ରାଜ୍ୟ

ଦଳେଇଘାଇ ନଦୀବନ୍ଧ ଅନୁଧ୍ୟାନ କଲେ ମୁଖ୍ୟଯନ୍ତ୍ରୀ : ବାଲି, ଖାଲିବ୍ୟାଗ ମହଜୁଦ ରଖିବାକୁ ନିର୍ଦ୍ଦେଶ

ବିରିଡ଼ି,୨୦।୬(ଡି.ଏନ.ଏ.): ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସଙ୍କୁ ଜଳସମ୍ପଦ ବିଭାଗ ମନ୍ତ୍ରୀ ପଦ ମିଳିବା ପରେ ଜଗତସିଂହପୁର ଜିଲାରେ ଏହି ବିଭାଗର କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ବିଭାଗୀୟ ମୁଖ୍ୟଯନ୍ତ୍ରୀଙ୍କଠାରୁ…

5 years ago

ପୌରାଧ୍ୟକ୍ଷ ଓ ବିଧାୟକଙ୍କ ମଧ୍ୟରେ ଶୀଳତଯୁଦ୍ଧ : ଯାତ୍ରୀ ବିଶ୍ରାମାଗାର ଉଦ୍‌ଘାଟନ ବନ୍ଦ

ପାରାଦୀପ,୨୦ା୬(ସ୍ବ.ପ୍ର.): ଦୀର୍ଘଦିନର ନୀରବତା ପରେ ଏବେ ପୁଣି ଥରେ ପାରାଦୀପ ବିଜେଡି ରାଜନୀତି ସରଗରମ ହୋଇଛି। ପୂର୍ବରୁ ଦୀର୍ଘ ୨ ଦଶନ୍ଧୀ ଧରି ବରିଷ୍ଠ ନେତା ଦାମୋଦର…

5 years ago

ଶୁକ୍ରବାର ଯୁକ୍ତ୨ କଳା, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାଫଳ ଶୁକ୍ରବାର ଅପରାହ୍ନ ସାଢ଼େ ୩ଟାରେ ପ୍ରକାଶ ପାଇବ। ସୂଚନା…

5 years ago

ମା’ଝିଅଙ୍କଠାରୁ ୫୬ ହଜାର ୮ଶହ ଲୁଟ୍‌

ଗଣିଆ,୨୦।୬(ଡି.ଏନ.ଏ.): ନୟାଗଡ଼ ଜିଲା ଗଣିଆ ବଜାରରୁ ବୁଧବାର ଦିନ ଦ୍ୱିପ୍ରହରରେ ଲୁଟେରାମାନେ ୨ମହିଳାଙ୍କଠାରୁ ଟଙ୍କା ଲୁଟ୍‌ କରି ଫେରାର ହୋଇଯାଇଛନ୍ତି। ଲୁଟ୍‌ର ଶିକାର ମହିଳାଦ୍ୱୟ ହେଲେ ଗଣିଆ…

5 years ago

ଏକକାଳୀନ ନିର୍ବାଚନ ପ୍ରସ୍ତାବକୁ ବିଜେଡିର ସମର୍ଥନ

ନୂଆଦିଲ୍ଲୀ,୨୦ା୬): ଦେଶରେ ଲୋକ ସଭା ଓ ବିଧାନସଭାଗୁଡ଼ିକର ଏକକାଳୀନ ନିର୍ବାଚନ ପ୍ରସ୍ତାବକୁ ଓଡ଼ିଶାର ଶାସକ ବିଜୁ ଜନତା ଦଳ (ବିଜେଡି) ସମର୍ଥନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

5 years ago

ଜୋରଦାର ହେଲା ପଲିଥିନ ଧରପଗଡ: ଗୋଦାମ ମାଲିକଙ୍କୁ ଗୋଡାଇ ଧରିଲେ

ଭଞ୍ଜନଗର,୧୯।୬(ଡି.ଏନ.ଏ.)- ପଲିଥିନ ଏବଂ ପ୍ଲାଷ୍ଟିକ୍‌ ବ୍ୟବହାରକୁ ରୋକିବା ପାଇଁ ଭଞ୍ଜନଗର ଏନ୍‌ଏସି ପକ୍ଷରୁ ବୁଧବାରଠାରୁ ଚଢାଉ ଜୋରଦାର କରାଯାଇଛି। ମଙ୍ଗଳବାର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୨୭…

5 years ago

୧୦୩ କେଜି ଗଞ୍ଜେଇ ଜବତ, ୩ ଗିରଫ

ଫିରିଙ୍ଗିଆ,୧୯।୬- ଫିରିଙ୍ଗିଆ ପୋଲିସ ଡିଣ୍ଡିରାଗାଁ ପଞ୍ଚାୟତ ପାଖରେ ଚଢ଼ାଉ କରି ଏକ ଡାଲା ଅଟୋରୁ ୧୦୩ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୩ ଜଣଙ୍କୁ…

5 years ago

ନିର୍ଦ୍ଦେଶ ଅବମାନନା କରି ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସସ୍‌ପେଣ୍ଡ

ଦାରିଙ୍ଗବାଡ଼ି,୧୯।୬(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସମୀର କୁମାର ପ୍ରଧାନ ବିଇଓଙ୍କ ନିର୍ଦ୍ଦେଶକୁ ଅବମାନନା କରିବା ଅଭିଯୋଗରେ…

5 years ago

ଧାନବୁଣି ଫେରୁଥିବାବେଳେ ବଜ୍ରପାତରେ ଜୀବନଗଲା

ଶେରଗଡ,୧୯।୬(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ପଦ୍ମପୁର ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ତାରିଣୀ ବେହେରା (୫୦)। ତାରିଣୀ ବିଲରେ ଧାନବୁଣି ଅପରାହ୍ନ…

5 years ago

୧୦୪ ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀରେ ମକ୍‌ଡ୍ରିଲ: ଅନୁଧ୍ୟାନ କଲେ ଓସଡମା ସିଜିଏମ

ଛତ୍ରପୁର,୧୯।୬(ଡି.ଏନ୍‌.ଏ.)- ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ପାଇଁ ବୁଧବାର ଗଞ୍ଜାମ ଜିଲାର ୧୦୪ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀରେ ମକ୍‌ଡ୍ରିଲ ଅନୁଷ୍ଠିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ବାତ୍ୟା ଓ…

5 years ago