ରାଜ୍ୟ

ସୂଚନା କେନ୍ଦ୍ରକୁ ଯୋଡ଼ିଲା ହ୍ବାଟ୍‌ସ ଆପ୍‌ ଗ୍ରୁପ୍‌: ହଜିଲା ଲୋକଙ୍କ ସୂଚନା ପାଇଲେ ପରିଜନ

ପୁରୀ ଅଫିସ,୧୪।୭: ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବା ଲାଗି ଦେଶର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁ ପୁରୀକୁ ଆସିଥାନ୍ତି। ରଥଯାତ୍ରାଠୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରରେ ଗହଳି ଚହଳି ଲାଗିଥାଏ। ଏହି…

5 years ago

ଏମ୍ସରେ ମିଳିବ ଡାଏଲିସିସ୍‌ ସୁବିଧା

ଭୁବନେଶ୍ୱର, ୧୪।୭(ବ୍ୟୁରୋ)/ପାତ୍ରପଡ଼ା(ଡି.ଏନ୍‌.ଏ.): ଭୁବନେଶ୍ବର ଏମ୍ସ ହସ୍ପିଟାଲରେ କିଡ଼ନୀ ରୋଗୀ ଏବେ ଡାଇଲିସିସ୍‌ ସୁବିଧା ପାଇପାରିବେ। ଆସନ୍ତା ୧୫ ତାରିଖରେ ଏମ୍ସର ସପ୍ତମ ଭିତ୍ତିପ୍ରସ୍ତର ସ୍ଥାପନ ଦିବସ ସମାରୋହ…

5 years ago

ପାଟକୁରା: ବୁଝାମଣାରୁ ଲଢ଼େଇ ଦୁର୍ବଳ; ଆସିବେନି ମୋଦି-ଶାହ, ଭାଜପାକୁ କେବଳ ରାଜ୍ୟ ନେତୃତ୍ୱ ଭରସା

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟ ରାଜନୀତି ବର୍ତ୍ତମାନ ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀରେ କେନ୍ଦ୍ରିତ। ୨୦୧୯ ସାଧାରଣ ନିର୍ବାଚନରେ ୧୪୬ ଆସନ ପାଇଁ ଭୋଟ ହୋଇଥିବାବେଳେ କେବଳ ପାଟକୁରା ଆସନ…

5 years ago

ବିଜୟ ଶର୍ମା ହୋଇପାରନ୍ତି ପୋଲିସ ଡିଜି

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ବର୍ତ୍ତମାନର ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଡା. ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ଲୋକାୟୁକ୍ତ ସଦସ୍ୟ ଭାବେ ରାଜ୍ୟ ସରକାର ମନୋନୀତ କରିଥିବା ନେଇ ଚର୍ଚ୍ଚା ହେଉଛି। ଡା.…

5 years ago

ଜିଲା ଚିଠି: ଏବେ ନବକଳେବର ରୂପ ଧାରଣ କରିଛି କଟକ, ହେଲେ କାହାଣୀ ଲାଗୁନି ନୂଆ

ଜିଲାପାଳ ନୂଆ, ସିଏମ୍‌ସି କମିଶନର ନୂଆ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ନୂଆ, ଏହାସାଙ୍ଗକୁ ବିଧାୟକ ମଧ୍ୟ ନୂଆ। ମୋଟାମୋଟି କଟକ ଏବେ ନବକଳେବର…

5 years ago

ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ପ୍ରକାଶ: ବିଜ୍ଞାନରେ ୮୯.୨%, କଳାରେ ୭୦.୪%, ବାଣିଜ୍ୟରେ ୭୫.୮୩%

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ଶନିବାର ପ୍ରକାଶ ପାଇଛି। ସାମ୍‌ସ ପକ୍ଷରୁ ପ୍ରକାଶିତ ତାଲିକା ଅନୁସାରେ,…

5 years ago

ଅଧରପଣା: ୧୨ରୁ ଏବେ ୯ ହାଣ୍ଡି

ପୁରୀ ଅଫିସ, ୧୪।୭: ନବଦିନାତ୍ମକ ଯାତ୍ରା ଶେଷ କରି ଜନ୍ମବେଦିରୁ ବାହୁଡ଼ାଯାତ୍ରାରେ ଫେରିବା ପରେ ତା’ ପରଦିନ ରଥ ଉପରେ ମହାପ୍ରଭୁଙ୍କର ଅତ୍ୟନ୍ତ ମନୋରମ ସୁନାବେଶ ଅନୁଷ୍ଠିତ…

5 years ago

ଉଦାହରଣ: ସରକାରୀ ଡାକ୍ତରଖାନାରେ ସ୍ତ୍ରୀଙ୍କ ପ୍ରସବ କରାଇଲେ ମାଲକାନଗିରି ଜିଲାପାଳ

ମାଲକାନଗିରି,୧୪।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଡାକ୍ତରଖାନାରେ ବିଭିନ୍ନ ସମୟରେ ରୋଗୀମାନଙ୍କ ଚିକିତ୍ସାରେ ଅବହେଳା ଓ ଟିକ୍‌ଟକ୍‌ ଭିଡିଓକୁ ନେଇ ମାଲକାନଗିରି ଜିଲା ଚର୍ଚ୍ଚା ହୋଇ ଆସୁଥିବାବେଳେ ଏବେ ଡାକ୍ତରଖାନା…

5 years ago

ଦେବାଳିଆ ହେଉଛନ୍ତି ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ: ଖାଉଛନ୍ତି ଶିଳ୍ପ, ଗଣୁଛନ୍ତି ସରକାର

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟରେ ବିଦ୍ୟୁତ୍‌ ବ୍ୟବସ୍ଥା ସାଂଘାତିକ ଅବସ୍ଥା ଦେଇ ଗତି କରୁଛି। ବିଦ୍ୟୁତ୍‌ ନିଅଣ୍ଟିଆ ଏବଂ ଋଣ ବୋଝରେ ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ ଉବୁଟୁବୁ ହେଲେଣି…

5 years ago

ମଦ ବିକ, ପୁରସ୍କାର ନିଅ

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟରେ ମଦ ବିକ୍ରିକୁ ନେଇ ବିଭିନ୍ନ ସମୟରେ ଆନ୍ଦୋଳନ ହେଉଛି। ବିଷାକ୍ତ ମଦ ପିଇ ବହୁ ଜୀବନ ଚାଲି ଯାଉଛି। ଏହାକୁ ବିରୋଧ କରି…

5 years ago