ରାଜ୍ୟ

ଦନ୍ତା ହାତୀ ଆକ୍ରମଣରେ ଜେଜେମା ମୃତ, ନାତୁଣୀ ଗୁରୁତର

ବେତନଟୀ, ୨୦।୬(ଡି.ଏନ୍‌.ଏ): ମୟୁରଭଞ୍ଜ  ଜିଲା ବେତନଟୀ ବନାଞ୍ଚଳ ଅଧିନ ଯୁଗୋଳ ପଞ୍ଚାୟତର ହଳଦୀପଦା ଗଁାରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ୨ ଜଣଙ୍କୁ ଆକ୍ରମଣ କରିଛି।…

5 years ago

ଫଳ ଗୋଦାମ, ଦୋକାନରେ ସିଏମ୍‌ସିର ଚଢାଉ: ଯାଞ୍ଚ ପାଇଁ ଲିଚୁକୋଳିର ନମୁନା ସଂଗ୍ରହ

କଟକ ଅଫିସ,୨୦ା୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶତାଧିକ ଶିଶୁଙ୍କ ଜୀବନହାନି ଘଟିଛି। ହେଲେ ଏହା ପଛର କାରଣ ସ୍ପଷ୍ଟ ହୋଇ ନ ଥିଲେ ସୁଦ୍ଧା ଲିଚୁରେ ଥିବା…

5 years ago

କ୍ୟାପିଟାଲ ହସ୍ପିଟାଲ ମର୍ଗ ଫ୍ରିଜର ଅଚଳ: ମୃତଦେହ ଗନ୍ଧରେ ଫାଟିପଡୁଛି ହସ୍ପିଟାଲ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟର ପ୍ରମୁଖ ସରକାରୀ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲର ଶବ ସଂରକ୍ଷଣ ଗୃହ (ମର୍ଗ) ଏବେ ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ମର୍ଗରେ ଥିବା ଦୁଇଟି ଫ୍ରିଜର ଗୋଟିକ…

5 years ago

ପୂର୍ବାଞ୍ଚଳ ବିମାନବନ୍ଦରଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଏଏଆଇ) ପକ୍ଷରୁ ବୁଧବାର ପୂର୍ବ ଭାରତରେ ଥିବା ବିମାନବନ୍ଦରଗୁଡ଼ିକର ଆଞ୍ଚଳିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ବିମାନବନ୍ଦର ସମ୍ମିଳନୀ କକ୍ଷରେ…

5 years ago

ଶ୍ରୀମନ୍ଦିର ମରାମତି କାମ ଅନୁଧ୍ୟାନ କଲେ ଆମିକସ୍‌ କ୍ୟୁରି: ହାଇକୋର୍ଟରେ ଦାଖଲ କରିବେ ସତ୍ୟପାଠ

ପୁରୀ ଅଫିସ,୨୦ା୬: ଶ୍ରୀମନ୍ଦିର ମରାମତି କାର୍ଯ୍ୟର ତଦାରଖ ପାଇଁ ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌କ୍ୟୁରି ଇଂ. ଏନ୍‌.କେ. ମହାନ୍ତି ବୁଧବାର ଶ୍ରୀମନ୍ଦିରକୁ ଆସି ବିଭିନ୍ନ କାମର ଅନୁଧ୍ୟାନ…

5 years ago

ସ୍ନାନବେଦିରେ ବିଶୃଙ୍ଖଳା ଘଟଣା: ସିସିଟିଭି ଯାଞ୍ଚ କରିବ ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୦ା୬: ସ୍ନାନପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନ ନୀତି ସମ୍ପନ୍ନ ହୋଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନର କଟକଣା ସତ୍ତ୍ବେ ସ୍ନାନବେଦିରେ ବିଶୃଙ୍ଖଳା ହୋଇଛି। ସଂଖ୍ୟାଧିକ ସେବାୟତ ପ୍ରଶାସନର ନୀତିନିୟମକୁ…

5 years ago

ଗାଁ ସମସ୍ୟା ବୁଝିବାକୁ ୫ କି.ମି. ଚାଲିଲେ ବିଡିଓ

ପାପଡାହାଣ୍ଡି,୨୦। ୬(ଡି.ଏନ.ଏ.): ଦୀର୍ଘ ଦିନ ହେଲା ଗ୍ରାମରେ ଲାଗି ରହିଛି ବିଭିନ୍ନ ସମସ୍ୟା । ପାନୀୟ ଜଳ, ବିଦ୍ୟୁତ୍‌, ଶିକ୍ଷା, ଆବାସ ଯୋଜନା ଆଦି ପହଞ୍ଚିିପାରିନି। ଗ୍ରାମର…

5 years ago

ଅଜଣା ବ୍ୟାଧି

ଅଜଣା ବ୍ୟାଧି ଗ୍ରାସ କରିଛି ଜିଲାକୁ। ସଚେତନତା ହେଉଛି ଏହାର ଏକମାତ୍ର ମହୌଷଧି। ହେଲେ ଏହା ପହଞ୍ଚିପାରୁନି ଦୁର୍ନୀତି କବଳିତ ବ୍ୟକ୍ତିବିଶେଷଙ୍କ ପାଖରେ। ଫଳସ୍ବରୂପ ଡିଅଁ।ରୋଗ ପରି…

5 years ago

ଅଣସର ଘରେ ମହାପ୍ରଭୁ: କମିଲା ଶ୍ରୀମନ୍ଦିର ହୁଣ୍ଡି ଅର୍ଥ

ପୁରୀ ଅଫିସ,୨୦ା୬: ସ୍ନାନପୂର୍ଣ୍ଣିମାରେ ୧୦୮ ଗଡ଼ୁ ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା। ଦଇତାପତି…

5 years ago

ଜେଲ୍‌ ଯିବେ ନିଶାଗ୍ରସ୍ତ ଡ୍ରାଇଭର

ଭୁବନେଶ୍ୱର, ୨୦ା୬(ବ୍ୟୁରୋ): ନିଶାଦ୍ରବ୍ୟ ସେବନ କରି ଗାଡ଼ି ଚଳାଉଥିବା ଡ୍ରାଇଭରମାନଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ଧରାପଡିଲେ ଏଣିକି ଜେଲ ଯିବାକୁ ପଡିବ। କେବଳ ଜରିମାନା ଆଦାୟ…

5 years ago