ରାଜ୍ୟ

ଚୋରି ଧରିବା ପାଇଁ ଖଟବୁଲା ପୋଲିସ ବଦଳରେ ଖୋଜାପଡୁଛି ଗୁଣିଆ

ନୟାଗଡ଼ ଅଫିସ,୨୩ା୬- ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଧରିବା ପାଇଁ ଖଟ ବୁଲୁଥିବା ଦେଖିବାକୁ ମିଳୁଛି। କୌଣସି ଗ୍ରାମରେ ଚୋରି ହେଲେ ଲୋକମାନେ ପୋଲିସ ବଦଳରେ…

5 years ago

୨୫ରେ ବିଧାନସଭା ମୌସୁମୀ ଅଧିବେଶନ: ଆଜି ବିଜେଡି ବିଧାୟକ ଦଳ ବୈଠକ, ଭାଜପା ବାଛିବ ବିରୋଧୀ ଦଳ ନେତା

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଚଳିତ ମାସ ୨୫ ତାରିଖରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ବିଜେଡି ରାଜ୍ୟରେ ୫ମ ଥର ପାଇଁ ସରକାର କରିଛି। ୫ମ ପାଳିର…

5 years ago

ଓଡ଼ିଶାର ବନ୍ୟା ବିପତ୍ତି ଆଟ୍‌ଲାସ ଉନ୍ମୋଚିତ: କ୍ଷତିଗ୍ରସ୍ତ ଅଞ୍ଚଳ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଏଣିକି ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ ରାଜ୍ୟ ସରକାର ସ୍ବତନ୍ତ୍ର ଧ୍ୟାନ ଦେବେ। ୨୦୦୦ରୁ ୨୦୧୮ ପର୍ଯ୍ୟନ୍ତ ଓଡ଼ିଶାରେ ହୋଇଥିବା ବନ୍ୟା ସମ୍ପର୍କିତ ବିଭିନ୍ନ ତଥ୍ୟକୁ…

5 years ago

ଘାତକ ସାଜିଛି ବଜ୍ରପାତ, ନେଲାଣୀ ୧୯ ଜୀବନ

ଜଗତ୍‌ସିଂହପୁର ଅଫିସ,୨୩ା୬: ବଜ୍ରପାତକୁ ନେଇ ଦିନକୁ ଦିନ ଚିନ୍ତା ବଢିବାରେ ଲାଗିଛି। ୨୦୧୬-୧୭ରୁ ଅଦ୍ୟାବଧି ଜଗତ୍‌ସିଂହପୁର ଜିଲାରେ ବଜ୍ରପାତରେ ୧୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଶତାଧିକ ଆହତ…

5 years ago

ଦାଦାଙ୍କ ଯୋଗୁ ଦହିବରା ବିକିପାରୁଛି

ଦିନେ କାମ ଖୋଜିବାକୁ ଘର ଘର ବୁଲୁଥିଲି। ମୂଲ ମଜୁରି କରି ପେଟ ପୋଷିବାକୁ ଚେଷ୍ଟା କରୁଥିଲି। ହେଲେ ଦାଦାଙ୍କ ଦହିବରା ବ୍ୟବସାୟ ଓ ଏକ ଜଳଖିଆ…

5 years ago

ଫନୀ ଯିବାର ଦେଢ ମାସ ବିତିଲା : ସୁଧୁରିଲାନି ବିଦ୍ୟୁତ୍‌ ସମସ୍ୟା

ରଘୁନାଥପୁର, ୨୩। ୬ (ଡି.ଏନ.ଏ.): ବାତ୍ୟା ଫନୀ ଯିବାର ଦେଢ ମାସ ପରେ ମଧ୍ୟ ରଘୁନାଥପୁର ସେସୁ ବିଭାଗ ଅଧୀନରେ ଥିବା ବିଭିନ୍ନ ଗଁାରେ ବିଦ୍ୟୁତ୍‌ ସମସ୍ୟାରେ…

5 years ago

ଜଳ ପାଲଟିଛି ଜହର

ଗଣ୍ଡତୁରୁମ, ୨୩।୬ (ଡି.ଏନ.ଏ)  ଭେଡେନ ବ୍ଲକ ମହୁଲପାଲି ପଞ୍ଚାୟତର ଟିିହିକିପାଲି ଗ୍ରାମରେ ଦିନକୁ ଦିନ କିଡ୍‌ନୀ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହି ରୋଗରେ ପୀଡିତ…

5 years ago

ସରକାରୀ କର୍ମଚାରୀଙ୍କ କାର୍ଯ୍ୟ ସମୟ ଅଧଘଣ୍ଟା ବଢ଼ିଲା, ୪ର୍ଥ ଶନିବାର ସରକାରୀ ଅଫିସ ଛୁଟି

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ରାଜ୍ୟ ସରକାରୀ କର୍ମଚାରୀଙ୍କ କାର୍ଯ୍ୟ କରିବା ସମୟସୀମା ବୃଦ୍ଧି କରାଯାଇଛି। ଏଣିକି ସମସ୍ତ କର୍ମଚାରୀ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ୩୦ ମିନିଟ୍‌ ଯାଏ…

5 years ago

ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥିତ୍ୱ: ଅସମାହିତ ପ୍ରଶ୍ନର ସମାହାର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ରାଜନୀତିରେ ସବୁକିଛି ସମ୍ଭବ। ଏଠି କେହି କାହାର ଚିର ଶତ୍ରୁ କିମ୍ବା ମିତ୍ର ନୁହନ୍ତି। ରାଜ୍ୟରେ ଖାଲିଥିବା ୩ଟି ରାଜ୍ୟ ସଭା ଆସନ ପ୍ରାର୍ଥୀ…

5 years ago

ଫୁଲୁରୀ ତେଲ ଲାଗିହେଲେ ମହାପ୍ରଭୁ

ପୁରୀ ଅଫିସ, ୨୨ା୬:  ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହ। ଶ୍ରୀଅଙ୍ଗ ଲାଗି ସେବକ…

5 years ago