ରାଜ୍ୟ

ଏଥର ସ୍ନାନମଣ୍ଡପରେ ଦର୍ଶନ କରିବେନି ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୧୬ା୬: ଏଥର ସ୍ନାନମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ଜଗତଗୁରୁ ଶଙ୍କରାଚାର୍ଯ୍ୟ। ଗୋବର୍ଦ୍ଧନ ମଠର ପ୍ରବକ୍ତା ମନୋଜ ରଥଙ୍କ ସୂଚନା ମୁତାବକ, ନିକଟରେ ଜଗତ୍‌ଗୁରୁ…

5 years ago

ବାଲୁକାକଳାରେ ପିତୃ ଦିବସର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଆଜି ହେଉଛି ବିଶ୍ୱ ପିତୃ ଦିବସ। ବାପାମାନଙ୍କୁ ସମ୍ମାନ ଦେବା ଉଦ୍ଦେଶ୍ୟରେ ଦିନଟିର ସୃଷ୍ଟି। ଏହି ଦିବସର ମହାନୀୟତାକୁ ମନେ ପକାଇ ନିଜ ବାଲୁକାକଳା ମାଧ୍ୟମରେ…

5 years ago

ମହିଳା ଖବରଦାତାଙ୍କୁ ଦୁର୍ବ୍ୟବହାର ଘଟଣା: ସିସିଟିଭି ଫୁଟେଜ ନ ପାଇ ଅନୁଭବଙ୍କ ଘରୁ ଫେରିଲା ପୋଲିସ

କଟକ ଅଫିସ,୧୬।୬: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସାନଭାଇ ଅନୁପ୍ରାସ ମହାନ୍ତି ଜଣେ ମହିଳା ଖବରଦାତାଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ଶୁକ୍ରବାର…

5 years ago

ସ୍କୁଲ ଛୁଟି ଅବଧି ବଢ଼ିବା ଖବର ଗୁଜବ: ଗଣଶିକ୍ଷା ସଚିବ

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ସ୍କୁଲ ଛୁଟି ବଢ଼ିନି। ଛୁଟି ଅବଧି ବଢ଼ିବା ନେଇ ଗଣଶିକ୍ଷା ବିଭାଗ ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନେଇନାହିଁ। ଏଭଳି ଖବର ଗୁଜବ ବୋଲି…

5 years ago

୪ ଦିନ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ: ପ୍ରଭାବରେ ୧୮ ପର୍ଯ୍ୟନ୍ତ କାଳବୈଶାଖୀ, ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚତ୍ବାରେ ଯେତିକି ବିଳମ୍ବ ହେଉଛି ଉତ୍କଣ୍ଠା ସେତିକି ବଢ଼ିବାରେ ଲାଗିଛି। ହେଲେ ଏହାପୂର୍ବରୁ ତାତି ଓ ଗୁଳୁଗୁଳି…

5 years ago

ରାଜ୍ୟସ୍ତରୀୟ କବାଡ଼ି ପ୍ରତିଯୋଗିତା ଉଦ୍‌ଯାପିତ: ପୁରୁଷ ବିଭାଗରେ କଟକ, ମହିଳା ବିଭାଗରେ ଗୁଗୁଲ ସ୍ପୋର୍ଟିଂ ଚାମ୍ପିୟନ

ରସୁଲପୁର,୧୬ା୬(ଡି.ଏନ୍‌.ଏ.)- ରସୁଲପୁର ବ୍ଲକ ଅନ୍ତର୍ଗତ କୁଆଖିଆ ବଜାରଠାରେ ୩ ଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ କବାଡ଼ି ପ୍ରତିଯୋଗିତା ଶୁକ୍ରବାର ରାତିରେ ଉଦ୍‌ଯାପିତ ହୋଇଛି। ଏଠାରେ ଅନୁଷ୍ଠିତ ଉଭୟ…

5 years ago

ଆଜି ବିଶ୍ୱ ପିତୃ ଦିବସ: ବଦଳିଯାଉଛି ପିତା ଧର୍ମ ପିତା ସ୍ବର୍ଗର ପରିଭାଷା, ପରିବାର ଥିଲେ ମଧ୍ୟ ସେମାନେ ଅବହେଳିତ

ଖଣ୍ଡପଡା,୧୬ା୬ - ବାପାମାନଙ୍କୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ଜୁନ ମାସର ତୃତୀୟ ରବିବାରକୁ ପିତୃଦିବସ ଭାବେ ପାଳନ କରାଯାଉଛି। ହାତ ଧରି ଯିଏ ଚାଲିବା ଶିଖାଏ,…

5 years ago

ଓଡ଼ିଶାର ୩ ରାଜ୍ୟ ସଭା ଆସନ ପାଇଁ ବାଜିଲା ବିଗୁଲ୍‌

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଓଡ଼ିଶାର ଖାଲିପଡ଼ିିଥିବା ୩ଟି ରାଜ୍ୟ ସଭା ଆସନରେ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ କମିଶନ ଶନିବାର ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି। ନିର୍ବାଚନ…

5 years ago

ମହାନଦୀରେ ବୁଡି ଯାଉଥିଲେ ଝିଅ,ଉଦ୍ଧାର କରିବାକୁ ଯାଇ ବାପା ମୃତ

ଖଣ୍ଡପଡା,୧୬ା୬(ସ୍ବ.ପ୍ର.)-ମହାନଦୀରେ ଗାଧୋଉଥିବାବେଳେ ଝିଅ ବୁଡି ଯାଉଥିବା ଦେଖି ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁ ପଡିଥିଲେ ବାପା। ହେଲେ ଝିଅ କୂଳକୁ ଫେରି ଆସିଥିବାବେଳେ ପାଣିରେ ବୁଡି…

5 years ago

ପଙ୍କପାଳରେ ମାଙ୍କଡ଼ ଆତଙ୍କ: ଭୟରେ ହନୁମାନଙ୍କ ପୂଜା କଲେ ଗ୍ରାମବାସୀ

କୁଜଙ୍ଗ,୧୬ା୬(ସ୍ବ.ପ୍ର.): ଦୀର୍ଘ ଏକ ମାସ ହେଲା ପଙ୍କପାଳରେ ଆତଙ୍କ ସୃଷ୍ଟି କରିଥିବା ଏକ ମାଙ୍କଡ଼କୁ ନେଇ ସ୍ଥାନୀୟ ଲୋକଙ୍କ ଚିନ୍ତା ବଢିବାରେ ଲାଗିଛି। ଇତିମଧ୍ୟରେ ମାଙ୍କଡ଼ ଆକ୍ରମଣରେ…

5 years ago