ରାଜ୍ୟ

ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି: ପଦଯାତ୍ରାରେ ଭୁବନେଶ୍ୱର ବାହାରିଲେ ସେବାୟତ

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ବୋଲି କୁହାଯାଏ। ହେଲେ ସରକାରୀ ସ୍ତରରେ ଏହା ମାନ୍ୟତା ପାଇ ନାହିଁ। ସରକାରୀ ସ୍ତରରେ ଏହି ମାନ୍ୟତା…

5 years ago

ବିଦ୍ୟୁତ୍‌ ସର୍ଟ ସର୍କିଟରୁ ଲାଗିଲା ନିଆଁ: ପରିବାରର ୧ ମୃତ: ୩ ଗୁରୁତର

ଫୁଲବାଣୀ ଅଫିସ/ଫିରିଙ୍ଗିଆ: ୧୯।୬: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଗେରୁପଡ଼ା ଗ୍ରାମରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାର ଲୋକେ ଶୋଇଥିବା…

5 years ago

ତିନିରଥର ପଟାଗୁଜ ଖୋଦେଇ ଆରମ୍ଭ

ପୁରୀ ଅଫିସ,୧୯ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥ ନିର୍ମାଣ। ପବିତ୍ର ଦେବସ୍ନାନ ପୂର୍ଣ୍ଣମୀରେ ତିନି ରଥର ୪ ନାହାକ ଉଠିଥିଲା। ମଙ୍ଗଳବାର ତିନି ରଥରେ ପଟାଗୁଜ…

5 years ago

ରଥକୁ ସୁରକ୍ଷା ଦିଅନ୍ତି ପାର୍ଶ୍ୱ ଦେବଦେବୀ

ପୁରୀ ଅଫିସ,୧୯ା୬: ଆସନ୍ତା ଜୁଲାଇ ୪ତାରିଖରେ ଅଖିଳ ବ୍ରହ୍ମାଣ୍ଡନାଥ ଦାରୁବ୍ରହ୍ମ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ରଥଖଳାରେ ତିନିରଥ ନନ୍ଦିଘୋଷ, ତାଳଧ୍ୱଜ…

5 years ago

ଓଭରବ୍ରିଜ୍‌ ଉପରେ କଡ଼ାକଡ଼ି ହେଲା ହେଲ୍‌ମେଟ କଟକଣା: ଦିନକରେ ଧରାପଡ଼ିଲେ ୨ଶହରୁ ଊର୍ଦ୍ଧ୍ୱ ବାଇକ ଚାଳକ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ରାଜଧାନୀ ଦେଇ ଯାଇଥିବା ୧୬ ନଂ. ଜାତୀୟ ରାଜପଥ ଓଭରବ୍ରିଜ୍‌ ଉପରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗତ ମାସଠାରୁ ଏବେସୁଦ୍ଧା ୧୨ ଦୁର୍ଘଟଣାରେ ୯ ଜୀବନ…

5 years ago

ଆରମ୍ଭ ହୋଇପାରୁନି ଧଉଳି ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ଶୋ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବାତ୍ୟା ‘ଫନୀ’ ଯିବାର ଇତିମଧ୍ୟରେ ଦେଢ଼ମାସ ବିତିଗଲାଣି। ହେଲେ ସୁଧୁରିପାରୁନି ପର୍ଯ୍ୟଟନ ଶିଳ୍ପ ଅବସ୍ଥା। ବାତ୍ୟାରେ ବିଶେଷ ଭାବେ ପ୍ରଭାବିତ ହୋଇଥିବା ରାଜ୍ୟ ପର୍ଯ୍ୟଟନ ଶିଳ୍ପ…

5 years ago

ଚଳିତ ବର୍ଷ ୩ ହଜାର ହେକ୍ଟର ପଞ୍ଚାୟତ: ପୋଖରୀରେ ହେବ ମାଛଚାଷ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ଚଳିତ ବର୍ଷ ୩ ହଜାର ହେକ୍ଟର ଗ୍ରାମ ପଞ୍ଚାୟତ ପୋଖରୀରେ ମାଛଚାଷ କରାଯିବ। ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା ପଞ୍ଚାୟତ ପୋଖରୀରେ ମାଛ ଚାଷ…

5 years ago

ସ୍ବାସ୍ଥ୍ୟ ବିଭାଗର ସମୀକ୍ଷା : ଗଠନ ହେବ ଓଡ଼ିଶା କ୍ୟାନ୍‌ସର କେୟାର ଫାଉଣ୍ଡେଶନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ସମୀକ୍ଷା ବୈଠକ ମଙ୍ଗଳବାର ସଚିବାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

5 years ago

ଦକ୍ଷତା ବିକାଶ ପ୍ରଶିକ୍ଷଣ ଆଳରେ ୬୨ ଲକ୍ଷ ଠକେଇ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ଦକ୍ଷତା ବିକାଶ ପ୍ରଶିକ୍ଷଣ ଆଳରେ ୧୫ ଏନ୍‌ଜିଓଠାରୁ ୬୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ। ଏହି ଘଟଣାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ମଙ୍ଗଳବାର…

5 years ago

ଦ୍ୱିତୀୟ ଜଗନ୍ନାଥ ମନ୍ଦିର ନିର୍ମାଣ ବିବାଦ : ଜିଲାପାଳଙ୍କ କୋର୍ଟରେ ହେଲା ଶୁଣାଣି

ପୁରୀ ଅଫିସ,୧୯ା୬: ସମୁଦ୍ରକୂଳ ସିପସରୁବାଲି ମୌଜାରେ ଏକ ମନ୍ଦିର କମ୍ପ୍ଲେକ୍ସ ତିଆରି କରିବା ଲାଗି ଇସ୍କନ ୨୦୧୫ରେ ପିକେଡିଏଠାରୁ ଅନୁମୋଦନ ପାଇଥିଲା। କିନ୍ତୁ ସେଠାରେ ଇସ୍କନ ଦ୍ୱିତୀୟ…

5 years ago