ରାଜ୍ୟ

କାଳିଆ ଯୋଜନାରେ ଚାଷୀଙ୍କୁ ମିଳିନି ଟଙ୍କା

ନୟାଗଡ଼ ଅଫିସ,୧୯।୭-ନୟାଗଡ଼ ଜିଲା ସଦର ବ୍ଲକ ଘଡ଼ୁଆଳ ଗ୍ରାମର ଦୁର୍ଯ୍ୟୋଧନ ପାଳ ବୃତ୍ତିରେ ଜଣେ ଚାଷୀ। ନିଜର କିଛି ଏକର ଚାଷଜମିରେ ଫସଲ କରି ପରିବାର ପ୍ରତିପୋଷଣ…

5 years ago

ବସନ୍ତ କୁମାର ବିଦ୍ୟାପୀଠର ବାର୍ଷିକ ଉତ୍ସବ: ମାଟ୍ରିକରେ ପ୍ରଥମ ୧୦ଜଣରେ ରହିଲେ ୧ଲକ୍ଷ ଟଙ୍କା ପୁରସ୍କାର

ଖଣ୍ଡପଡ଼ା,୧୯ା୭(ସ୍ବ.ପ୍ର)-ଦୃଢ଼ ଇଚ୍ଛାଶକ୍ତି ଦ୍ୱାରା ପଙ୍ଘୁଟିଏ ମଧ୍ୟ ସବୋର୍ଚ୍ଚ ଶିଖରରେ ପହଞ୍ଚତ୍ପାରେ ା ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ବାକୁ ଆବଶ୍ୟକ ଦୃଢ ମନୋବଳ ଓ ପ୍ରବଳ ଆମତ୍ବିଶ୍ୱାସ ା ବଡ଼ ହେବା…

5 years ago

ଅଚଳ ହୋଇପଡ଼ିଛି ବର୍ଷାମାପକ ଓ ପାଗ ନିର୍ଣ୍ଣୟ ଯନ୍ତ୍ର

ଖଣ୍ଡପଡ଼ା,୧୯ା୭(ସ୍ବ.ପ୍ର.)-ଖଣ୍ଡପଡ଼ା ବ୍ଲକ ପରିସରସ୍ଥ ଭାରତୀୟ ପାଣିପାଗ ବିଭାଗ ଦ୍ୱାରା ସ୍ଥାପିତ ବର୍ଷାମାପକ ଯନ୍ତ୍ର ଓ ପାଣିପାଗ ନିର୍ଣ୍ଣୟ ଯନ୍ତ୍ର ଦୀର୍ଘବର୍ଷ ଧରି ଅଚଳ ତଥା ପରିତ୍ୟକ୍ତ ଅବସ୍ଥାରେ…

5 years ago

ପଞ୍ଚପଲି ପୋଲରେ କ୍ରିକ୍‌ ନିର୍ମାଣରେ ବିଳମ୍ବ : ଚାଷୀ ନିରାଶ

ଏରସମା,୧୯ା୭(ସ୍ବ.ପ୍ର.): ଏରସମା ବ୍ଲକ ନାରଦିଆ ପଞ୍ଚାୟତସ୍ଥିତ ପଞ୍ଚପଲି ପୋଲରେ କ୍ରିକ ନିର୍ମାଣ ପାଇଁ ଦୀର୍ଘଦିନ ହେଲା ଦାବି ହୋଇଆସୁଛି। ଇତିମଧ୍ୟରେ ବିଭାଗୀୟ ଅଧିକାରୀ ଓ ଲୋକ ପ୍ରତିନିଧିମାନେ…

5 years ago

ପର୍ବତାରୋହୀ ଲିପିକା ସେଠଙ୍କୁ ସମ୍ବର୍ଦ୍ଧନା

ଭେଡ଼େନ, ୧୯।୭ (ଡ଼ି.ଏନ.ଏ)-ଭେଡ଼େନ ବ୍ଲକ ଡ଼ାଳବ ଗ୍ରାମର ଯୁବ ପର୍ବତାରୋହିଣୀ ଲିପିକା ସେଠଙ୍କୁ ଭେଡ଼େନ ତହସିଲଦାର ସୀମା ସବିତା କୁଲୁ ଗୁରୁବାର ସମ୍ବର୍ଦ୍ଧିତ କରିଛନ୍ତି । ପଶ୍ଚିମ…

5 years ago

ବଲାଙ୍ଗୀର ଜିଲାରେ ମରୁଡି ସ୍ଥିତି

ବଲାଙ୍ଗୀର ଅଫିସ, ୧୯ା୭-କ୍ରମାଗତ ମରୁଡି ବଲାଙ୍ଗୀର ଜିଲାର ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ଦୋହଲାଇ ଦେଉଛି ା ଚଳିତବର୍ଷ ପୁଣି ଥରେ ଜିଲାରେ ମରୁଡି ସ୍ଥିତି ଦେଖାଦେଲାଣି ା…

5 years ago

ଓଡିଆର୍‌ପି ଘରେ ନ ରହିଲେ ତାଲିକାରୁ ବାଦ୍‌

ଚିକିଟି,୧୯ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ଚିକିଟି ବ୍ଲକ୍‌ ସମୁଦ୍ର ତଟବର୍ତ୍ତୀ ଚନ୍ଦନବାଡ ଓ ସୋରଳ ଗ୍ରାମରେ ପୃଥକ ପୃଥକ ଭାବେ ଗୁରୁବାର ମଧ୍ୟାହ୍ନରେ ଓଡିଆର୍‌ପି ଘର ପାଇଥିବା ବ୍ୟକ୍ତି…

5 years ago

ଆଲୋଚନା ପାଇଁ ଆସିଲେନି କର୍ତ୍ତୃପକ୍ଷ

ବ୍ରହ୍ମପୁର ଅଫିସ,୧୯ା୭- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅବସରପ୍ରାପ୍ତ କର୍ମଚାରୀଙ୍କ ବିଭିନ୍ନ ଦାବି ପୂରଣ ନେଇ ପ୍ରଶାସନିକ ଭବନ ଆଗରେ ଧାରଣା ଦିଆଯାଇଛି। ୬ ଦଫା ଦାବି ପୂରଣ ନେଇ…

5 years ago

ଏସିଆନ ଚାମ୍ପିୟନଶିପରେ ଭାଗ ନେବେ କେନ୍ଦୁଝର ଝିଅ ମଧୁସ୍ମିତା

କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଏସିଆନ ତାଏକୋଣ୍ଡୋ ଚାମ୍ପିୟନଶିପରେ ଭାଗ ନେବା ପାଇଁ ଜାତୀୟ ଦଳରେ କେନ୍ଦୁଝର ଝିଅ ମଧୁସ୍ମିତା ମହାନ୍ତି ମନୋନୀତ ହୋଇଛନ୍ତି। ତାଙ୍କ ଘର କେନ୍ଦୁଝର ଶିଶୁଭବନ…

5 years ago

ବର୍ଷା ପାଇଁ ମାଜଣା: ଠାକୁରାଣୀଙ୍କୁ ପୂଜାକଲେ ଶତାଧିକ ମହିଳା

କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଚଳିତ ବର୍ଷା ଅଭାବରୁ ଅନେକ ସ୍ଥାନରେ ଚାଷ କାର୍ଯ୍ୟ ବ୍ୟାହତ ହୋଇଛି ା ଜଳ ଅଭାବରୁ ଅନେକ ଅଞ୍ଚଳରେ ତଳି ମରିବାକୁ ବସଥିବାବେଳେ ଆଉ…

5 years ago