ରାଜ୍ୟ

କ୍ରୀଡ଼ାକୁ ପ୍ରୋତ୍ସାହନ: ଖୁବ୍‌ଶୀଘ୍ର ଆସିବ ନୂଆ କ୍ରୀଡ଼ା ନୀତି

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ନୂତନ କ୍ରୀଡ଼ା ନୀତି (ସ୍ପୋର୍ଟସ୍‌ ପଲିସି) ଆସିବ। ଏଥିପାଇଁ ଚିଠା ନୀତି ପ୍ରସ୍ତୁତି ଚାଲିଛି। କ୍ରୀଡ଼ା ଓ କ୍ରୀଡ଼ା ବ୍ୟକ୍ତିଙ୍କୁ ପ୍ରୋତ୍ସାହନ…

5 years ago

ରାଜ୍ୟରେ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପାଇଁ ୮୭ ସ୍ଥାନ ଚିହ୍ନଟ: ଉତ୍ପାଦନ ହେବ ୩୪୦ ମେଗାଓ୍ବାଟ୍‌

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟରେ ୧ରୁ ୨୫ ମେଗାଓ୍ବାଟ୍‌ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପାଇଁ ୮୭ଟି ସ୍ଥାନ ଚିହ୍ନଟ କରାଯାଇଛି। ଏହିସବୁ ପ୍ରକଳ୍ପ କେନ୍ଦ୍ରାପଡ଼ା, ରାୟଗଡ଼ା, ଫୁଲବାଣୀ,…

5 years ago

ପାଟକୁରାବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌: ଆପଣଙ୍କ ପସନ୍ଦର ପ୍ରାର୍ଥୀଙ୍କୁ ଚୟନ କରିଛି; ଅଞ୍ଚଳର ବିକାଶ ପାଇଁ ଶଙ୍ଖ ଚିହ୍ନରେ ଭୋଟ ଦିଅନ୍ତୁ

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଶନିବାର ପାଟକୁରା ବିଧାନସଭା ନିର୍ବାଚନ। ଏହାର ୪୮ ଘଣ୍ଟା ପୂର୍ବରୁ ଅର୍ଥାତ ଗୁରୁବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଗୋଟିଏ ପଟେ ଉକ୍ତ ଆସନକୁ…

5 years ago

ସିଇଓଙ୍କୁ ଭାଜପାର ଫେରାଦ: ଡେରାବିଶ ବ୍ଲକରେ ହେଉଛି ମଦ କାରବାର; ଏବେ ବି ପାଟକୁରାରେ ବୁଲୁଛନ୍ତି ବିଜେଡି ବିଧାୟକ

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଶନିବାର ପାଟକୁରାରେ ନିର୍ବାଚନ ହେବାକୁ ଯାଉଛି। କିନ୍ତୁ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ ବିଜେଡିର ବିଧାୟକ ତଥା ନେତାମାନେ ଭୋଟରଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରୁଛନ୍ତି।…

5 years ago

ଶନିବାର ପାଟକୁରା ନିର୍ବାଚନ: ଭାଜପା ବୁଥ୍‌ ଦଖଲ କରିବା ଆଶଙ୍କାରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର,୧୯।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ଶନିବାର ଭୋଟ ଗ୍ରହଣ କରାଯିବ। ଏଥିନିମନ୍ତେ ଗୁରୁବାର ସନ୍ଧ୍ୟାରୁ ପ୍ରଚାର ଶେଷ ହୋଇଛି। ସାରା ରାଜ୍ୟର ନଜର ଏବେ…

5 years ago

ରାସ୍ତା ଖରାପ ଯୋଗୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ପ୍ରସୂତି

ମାଲକାନଗିରି,୧୯।୭(ସ୍ବ.ପ୍ର.): ଦୁର୍ଗମ ଗ୍ରାମକୁ ନାହିଁ ରାସ୍ତା। ଫଳରେ ଖଟିଆରେ ବୁହା ହେଲେ ପ୍ରସୂତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲା ମାଥିଲି ବ୍ଲକ ଧୁଙ୍ଗିଆପୁଟ…

5 years ago

ନକଲି ମୋବିଲ କାରଖାନା ଠାବ: ୨ ଗିରଫ

ବାଲେଶ୍ୱର ଅଫିସ,୧୯।୭: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅଧୀନ ଆରଡ଼ି ବଜାର ମଜିତ୍‌ ଗଳି ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ପୋଲିସ ଚଢ଼ାଉ କରି ନକଲି ମୋବିଲ କାରଖାନା…

5 years ago

୩୦ ଫୁଟ ଲମ୍ବ ଲୁଣାଘେରି ବନ୍ଧରେ ଘାଇ: ଶତାଧିକ ଚାଷଜମିରେ ଧାନ ନଷ୍ଟ

ମହାକାଳପଡ଼ା,୧୯।୭(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଉଚ୍ଚ ଜୁଆର ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଖରିନାସୀର ୮ଶହ ଏକର ଅଞ୍ଚଳରେ ଲୁଣାଘେରି ବନ୍ଧରେ ତିରିଶ ଫୁଟ ଲମ୍ବର ଘାଇ…

5 years ago

ଅର୍ଥ ଥାଇ ହୋଇପାରିନି ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍‌

କଟକ ଅଫିସ,୧୯ା୭: ୨୦୧୬-୧୭ରୁ ୨୦୧୮-୧୯ ମଧ୍ୟରେ ଏସ୍‌ସିବି ମେଡିକାଲକୁ ଆସିଥିବା ଲିଭର୍‌ ରୋଗୀମାନଙ୍କ ମଧ୍ୟରୁ ୧୧୯୬ ଜଣଙ୍କ ଲିଭର ପ୍ରତିରୋପଣ (ଲିଭର ଟ୍ରାନ୍ସପ୍ଲାଣ୍ଟ)ର ଆବଶ୍ୟକତା ଥିବା ଜଣାପଡ଼ିଛି।…

5 years ago

ବାପାଙ୍କ ମୃତଦେହ କାନ୍ଧେଇ ଶ୍ମଶାନ ନେଲେ ତିନି ଝିଅ:ସାନ ଝିଅ ଦେଲେ ମୁଖାଗ୍ନି

ମାଲକାନଗିରି, ୧୯ା୭(ଡି.ଏନ୍‌.ଏ.):ଘରେ କାହାର ମୃତ୍ୟୁ ହେଲେ ପୁରୁଷମାନେ ମୃତଦେହକୁ କୋକେଇରେ କାନ୍ଧେଇ ଶ୍ମଶାନ ପର୍ଯ୍ୟନ୍ତ ନିଅନ୍ତି। ଘରର ପୁଅ ହିଁ ମୁଖାଗ୍ନି ଦିଅନ୍ତି। ଏହା ଆମ ସମାଜରେ…

5 years ago