ରାଜ୍ୟ

ମଣ୍ଡିରୁ ଧାନ ଉଠାଣ ଦାବି, ଗଜା ଧାନ ଧରି ଚାଷୀଙ୍କ ବିକ୍ଷୋଭ: ୮ ଘଣ୍ଟା ଚାଷୀଙ୍କ ୨୬ ନଂ. ଜାତୀୟ ରାଜପଥ ଅବରୋଧ

ଜୁନାଗଡ,୧୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରବାହାଲ ନିକଟସ୍ଥ ଝାରକୁଣ୍ଡାମାଲ ଛକଠାରେ ବୁଧବାର ମଣ୍ଡିରୁ ଧାନ ଉଠାଣ ଦାବିରେ ଚାରବାହାଲ ଓ ବେଲଗୁଡା ମଣ୍ଡିର ଚାଷୀମାନେ ୨୬…

5 years ago

କେନ୍ଦ୍ର ବଜେଟରେ ଓଡ଼ିଶାକୁ ରେଳ ଅନୁଦାନ: ମିଳିବ ୬ହଜାର କୋଟି

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ୍‌ରେ ଓଡ଼ିଶାକୁ ରେଳ ଅନୁଦାନ। ରାଜ୍ୟ ପାଇଁ ମୋଟ ୫୮୦୦ ରୁ ୬୦୦୦ କୋଟି ଟଙ୍କା ବ୍ୟୟବରାଦ…

5 years ago

୧୭ରେ ମୁଖ୍ୟମନ୍ତ୍ରୀଙ୍କ ପାଟକୁରା ଗସ୍ତ: ସାବିତ୍ରୀଙ୍କ ପାଇଁ କରିବେ ପ୍ରଚାର, ରୋଡ୍‌ ଶୋ’

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ଆସନ୍ତା ୨୦ରେ ବହୁ ପ୍ରତିକ୍ଷିତ ପାଟକୁରା ନିର୍ବାଚନ। ଏହାକୁ ମାତ୍ର ଦଶ ଦିନ ଥିବାବେଳେ ରାଜ୍ୟରେ ଶାସନ କ୍ଷମତାରେ ଥିବା ବିଜେଡି, ବିରୋଧୀ ଭାଜପା…

5 years ago

ବସ୍‌ରେ ଲାଗିଲା ବିଦ୍ୟୁତ୍‌ ତାର, ଅଳ୍ପକେ ବର୍ତ୍ତିଲେ ତୀର୍ଥଯାତ୍ରୀ

ସାକ୍ଷୀଗୋପାଳ,୧୦।୭(ଡି.ଏନ୍‌.ଏ.)- ସାକ୍ଷୀଗୋପାଳଙ୍କ ଦର୍ଶନ ପାଇଁ ଆନ୍ଧ୍ରପ୍ରଦେଶରୁ ୫୦ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ଆସୁଥିବା ଏକ ବସ୍‌ ବୁଧବାର ସାକ୍ଷୀଗୋପାଳ ବଜାରରେ ଝୁଲି ରହିଥିବା ବିଦ୍ୟୁତ୍‌ ତାରରେ ଲାଗିଯାଇଥିଲା।…

5 years ago

ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ: ଯାତ୍ରୀଙ୍କଠାରୁ ମିଳିଲା ୧୫୦.୯୨୦ ଗ୍ରାମର ସୁନା, ମୂଲ୍ୟ ୫ଲକ୍ଷରୁ ଅଧିକ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): କଟକଣା ସତ୍ତ୍ୱେ କମୁନି ସୁନା ଚୋରା ଚାଲାଣ। ବୁଧବାର ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ କରିଛି କଷ୍ଟମ ବିଭାଗ। ବ୍ୟାଙ୍କକ୍‌ରୁ ଆସିଥିବା ଏଆର…

5 years ago

କର୍ମଚାରୀଙ୍କୁ ଆଇସିୟୁରେ ସିଟ୍‌ ମିଳିଲାନି: ମୃତ୍ୟୁ ପରେ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା, ଧାରଣା ଦେଲେ ଆଟେଣ୍ଡାଣ୍ଟ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ଆଇସିୟୁରେ ସିଟ୍‌ ଥିବା ସତ୍ତ୍ୱେ ନ ଦେବା, ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ପରାମର୍ଶ ଦେବା, ଗୁରୁତର ରୋଗୀଙ୍କ ମୃତ୍ୟୁ ଘଟିବା ପ୍ରତିବାଦରେ କ୍ୟାପିଟାଲ ହସ୍ପିଟାଲ…

5 years ago

ନୀଳଗିରି ଉପକାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ସଜନାଗଡ,୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଜେଲ ଉପକାରାଗାରରେ ବୁଧବାର ଜଣେ ବିଚାରାଧୀନ କଏଦୀଙ୍କର ମୃତ୍ୟୁ ଘଟିଛି। ସେ ହେଲେ ହାଡ଼ିବନ୍ଧୁଙ୍କ ପୁଅ ପାଗୁଲୁ ଖଣ୍ଡେଇ(୨୫)। ସୂଚନା ମୁତାବକ,…

5 years ago

ନାକଚଣା ଦ୍ୱାରରେ ତିନିରଥ

ପୁରୀ ଅଫିସ,୧୦।୭: ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ପ୍ରସ୍ତୁତ ତିନି ରଥ। ମଙ୍ଗଳବାର ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଦକ୍ଷିଣ…

5 years ago

ଫଳକ ଲଗା କାନ୍ଥ ଭୁଶୁଡ଼ିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଛାତ୍ର ମୃତ

ପୁରୁଷୋତ୍ତମପୁର, ୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଆଙ୍ଗୁ ସରକାରୀ ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିକଟରେ ଥିବା ଇଟା କାନ୍ଥ ଭୁଶୁଡ଼ି ପଡ଼ିବାରୁ ଷଷ୍ଠ…

5 years ago

ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗ: ଆଙ୍କରୋଡ଼ା ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଦିଗପହଣ୍ଡି,୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କରୋଡ଼ା ସରପଞ୍ଚ ତଥା ବିଜେଡି ନେତା ଉଷାନ୍ତ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି…

5 years ago