ରାଜ୍ୟ

ଓଡ଼ିଶାରୁ ଅଶ୍ୱିନୀଙ୍କ ପ୍ରାର୍ଥିତ୍ୱ ନେଇ ମୁହଁ ଖୋଲିଲେ ଧର୍ମେନ୍ଦ୍ର : କହିଲେ ‘କୌଣସି ଗୁପ୍ତ ବୁଝାମଣା ନାହିଁ’

ଭୁବନେଶ୍ୱର,୨୩ା୬(ବ୍ୟୁରୋ) : ସଂଖ୍ୟାଗରିଷ୍ଠ ଥାଇ ମଧ୍ୟ ବିଜେଡି ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ କରିବା ପରେ ରାଜ୍ୟରେ ରାଜନୈତିକ ଉଷ୍ଣତା ପ୍ରକାଶ ପାଇଛି।…

5 years ago

ମଝି ଆକାଶରେ ଯୁବକଙ୍କ ଉତ୍ପାତ : ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ) : ଜଣେ ମାନସିକ ବିକୃତ ଯାତ୍ରୀଙ୍କ ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ରବିବାର ସକାଳେ ଏକ ଇଣ୍ଡିଗୋ ବିମାନ (୬ ଇ ୪୬୨) ଜରୁରୀ ଅବତରଣ…

5 years ago

ପି.ଏନ. କଲେଜ ଖୋର୍ଦ୍ଧା: ସଂସ୍କୃତରେ ୨୯ ଛାତ୍ରୀଛାତ୍ର ଫେଲ; ପରୀକ୍ଷା ପରିଚାଳନାର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ

ଖୋର୍ଦ୍ଧା ଅଫିସ, ୨୩ା୬: ଖୋର୍ଦ୍ଧା ପି.ଏନ. କଲେଜ ଯୁକ୍ତ ୨ ଇଚ୍ଛାଧୀନ ସଂସ୍କୃତ ବିଷୟରେ ୨୯ ଛାତ୍ରୀଛାତ୍ରଙ୍କୁ ପରୀକ୍ଷାରେ ଫେଲ କରି ଦିଆଯାଇଛି। ସେମାନଙ୍କୁ ଅନୁପସ୍ଥିତ ଦର୍ଶାଯାଇ…

5 years ago

ରଥଖଳାରୁ… ପ୍ରଥମ ଭୂଇଁ ଖଞ୍ଜା କାମ ଆରମ୍ଭ

ପୁରୀ ଅଫିସ, ୨୩ା୬: ଶ୍ରୀନଅର ସମ୍ମୁଖରେ ଚାଲିଛି ରଥକାମ। ଶନିବାର ସୁଦ୍ଧା ତିନିରଥର ଯୋଖା କାମ ସରିଛି। ଦଣ୍ଡା, ଅଖ ଓ ଗୟଳକୁ ଯୋଖା ଧରି ରଖିଥାଏ।…

5 years ago

ଅନୁଭୂତି: ମହାପ୍ରଭୁଙ୍କ ସେବା ଲାଗି ଜ୍ୱର ଭଲ ହୋଇଯାଇଥିଲା

ମହାପ୍ରଭୁଙ୍କ ଅଣସର ଗୁପ୍ତ ନୀତି ପାଇଁ ପରମ୍ପରା ମୁତାବକ ବଡ଼ ଓଡ଼ିଆ ମଠ ଫୁଲୁରି ତେଲ ଯୋଗାଇ ଦେଉଛି। ମହାପ୍ରଭୁଙ୍କ ଏହି ଅନନ୍ୟ ସେବା କରିଆସୁଥିବା ବଡ଼…

5 years ago

ଅଣସର ସମୟର ନିଷିଦ୍ଧ ନିୟମ: ବିବାହିତ ଝିଅ ବାପଘରକୁ ଆସନ୍ତି ନାହିଁ

ପୁରୀ ଅଫିସ, ୨୩ା୬: ସରିଛି ସ୍ନାନଯାତ୍ରା। ଜ୍ୱରରେ ପୀଡ଼ିତ ମହାପ୍ରଭୁଙ୍କର ଅଣସର ଘରେ ଚାଲିଛି ଗୁପ୍ତସେବା। ଚତୁର୍ଦ୍ଧାବିଗ୍ରହଙ୍କ ସେବାରେ ଗୋଷ୍ଠୀଗତ ଭାବେ ଲାଗିପଡ଼ିଛନ୍ତି ଦଇତାପତି ସେବକ। ବେଶ୍‌…

5 years ago

ଅବ୍ୟବସ୍ଥାକୁ ସଜାଡ଼ିଦେଉଥିବା ଶକ୍ତି ଦେବୀ ଇନ୍ଦ୍ରାଣୀ

ଶ୍ରୀମନ୍ଦିରରେ ଉପାସନାର ବିବିଧତା ଦେଖିବାକୁ ମିଳେ। ବିବିଧତା ମଧ୍ୟରେ ଏକତା ଏବଂ ଏକତା ମଧ୍ୟରେ ବିବିଧତା ରହିବା ସନାତନୀୟ ପରମ୍ପରା। ଆଗମ ଏବଂ ନିଗମ ଆମର ବିବିଧତାର…

5 years ago

ଭୁବନେଶ୍ୱର କାର୍ଯ୍ୟାଳୟରେ ପାସ୍‌ପୋର୍ଟ କେଳେଙ୍କାରୀ: ନକଲି ପାସ୍‌ପୋର୍ଟରେ ସୌଦି ପଳାଇଛନ୍ତି ସନ୍ଦିଗ୍ଧ; ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ଙ୍କ ଲିଙ୍କ୍‌ ସନ୍ଦେହ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଅସଲି ନମ୍ବରରେ ନକଲି ପାସ୍‌ପୋର୍ଟ। ଭୁବନେଶ୍ୱର ପାସ୍‌ପୋର୍ଟ ଅଫିସରେ ହୋଇଛି ଏଭଳି କେଳେଙ୍କାରୀ। ଉକ୍ତ ନକଲି ପାସ୍‌ପୋର୍ଟରେ ଉତ୍ତର ପ୍ରଦେଶର ଜଣେ ମୁସଲିମ୍‌ ବ୍ୟକ୍ତି…

5 years ago

ପ୍ରତିଶ୍ରୁତିରେ ସ୍ମାର୍ଟ ସିଟି ରାଉରକେଲାର ବିକାଶ

ଦିନେ ମ୍ୟୁନିସିପାଲିଟି ଓ ଷ୍ଟିଲ ଟାଉନଶିପ୍‌ ଅନ୍ତର୍ଗତ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ନେଇ ରାଉରକେଲା ସହର ଗଢି ଉଠିଥିଲା । ପର୍ଯ୍ୟାୟ କ୍ରମେ ସେହି ସହର ମହାନଗର…

5 years ago

ବାରକୋଟରୁ କଲରାପତରିଆ ବାଘ ଚମଡ଼ା ଜବତ ଘଟଣା: ଅଭିଯୁକ୍ତଙ୍କୁ ୫ଦିନ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଦେବଗଡ଼ ଜିଲା ବାରକୋଟରୁ କଲରାପତରିଆ ବାଘ ଚମଡ଼ା ର଼୍ୟାକେଟ୍‌ ଧରାପଡ଼ିବା ଘଟଣାରେ କ୍ରାଇମବ୍ରାଞ୍ଚ ୩ ଅଭିଯୁକ୍ତଙ୍କୁ ୫ଦିନ ରିମାଣ୍ଡରେ ନେଇଛି। ପରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌…

5 years ago