ରାଜ୍ୟ

ରାଜ୍ୟସଭା ନିର୍ବାଚନ: ଆଜି ନାମାଙ୍କନ ଦାଖଲ କରିବେ ଅଶ୍ୱିନୀ, ଅମର, ସସ୍ମିତ

ଭୁବନେଶ୍ୱର: ୨୪।୬(ବ୍ୟୁରୋ): ରାଜ୍ୟସଭା ଉପନିର୍ବାଚନ ପାଇଁ ସୋମବାର ଓଡ଼ିଶାରୁ ୩ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିବେ। ବିଜେଡ଼ି ପକ୍ଷରୁ ପୂର୍ବତନ ଏଜି ଅମର ପଟ୍ଟନାୟକ ଓ…

5 years ago

୨୫ରୁ ଆରମ୍ଭ ହେବ ଷୋଡଶ ବିଧାନସଭା ଅଧିବେଶନ : ସୁରକ୍ଷା ପାଇଁ ତ୍ରିସ୍ତରୀୟ ବ୍ୟବସ୍ଥା

ଭୁବନେଶ୍ୱର, ୨୪ା୬(ବ୍ୟୁରୋ) : ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ପର୍ଯ୍ୟାୟରେ ୨୫ରୁ ଆରମ୍ଭ ହୋଇ ଜୁଲାଇ ୨…

5 years ago

ପ୍ରସ୍ତାବିତ ସୁବର୍ଣ୍ଣରେଖା ବନ୍ଦର ସର୍ବେକ୍ଷଣ କାର୍ଯ୍ୟକୁ ବିରୋଧ : ମନ୍ତ୍ରଣାଳୟ, ପରିବେଶ ପ୍ରଦୂଷଣ ବୋର୍ଡର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କଟକ ଅଫିସ,୨୪ା୬ : ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ଚଉମୁଖଠାରେ ପ୍ରସ୍ତାବିତ ସୁବର୍ଣ୍ଣରେଖା ବନ୍ଦରକୁ ନେଇ ଦୀର୍ଘଦିନରୁ ବିରୋଧ ଜାରି ରହିଆସିଛି। ଓଡ଼ିଶା ସରକାର ୨୦୦୮ ଜାନୁୟାରୀ…

5 years ago

ଲୋକ ସଭା ଉପବାଚସ୍ପତି ପଦ ପାଇଁ ୱାଇଏସ୍‌ଆର ସିପି ଅରାଜି : ଶିବସେନା, ବିଜେଡି ଉପରେ ନଜର

ଭୁବନେଶ୍ୱର,୨୪ା୬(ବ୍ୟୁରୋ) : ଆନ୍ଧ୍ରପ୍ରଦେଶରେ କ୍ଷମତାସୀନ ଥିବା ୱାଇଏସ୍‌ଆର କଂଗ୍ରେସ ପାର୍ଟି ଲୋକ ସଭା ଉପବାଚସ୍ପତି ପଦ ଗ୍ରହଣ କରି ନ ପାରେ। ଅବିଭକ୍ତ ଆନ୍ଧ୍ରର ବିଭାଜନ ପରେ…

5 years ago

ବିଜେଡି ବିଧାୟକ ଦଳ ବୈଠକରେ ବଦଳିଲା ସ୍ବର : ତୁଣ୍ଡରେ କେନ୍ଦ୍ର ଅବହେଳାର ଶବ୍ଦ ନାହିଁ

ଭୁବନେଶ୍ୱର,୨୪ା୬(ବ୍ୟୁରୋ) : ସମୟ ବଦଳିବା ସହ ରାଜନୀତିରେ ସ୍ବର ବଦଳିଥାଏ। ବଦଳୁଥିବା ସ୍ବର ନୂଆ ରଣନୀତିର ରୂପ ନିଏ। ସାମ୍ପ୍ରତିକ ପରିସ୍ଥିତିରେ ରାଜ୍ୟ ରାଜନୀତିରେ ସେପରି କିଛି…

