ପରେ ଏବେ ଖୋର୍ଦ୍ଧା ସବ୍‌ଜେଲରେ ଅଛନ୍ତି।…

5 years ago

ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଚୋରି

ପୁରୀ ଅଫିସ, ୨୩।୭ : ପୁରୀ ଜିଲାର ପ୍ରସିଦ୍ଧ ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ସୋମବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କା ଚୋରି ହୋଇଛି। ଏ ନେଇ…

5 years ago