ଭୁବନେଶ୍ୱର, ୧୩।୮(ବ୍ୟୁରୋ): ରାଜ୍ୟରେ ବର୍ଷା ଓ ବନ୍ୟା ଜନିତ ଅଘଟଣରେ ବର୍ତ୍ତମାନ ପର୍ଯ୍ୟନ ମୋଟ ୮ ଜଣଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ଆୟୋଜିତ ଏକ ସ୍ବତନ୍ତ୍ର ଖବରଦାତା…
ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ଆଗାମୀ ୨ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ଜିଲାରେ ବର୍ଷା ଓ…
ଭୁବନେଶ୍ୱର, ୧୩।୮(ବ୍ୟୁରୋ): ପ୍ରତିଦିନ ଭୁବନେଶ୍ୱରର ରେଲଓ୍ବେ ଷ୍ଟେଶନକୁ ହଜାରରୁ ଊର୍ଦ୍ଧ୍ୱ ଯାତ୍ରୀ ଯିବା ଆସିବା କରୁଛନ୍ତି। ହେଲେ ଆବଶ୍ୟକ ପରିମାଣର ଶୌଚାଳୟ ନଥିବାରୁ ଲୋକେ ହଇରାଣ ହେଉଛନ୍ତି।…
ଭୁବନେଶ୍ୱର,୧୩।୮(ବ୍ୟୁରୋ): ରାଜଧାନୀରେ ଥିବା ମସ୍ଜିଦ୍ଗୁଡ଼ିକରେ ସୋମବାର ଧୁମ୍ଧାମ୍ରେ ପାଳିତ ହୋଇଛି ମୁସଲମାନ ସମ୍ପ୍ରଦାୟର ଦ୍ୱିତୀୟ ବଡ଼ ପର୍ବ ଇଦ୍-ଉଲ୍-ଜୁହା। ବର୍ଷା ସତ୍ତ୍ୱେ ଦିନତମାମ ମସ୍ଜିଦ୍ରେ ଉତ୍ସବର ପରିବେଶ…
ବାରଙ୍ଗ,୧୩।୮(ଡି.ଏନ୍.ଏ.): ସୋମବାର ପ୍ରାଣୀ ଉଦ୍ୟାନ ନନ୍ଦନକାନନ ପାଇଁ ଉଭୟ ଖୁସି ଓ ଦୁଃଖର ବାତାବରଣ ସୃଷ୍ଟି ହୋଇଛି। ଗୋଟିଏପଟେ ବିଶ୍ୱ ହସ୍ତୀ ଦିବସ ପାଳନ ପାଇଁ ନନ୍ଦନକାନନ…
ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ଜଣାଶୁଣା କଣ୍ଠଶିଳ୍ପୀଙ୍କୁ ନେଇ ଆୟୋଜିତ ହେବ ଅନ୍ତର୍ଜାତୀୟ ଭୁବନେଶ୍ବର ସଙ୍ଗୀତ ଉତ୍ସବ। ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରୀର ବହୁ ନାମୀଦାମୀ କଳାକାର…
ଝୁମ୍ପୁରା, ୧୩।୮ (ଡି.ଏନ.ଏ.)- ହାଟବାଟରେ ବସୁଥିବା କ୍ଷୁଦ୍ରଚାଷୀ ତଥା ବ୍ୟବସାୟୀଙ୍କୁ ଜୀବିକା ନିର୍ବାହ ଲାଗି କାର୍ଯ୍ୟକାରୀ ହେଉଥିବା କୃଷକ ବଜାର ନିର୍ମାଣ ଯୋଜନା ଦିଗହରା ହୋଇପଡିଛି। କେନ୍ଦୁଝର…
ବଡ଼ବିଲ, ୧୩।୮(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣି ଥାନା ଅନ୍ତର୍ଗତ ସେଲ(ଷ୍ଟିଲ ଅଥରୀଟି ଅଫ ଇଣ୍ଡିଆ ଲିମିଟେଡ)ର ବଲାଣି ଲୌହ ଖଣିକୁ ସୋମବାର ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…
ଭୁବନେଶ୍ୱର,୧୩।୮(ବ୍ୟୁରୋ): ଜନଗଣନା-୨୦୨୧ ପ୍ରକ୍ରିୟା ସୋମବାରଠାରୁ ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହୋଇଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)ର ୧୫ ନଂ ୱାର୍ଡ, କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ ତହସିଲ, ବଲାଙ୍ଗୀରର ପୁଇଁତଳା…
ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ ସରକାର କେତେକ ପ୍ରମୁଖ ପରିଷଦ ଗୁଡ଼ିକର ପୁନର୍ଗଠନ କରିବାକୁ ଯାଉଛନ୍ତି। ଯୋଜନା ଓ ସଂଯୋଜନା ବିଭାଗ ପକ୍ଷରୁ ଏ ନେଇ ତତ୍ପରତା ପ୍ରକାଶ ପାଇଥିବା…