ରାଜ୍ୟ

ବ୍ୟାଙ୍କ ପରିଚାଳକଙ୍କୁ ଘେରିଲେ ମହିଳା

ବାହାନଗା, ୧୭।୭(ଡି.ଏନ.ଏ.)-ଋଣ ନ ପାଇ ବାହାନଗା ବ୍ଲକ ଚିତ୍ତଳ ଗ୍ରାମର ‘ଜୟ ମହାବୀର’ ମହିଳା ଗ୍ରୁପ୍‌ର ସଦସ୍ୟାମାନେ ମଙ୍ଗଳବାର ଓଡିଶା ଗ୍ରାମ୍ୟ ବ୍ୟାଙ୍କ ପରିଚାଳକଙ୍କୁ ଘେରିଥିଲେ। ଶାଖା…

5 years ago

ସରକାରୀ ଜମିରୁ ମୋରମ ଲୁଟ୍‌: ରାଜସ୍ବ ହରାଉଛନ୍ତି ସରକାର

ଔପଦା, ୧୭।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ତହସିଲ ଅନ୍ତର୍ଗତ ଗଡ଼ସାହି ପଞ୍ଚାୟତର କୁସୁନଦାସପୁର, ରଙ୍ଗାମାଟିଆ, ପଣ୍ଡୁଆ, ପଥରପଦା ଆଦି ଗ୍ରାମରେ ଥିବା ସରକାରୀ ଜମିରୁ ମୋରମ ଲୁଟ୍‌ କରାଯାଉଛି।…

5 years ago

ମାଙ୍କଡ଼ ଉତ୍ପାତ, ୧୨ରୁ ଊର୍ଦ୍ଧ୍ୱ ଆହତ

ବସ୍ତା, ୧୭।୭(ସ୍ବ.ପ୍ର.)-ବସ୍ତା ଥାନା କୁଳିଦା ପଞ୍ଚାୟତରେ ଗତ ୧୫ଦିନ ହେଲା ମାଙ୍କଡ଼ଙ୍କ ଉପଦ୍ରବ ଜାରି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ୫୦ରୁ ଊର୍ଦ୍ଧ୍ୱ ମାଙ୍କଡ଼ ଏହି ପଞ୍ଚାୟତର…

5 years ago

୧୫୦ ବର୍ଷ ପରେ ଗୁରୁ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ ପଡ଼ୁଥିବା ଖବର କ’ଣ ସତ ? ଜାଣନ୍ତୁ ଏହାର ରହସ୍ୟ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ମଙ୍ଗଳବାର ପଡ଼ୁଥିବା ଚନ୍ଦ୍ରଗ୍ରହଣକୁ ନେଇ ସୋସିଆଲ ମିଡିଆ ଏବଂ କିଛି ଗଣମାଧ୍ୟମରେ ପ୍ରଚାର କରାଯାଉଥିବା ଖବର ବିଭ୍ରାନ୍ତିକର । ଜୁଲାଇ ୧୭ରେ ପଡ଼ୁଥିବା ଗ୍ରହଣ ୧୫୦…

5 years ago

ଦଧିବାମନଜୀଉ ମନ୍ଦିରରୁ ରାଧାକୃଷ୍ଣଙ୍କ ମୂର୍ତ୍ତି ଚୋରି: ବର୍ଷକ ତଳେ ମୁଖ୍ୟ ମନ୍ଦିରରୁ ଚୋରି ସୁନା ଚିତାର ଟେର ପାଇନି ପୋଲିସ

ଆନନ୍ଦପୁର,୧୬। ୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁରର ପୁରାତନ ଦଧିବାମନଜୀଉ ମନ୍ଦିର ବେଢ଼ାରୁ ପିତ୍ତଳ ନିର୍ମିତ ରାଧାକୃଷ୍ଣଙ୍କ ଯୁଗଳମୂର୍ତ୍ତି ମଙ୍ଗଳବାର ପୂର୍ବାହ୍ନରେ ଚୋରି ହୋଇଯାଇଛି। ଗତ ବର୍ଷ ଜୁନ୍‌ ୧…

5 years ago

ଧରିତ୍ରୀ ପ୍ରଭାବ: ଯୋରାଡବରାଠାରେ ବିଦ୍ୟୁତ୍‌ ସଂଯୋଗ କାମ ଆରମ୍ଭ

କର୍ଲାମୁଣ୍ଡା,୧୬।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବ୍ରାବସ୍ତିଠାତେ ଗତ ଜୁନ ୧୫ ତାରିଖରେ ହୋଇଥିବା ଝଡତୋଫାନ ଯୋଗୁ ଟ୍ରାନ୍ସଫର୍ମର ପଡିଯାଇଥିଲା। ଦୀର୍ଘ ୨୮ ଦିନ ବିତିଥିଲେ ହେଁ…

5 years ago

ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ହେଲେ ବିଶ୍ୱଭୂଷଣ ହରିଚନ୍ଦନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ବରିଷ୍ଠ ଭାଜପା ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଥିବା…

5 years ago

ଇନ୍ଦିରା ଆବାସ, ବିଜୁ ପକ୍କାଘର ଯୋଜନାରେ ଘୋଟାଲା: ୮୩୬ କର୍ମଚାରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଗତ ୨୦ବର୍ଷ ହେବ ବିଜେଡି ହାତରେ ରାଜ୍ୟ ଶାସନ ଭାର ରହିଛି। ଲୋକମାନଙ୍କୁ ସ୍ବଚ୍ଛ ଓ ଦୁର୍ନୀତିମୁକ୍ତ ଶାସନ ଦେବା ନେଇ ବିଜେଡି ବାହାବା ନେଉଛି।…

5 years ago

୩୩୨୩ ଗ୍ରାମକୁ ରାସ୍ତା ନାହିଁ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ଯୋଜନା କରୁଛନ୍ତି। ମାତ୍ର ଏ ପର୍ଯ୍ୟନ୍ତ ରାଜ୍ୟରେ ୩୩୨୩ ଗ୍ରାମକୁ ପଞ୍ଚାୟତ କାର୍ଯ୍ୟାଳୟ ସହ ଯୋଡାଯାଇପାରିନାହିଁ। ଅନୁଗୋଳ ଜିଲାର…

5 years ago

ବିଧାନସଭାରେ ବିରୋଧୀ ମୁହାଁମୁହିଁ: ହାଇକୋର୍ଟ ବେଞ୍ଚ ସ୍ଥାପନକୁ ନେଇ କଂଗ୍ରେସର ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ବିଧାନସଭାରେ ବିରୋଧୀ ଦଳ ଦୁଇଫାଳ। ସରକାରଙ୍କୁ ଘେରିବା ପରିବର୍ତ୍ତେ ପରସ୍ପରକୁ ବିରୋଧ କରୁଛନ୍ତି। ଭିନ୍ନ ଭିନ୍ନ ପ୍ରସଙ୍ଗରେ ଉଭୟ କଂଗ୍ରେସ ଓ ଭାଜପା ବିଧାନସଭାରେ ହଟ୍ଟଗୋଳ…

5 years ago