ରାଜ୍ୟ

ପ୍ରଫେସର ଗୌରକିଶୋର ଦାସଙ୍କ ପରଲୋକ

ଭୁବନେଶ୍ୱର, ୩ା୭(ବ୍ୟୁରୋ): ବିଶିଷ୍ଟ ଶିକ୍ଷାବିତ୍‌ ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଗୌରକିଶୋର ଦାସଙ୍କର ବୁଧବାର ଦେହାନ୍ତ ହୋଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ପ୍ରଫେସର…

5 years ago

୨୫୮ କିଲୋ ଗଞ୍ଜେଇ ଜବତ

ମାଲକାନଗିରି, ୩।୭(ଡି.ଏନ୍‌.ଏ.): ମାଲକାନଗିରିର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ରାତିରେ ପୋଲିସ ୨୫୮ କିଲୋ ଗଞ୍ଜେଇ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ…

5 years ago

ଗଡିଲା ସଚେତନତା ରଥ: ପିଏମ୍‌ଏଫବିୱାଇ ସମ୍ପର୍କରେ ଚାଷୀ ହେବେ ସଚେତନ

ସୋନପୁର,୩।୭(ନି.ପ୍ର.): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍‌ଏଫବିୱାଇ)ରେ ଚଳିତ ଖରିଫ ଋତୁ ସକାଶେ ଚାଷୀ ବୀମାଭୁକ୍ତ ହେବା ପାଇଁ ଅନ୍ତିମ ତାରିଖ ଜୁଲାଇ ମାସ ୧୧ ତାରିଖ। ଋଣୀ…

5 years ago

ଧାନବସ୍ତା ରଖି ଜାତୀୟ ରାଜପଥ ଅବରୋଧ: ଜିଲାପାଳଙ୍କ ଅଫିସ ଘେରାଉ କଲେ ଚାଷୀ

ନୂଆପଡା ଅଫିସ,୩ା୭: ନୂଆପଡା ଜିଲାରେ ରବି ଧାନକିଣାରେ ଅଚଳାବସ୍ଥା ଲାଗିରହିଛି । ଚାଷୀମାନେ ବାରମ୍ବାର ବ୍ଲକରୁ ଜିଲା ଅଫିସ ଦୌଡି ନୟାନ୍ତ ହେବା ପରେ ଜିଲାପାଳଙ୍କ ଅଫିସ…

5 years ago

ଲକ୍ଷାଧିକ ଟଙ୍କାର କୋରେକ୍ସ ଜବତ, ଅଭିଯୁକ୍ତ ଫେରାର

ନୂଆପଡା ଅଫିସ,୩ା୭: ନୂଆପଡା ଅବକାରୀ ବିଭାଗ ସ୍ଥାନୀୟ ଲଖନା ଥାନା ଅନ୍ତର୍ଗତ ବରପଦରପଡା (ବାଞ୍ଜିବାହାଲ)ରୁ ଲକ୍ଷାଧିକ ଟଙ୍କାର କୋରେକ୍ସ ଜବତ କରିଥିବା ବେଳେ ଅଭିଯୁକ୍ତ ଫେରାର ହୋଇଛନ୍ତି।…

5 years ago

ଧାରଣା ଦେଲେ ବିଏସ୍‌ଏନ୍‌ଏଲ୍‌ ଠିକା କର୍ମଚାରୀ

ଜୟପୁର,୩ା୭(ଡି.ଏନ୍‌.ଏ.): ଜୟପୁରସ୍ଥିତ ବିଏସ୍‌ଏନ୍‌ଏଲରେ କାର୍ଯ୍ୟରତ ଚୁକ୍ତିଭତ୍ତିକ ଅସ୍ଥାୟୀ କର୍ମଚାରୀ ବୁଧବାର ଧାରଣା ଦେଇଛନ୍ତି। ସିଟୁ ସମର୍ଥିତ କାଜୁଆଲ କର୍ମଚାରୀ ସଂଘର ଆହ୍ବାନ କ୍ରମେ ସ୍ଥାନୀୟ ଟେଲିଫୋନ୍‌ ଭବନ…

5 years ago

ସୁବ୍ରମଣ୍ୟମଙ୍କ ଦାୟିତ୍ୱ ନେଲା ଜିଲା ପ୍ରଶାସନ

ବାରିପଦା ଅଫିସ,୩।୭: ମୟୂରଭଞ୍ଜ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରକୁ ସାହାଯ୍ୟ ପାଇବା ଆଶାରେ ଯାଇଥିବା ଦିବ୍ୟାଙ୍ଗ ସୁବ୍ରମଣ୍ୟମ ପାତ୍ରଙ୍କୁ ବାହାର ଜିଲାର ଲୋକ କହି ସୋମବାର ଫେରାଇ…

5 years ago

ସଂଗ୍ରାମୀଙ୍କ ପରିବାର ଲୋକଙ୍କୁ ସ୍ବତନ୍ତ୍ର ପରିଚୟପତ୍ର

ବାସୁଦେବପୁର, ୩।୭ (ଡି.ଏନ.ଏ.): ବାସୁଦେବପୁର ବ୍ଲକ ଇରମ ପଞ୍ଚାୟତ ରଥପଦାଠାରେ ଶହୀଦ ମେମୋରିଆଲ ସଂଗ୍ରାମୀ ମହାସଂଘ ପକ୍ଷରୁ ବୁଧବାର ସ୍ବାଧୀନତା ଓ ଅଣବନ୍ଦୀ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାର…

5 years ago

ଈଶ୍ୱରଙ୍କ କଳାକୃତି: ୬୩୫ଟି ଦିଆସିଲି କାଠିରେ ନିର୍ମାଣ କଲେ ତିନି ରଥ, ଉଚ୍ଚତା ୩.୫ ଇଞ୍ଚ

ଭୁବନେଶ୍ୱର,୩।୭(ବ୍ୟୁରୋ): ଗୁରୁବାର ମହାପ୍ରଭୁଙ୍କ ଘୋଷଯାତ୍ରା। ଏହି ନବଦିନାତ୍ମକ ଯାତ୍ରା ପାଇଁ ରଥ ପ୍ରସ୍ତୁତ। ପଥ ପ୍ରସ୍ତୁତ। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ପ୍ରତିଟି ଓଡ଼ିଆ ପ୍ରାଣର ଦେବତା ଜଗନ୍ନାଥଙ୍କର…

5 years ago

ଧାରଣାରେ ନ ବସି ଗାଡ଼ି ଚଳାଇବାରୁ ଆକ୍ରୋଶର ଶିକାର ହେଲେ ‘ଓଲା’ ଚାଳକ: ମହିଳା ଯାତ୍ରୀ ଥିବା ସତ୍ତ୍ୱେ ଗାଡ଼ି ଭଙ୍ଗାରୁଜା, ମାଡ଼ ମାରିବା ଅଭିଯୋଗ

ଭୁବନେଶ୍ୱର,୩।୭(ବ୍ୟୁରୋ): ବିଭିନ୍ନ ଦାବି ନେଇ ଗତ ୬ ଦିନ ଧରି ‘ଓଲା’ ଚାଳକମାନେ ଧାରଣାରେ ବସିଛନ୍ତି। ହେଲେ ଜଣେ ଚାଳକ ଏହାକୁ ସମର୍ଥନ ନ କରି ରୋଜଗାର…

5 years ago