ରାଜ୍ୟ

ବନ ମହୋତ୍ସବରେ ସଂକଳ୍ପ:ମହାପ୍ରଭୁଙ୍କ ସେବା ପାଇଁ ପ୍ରାଚୀ ତଟରେ ହେବ ପଦ୍ମବନ ପ୍ରକଳ୍ପ

ଗୋପ/କାକଟପୁର, ୨।୭(ଡି.ଏନ୍‌.ଏ.)-୭୦ତମ ବନମୋହତ୍ସବ ଅବସରରେ ପୁରୀ ଜିଲା ଗୋପ ବ୍ଲକ ନୟାହାଟ ସ୍ଥିତ ପ୍ରାଚୀ ତଟରେ ପଦ୍ମବନ ପ୍ରକଳ୍ପ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଶ୍ରୀ ଜଗନ୍ନାଥ ସଂସ୍କୃତିର…

5 years ago

ରଥଯାତ୍ରା ପାଇଁ ଟ୍ରାଫିକ୍‌ କଟକଣା: ଏନ୍‌ଏଚ୍‌ରେ ୨୪ ଘଣ୍ଟିଆ ପାଟ୍ରୋଲିଂ, ଦୁର୍ଘଟଣା ଗାଡ଼ି ଉଠାଇବା ପାଇଁ ରହିବ କ୍ରେନ୍‌

କଟକ ଅଫିସ, ୨।୭-ଆସନ୍ତା ୪ ତାରିଖରେ ପୁରୀରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। କେବଳ ପୁରୀ ନୁହେଁ ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳନ ହେବାକୁ ଯାଉଛି। କଟକରେ…

5 years ago

ଚାନ୍ଦବାଲି ଗାଁକୁ ପଶିଲା ଜୁଆର ପାଣି: ନଦୀକୂଳବାସୀ ଆତଙ୍କିତ, ଖରିଫ ଫସଲ ବାଧାପ୍ରାପ୍ତ ହେବା ଆଶଙ୍କା

ଆରଡି, ୨ା୭(ଡି.ଏନ.ଏ.)-ବଙ୍ଗୋପସାଗରରେ ଲଘୁଚାପ ଅବପାତ ରୂପ ନେବା ପରେ ଚାନ୍ଦବାଲି ଜିଲାରେ ଲଗାଣବର୍ଷା ଲାଗି ରହିଛି। ଚାନ୍ଦବାଲି ବ୍ଲକରେ ସର୍ବାଧିକ ବର୍ଷା ହୋଇଛି। ମଙ୍ଗଳବାର ଅମାବାସ୍ୟା ଯୋଗୁ…

5 years ago

କପାଳୀ କ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ବେଶ ଦର୍ଶନ

ବନ୍ତ,୨ା୭(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକର କପାଳୀକ୍ଷେତ୍ର ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋସତ୍ବ ଅନୁଷ୍ଠିତ ହୋଇଯାଇଛି। ଭକ୍ତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ବେଶ ଦର୍ଶନ କରିଥିଲେ। ମଙ୍ଗଳବାର ସକାଳେ ଦିଅଁମାନେ…

5 years ago

କୂଳ ଲଙ୍ଘୁଛି ଜନନୀ ଯନ୍ତ୍ରଣା: ଖଟିଆରେ ୪ କି.ମି. ବୁହାହେଲେ ଗର୍ଭବତୀ ମା’, ପାହାଡରେ ଜନ୍ମଦେଲେ ଶିଶୁକନ୍ୟା

ନୂଆପଡା ଅଫିସ/ଖଡିଆଳ,୨ା୭: ଶିଶୁ, ମାତୃ ମୃତ୍ୟୁହାର କମାଇବାକୁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏଥିସକାଶେ ଆନୁଷ୍ଠାନିକ ପ୍ରସବ ଉପରେ ସ୍ବାସ୍ଥ୍ୟ ବିଭାଗ ଗୁରୁତ୍ୱ ଦେଉଛି…