5 years ago

ଆରମ୍ଭରୁ କମିଲା, ୨୫ରୁ ବର୍ଷିବ

ଭୁବନେଶ୍ୱର, ୨୪ା୬(ବ୍ୟୁରୋ): ଏ ବର୍ଷ ବିଳମ୍ବରେ ଓଡ଼ିଶାରେ ପହଞ୍ଚତ୍ଛି ମୌସୁମୀ। ପ୍ରତିବର୍ଷ ଜୁନ୍‌ ଦ୍ୱିତୀୟ ସପ୍ତାହରେ ମୌସୁମୀ ଛୁଇଁଥାଏ। କିନ୍ତୁ ଏଥର ଚତୁର୍ଥ ସପ୍ତାହରେ ମୌସୁମୀ ପହଞ୍ଚତ୍ବା…

5 years ago

ଖରସ୍ରୋତା ନଦୀରେ କୁମ୍ଭୀର ଆତଙ୍କ

ବିଞ୍ଝାରପୁର,୨୪ା୬(ଡି.ଏନ.ଏ): ବିଞ୍ଝାରପୁର ବ୍ଲକ ଅଧୀନ ସିଂହପୁର ଖରସ୍ରୋତା ନଦୀରେ କୁମ୍ଭୀର କିଛିଦିନ ତଳେ ଦେଖିବାକୁ ମଳିଥିଲ। ଏହି ଘଟଣାପରେ ନଦୀକୁ ଲୋକେ ଯିବାକୁ ଭୟ ମନେ କରୁଛନ୍ତି।…

5 years ago

ବିଜେଡି ବିଧାୟକ ଦଳ ବୈଠକ:ସକରାତ୍ମକ ଅଂଶଗ୍ରହଣ ନେଇ ମୁଖ୍ୟମନ୍ତ୍ରୀ ଆଶାବାଦୀ

ଭୁବନେଶ୍ୱର,୨୩।୬(ବ୍ୟୁରୋ)- ବିଧାନସଭାର ୫୪ ନଂ ପ୍ରକୋଷ୍ଠରେ ରବିବାର ବିଜେଡି ବିଧାୟକ ଦଳ ବୈଠକ ବସିଛି। ବୈଠକ ପରେ ଦଳ ତଥା ଗୃହର ନେତା ନବୀନ ପଟ୍ଟନାୟକ କହିଛନ୍ତି…

5 years ago

‘ବିଜୁ ପଟ୍ଟନାୟକ ସ୍ମୃତି ଫଟୋ ଗ୍ୟାଲେରୀ’ ଲୋକାର୍ପିତ:ସ୍ଥାନପାଇଛି ବିଜୁବାବୁଙ୍କ ବ୍ୟବହୃତ ବିରଳ ସାମଗ୍ରୀ

ଭୁବନେଶ୍ୱର,୨୩ା୬(ବ୍ୟୁରୋ)- ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଘଟଣାବହୁଳ ଜୀବନ ଆଧାରିତ ଏକ ଫଟୋ ଗ୍ୟାଲେରୀ ଭୁବନେଶ୍ୱରଠାରେ ସ୍ଥାପିତ ହୋଇଛି। ‘ବିଜୁ ପଟ୍ଟନାୟକ ସ୍ମୃତି ଫଟୋ…

5 years ago

ଯବାନଙ୍କ ଗଳାକାଟି ହତ୍ୟା କଲେ ମାଓବାଦୀ

ମାଲକାନଗିରି, ୨୩ା୬ (ସ୍ବ.ପ୍ର.)-ସୀମାନ୍ତରେ ପୁଣି ଲାଲବାହିନୀ ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି। ସେମାନେ ଜଣେ ଯବାନଙ୍କ ଗଳାକାଟି ହତ୍ୟା କରିଛନ୍ତି। ଛତିଶଗଡ଼ର ବିଜାପୁର ଜିଲା ମିରତୁରରେ ରବିବାର…

5 years ago