ରାଜ୍ୟ

ବନ ବିଭାଗ ପକ୍ଷରୁ ଚଢ଼ାଉ: ସାଇଜ୍‌ ଶାଳ, ଶାଗୁଆନ ପଟା ଜବତ

ଓଡ଼ଗାଁ,୧୩ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ବାହାଡ଼ାଝୋଲା ସେକ୍ସନ ଅଧୀନ ବିଭିନ୍ନ ଗ୍ରାମରେ ବିଭାଗ ତରଫରୁ କ୍ରମାଗତ ଚଢ଼ାଉ ଜାରି ରହିଛି…

5 years ago

ଦେବୋତ୍ତର ବିଭାଗର ଅବହେଳା ଅଭିଯୋଗ: ବିଳମ୍ବରେ ହେଲା ପହଣ୍ଡି ବିଜେ, ରାତିରେ ଛେରାପହଁରା

ରଣପୁର,୧୩ା୭(ସ୍ବ.ପ୍ର.): ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ରଣପୁରରେ ବାହୁଡାଯାତ୍ରା ଅବସରରେ ଶୁକ୍ରବାର ଜନ୍ମବେଦୀରୁ ଶ୍ରୀଜୀଉମାନେ ରତ୍ନବେଦୀ ଅଭିମୁଖେ ବିଜେ କରିବେ। ତେବେ ବର୍ଷା ବାଧକ ସାଜିବାରୁ ନିର୍ଦ୍ଧାରିତ…

5 years ago

ଭାରତୀୟ ନୌସେନା : ୨୯୮୨ ପ୍ରଶିକ୍ଷାର୍ଥୀ ନାବିକଙ୍କ ଦୀକ୍ଷାନ୍ତ ସମାରୋହ

ବାଲୁଗାଁ,୧୩।୭(ଡି.ଏନ.ଏ.): ଭାରତୀୟ ନୌସେନା ବିଭାଗ ଚିଲିକା ଶାଖା ତାଲିମ୍‌ କେନ୍ଦ୍ରରେ ଶୁକ୍ରବାର ୨୯୮୨ ଜଣ ପ୍ରଶିକ୍ଷାର୍ଥୀ ନାବିକଙ୍କ ଦୀକ୍ଷାନ୍ତ ସମାରୋହ (ପାସିଙ୍ଗ୍‌ ଆଉଟ୍‌ ପରେଡ୍‌) ଅନୁଷ୍ଠିତ ହେଇଯାଇଛି…

5 years ago

ଇଂଲିଶରେ ନୟାଗର୍‌ ଲେଖାକୁ ବିରୋଧ: ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ନୟାଗଡ଼ ଅଫିସ,୧୩।୭: ଇଂଲିଶରେ ନୟାଗର୍‌ ନୁହେଁ ନୟାଗଡ଼ ଲେଖିବା ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶୁକ୍ରବାର ରୋଟାରୀ କ୍ଲବ ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ରୋଟାରୀ କ୍ଲବର…

5 years ago

କପାଷ୍ଟିକିରୀ ଗଁ।ରେ ହାତୀ ଆତଙ୍କ

ଛତିଆ,୧୨ା୭(ଡି.ଏନ.ଏ.): ବୈରୀ ଥାନା ଅନ୍ତଗର୍ର୍ତ ବନ୍ତଳା ପଞ୍ଚାୟତର କପାଷ୍ଟିକିରୀ ଗ୍ରାମ ମଧ୍ୟରେ ଗୁରୁବାର ରାତିରେ ଜଙ୍ଗଲୀ ଦନ୍ତା ହାତୀ ପଶି ଶତୃଘ୍ନ ମଲ୍ଲିକଙ୍କ ଚାଳଘର ସମ୍ପୂର୍ଣ୍ଣ ଭାଙ୍ଗିବା…

5 years ago

ଶ୍ୱଶୁର ଘରେ ଜ୍ୱାଇଁଙ୍କୁ ହତ୍ୟା: ୩ ମୁଖ୍ୟ ଅଭିଯୁକ୍ତ ଗିରଫ

ବରୀ/ରତ୍ନଗିରି,୧୨ା୭(ସ୍ବ.ପ୍ର./ଡି.ଏନ୍‌.ଏ.): ବରୀ ଥାନା ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜ୍ୱାଇଁ ଶ୍ୱଶୁର ଘରକୁ ଆସିଥିବାବେଳେ କୌଣସି କାରଣରୁ ବଚସା ହେବାରୁ…

5 years ago

ବ୍ୟାଙ୍କ ଡକାୟତି ଘଟଣା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ରୂପ୍‌ସା, ୧୨।୭(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ, ଶ୍ରୀରାମପୁର ଶାଖାରୁ ଗୁରୁବାର ୩୨ଲକ୍ଷ ୪୨ହଜାର ଟଙ୍କା ଡକାୟତି ହୋଇଥିବା ଫିଲ୍‌ଡ଼ ଅଫିସର…

5 years ago

ନିର୍ବାଚନ ପରବର୍ତ୍ତୀ ହିଂସା ନେଇ ୨ ପୃଥକ ମାମଲା: ଯୁବନେତା ବେଣୁମାଧବ ଗିରଫ

ସିମୁଳିଆ, ୧୨।୭(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କାଞ୍ଚପଡ଼ା ପଞ୍ଚାୟତ ଅଧୀନ ଡିଆଁପୁରୁଷୋତ୍ତମପୁର ଗଁାରେ ବୁଧବାର ବିବାହ ଚତୁର୍ଥୀ ଭୋଜି ବେଳେ ଘଟିଥିବା ଗଣ୍ଡଗୋଳ ଘଟଣା ନେଇ…

5 years ago

ରାକେଶଙ୍କୁ ଏନ୍‌ଏସ୍‌ଏସ୍‌ ପୁରସ୍କାର

ରୂପ୍‌ସା, ୧୨।୭(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ନୀଳମଣି ମହାବିଦ୍ୟାଳୟର ଏନ୍‌ଏସ୍‌ଏସ୍‌(ଜାତୀୟ ସେବା ଯୋଜନା) ସ୍ବେଚ୍ଛାସେବୀ ରାକେଶ କୁମାର ବାରିକଙ୍କୁ ୨୦୧୮-୧୯ ଶିକ୍ଷାବର୍ଷ ପାଇଁ ବିଶ୍ୱବିଦ୍ୟାଳୟ…

5 years ago

ଗାଁର ନାଁ କାମାରଗୁଡା: ୮କିମି ଗଲେ ଡାକ୍ତରଖାନା, ୧୫ କିମି ଗଲେ ପଞ୍ଚାୟତ କାର୍ଯ୍ୟାଳୟ

ଏମଭି ୭୯,୧୨ା୭: ମାଲକାନଗିରି ଜିଲା କାଲିମେଳା ବ୍ଲକ ପଶୁଗୁ ପଞ୍ଚାୟତର ଜିନେଲଗୁଡାଠାରୁ ୪ କିମି ଦୂରରେ ରହିଛି ଆଦିବାସୀ ଗାଁ କାମାରଗୁଡା। ସ୍ବାଧୀନତାର ଦୀର୍ଘ ବର୍ଷ ପରେ…

5 years ago