5 years ago

ଶ୍ରୀନହରକୁ ବିଜେ ହେଲା ଖଡ଼ିପ୍ରସାଦ: ମହାପ୍ରଭୁଙ୍କର ହେଲା ବନକଲାଗି

ପୁରୀ ଅଫିସ, ୨ା୭: ଶ୍ରୀନହରକୁ ମଙ୍ଗଳବାର ଖଡ଼ି ପ୍ରସାଦ ବିଜେ କରାଯାଇଛି। ପୂର୍ବାହ୍ନରେ ଦତ୍ତମହାପାତ୍ର ସେବକ ଏବଂ ଦଇତାପତି ସେବକମାନେ ଶ୍ରୀନହରକୁ ଖଡ଼ି ପ୍ରସାଦ ବିଜେ କରାଇଥିଲେ।…

5 years ago

ସରକାରୀ ସ୍କୁଲ ଛାତ୍ରୀନିବାସରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ବିଧାନସଭାରେ ହଟ୍ଟଗୋଳ, ଗୃହରେ ବିବୃତି ଦେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏକ ସରକାରୀ ସ୍କୁଲ ଛାତ୍ରୀନିବାସରେ ଚାରି ଜଣ ନାବାଳିକା ଗର୍ଭବତୀ ହୋଇଛନ୍ତି। ଏ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଏହି ଘଟଣାକୁ…

5 years ago

ବାତ୍ୟା ‘ଫନୀ’ ମାଡ଼: ୫ ସହରରେ ଉଜୁଡ଼ିଗଲା ୧.୭୩ ଲକ୍ଷ ବୃକ୍ଷ

ଭୁବନେଶ୍ୱର,୨।୭(ବ୍ୟୁରୋ): ମେ’ ୩ ତାରିଖରେ ହୋଇଥିବା ସାମୁଦ୍ରିକ ଝଡ଼ ଫନୀରେ ୫ ସହରରେ ୧ ଲକ୍ଷ ୭୩ହଜାର ୯୫୭ ଗଛ ବରବାଦ ହୋଇଛି। ଜଟଣୀରେ ୩ହଜାର ୪୭୩ଟି…

5 years ago

ସୋନମ ପଲେଇ ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷା

ଛତ୍ରପୁର, ୨।୭ (ଡି.ଏନ୍‌.ଏ.)-ଗଞ୍ଜାମ ଜ଼ିଲା ପରିଷଦ ଅଧ୍ୟକ୍ଷା ପଦବୀ ପୁଣି ବିଜେଡି ହାତେଇବାରେ ସକ୍ଷମ ହୋଇଛି। ବିଜେଡି ପ୍ରାର୍ଥୀ ତଥା ଖଲ୍ଲିକୋଟ ବ୍ଲକ ଅଧୀନ ୧୧ ନଂ…

5 years ago

ଅସ୍ତରଙ୍ଗ ଉପକୂଳ ଲଙ୍ଘିଲା ଅଶାନ୍ତ ସମୁଦ୍ର: ଚାଷଜମିରେ ମାଡ଼ିଲା ଲୁଣା ଜୁଆର, ଗ୍ରାମବାସୀ ଆତଙ୍କିତ

କାକଟପୁର, ୨।୭(ଡି.ଏନ୍‌.ଏ.)-ଲଘୁଚାପ ଏବଂ ଅମାବାସ୍ୟା ତିଥି ପାଇଁ ଅଶାନ୍ତ ହୋଇପଡ଼ିଛି ସମୁଦ୍ର। ମଙ୍ଗଳବାର ମଧ୍ୟାହ୍ନରେ ଅସ୍ତରଙ୍ଗ ଉପକୂଳର ଉଦୟକଣି ଗଁା ନିକଟରେ ଉଚ୍ଚ ଜୁଆର କୂଳ ଲଙ୍ଘିଛି।…

5 years ago