ରାଜ୍ୟ

ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୧୪।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଓଡ଼ିଶା ଭବନରେ ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ଓଡ଼ିଶାରେ ଷ୍ଟିଲ ସେକ୍ଟର, ପେଟ୍ରୋକେମିକାଲ୍ସକୁ ନେଇ…

5 years ago

ସ୍ତ୍ରୀଙ୍କୁ ମାଡ଼ମାରି ଗଛରେ ଟାଙ୍ଗିଦେଲେ ସ୍ବାମୀ: ଡାଳ ଭିଙ୍ଗିଯିବାରୁ ବଞ୍ଚିଗଲେ ସ୍ତ୍ରୀ

ଆନନ୍ଦପୁର,୧୪।୬(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ନଦୁଆଁ ଗ୍ରାମରେ ରଜ ଉତ୍ସବ ଚାଲିଥିବା ବେଳେ ଏକ ଅଘଟଣ ଘଟିଛି। ସ୍ତ୍ରୀଙ୍କୁ ମାଡ଼ମାରି ଗଛରେ ଟାଙ୍ଗି ଦେଇଥିଲେ ସ୍ବାମୀ।…

5 years ago

ଚିକିତ୍ସା ଅବହେଳାରୁ ପ୍ରସୂତୀଙ୍କ ମୃତ୍ୟୁ ଅଭିଯୋଗ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବାରିପଦା ଅଫିସ,୧୪।୬: ଚିକିତ୍ସା ଅବହେଳାରୁ ବାରିପଦା ମେଡିକାଲ କଲେଜରେ ଜଣେ ପ୍ରସୂତୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଶୁକ୍ରବାର ଅଭିଯୋଗ କରିଛନ୍ତି। ଏ ନେଇ ମହିଳାଙ୍କ ମୃତଦେହକୁ…

5 years ago

ଜମିବାଡ଼ିକୁ କେନ୍ଦ୍ରକରି ୨ ଭାଇଙ୍କ ମଧ୍ୟରେ ବିବାଦ: ସାନ ଭାଇ ଆକ୍ରମଣରେ ବଡ଼ ମୃତ

ପୁରୀ ଅଫିସ,୧୪।୬: ପୁରୀ ଜିଲା ଟାଉନ ଥାନା ଅଧୀନ ଚୁଡ଼ଙ୍ଗ ସାହି ଖୁଣ୍ଟିଆ ବଗିଚାରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ…

5 years ago

ଫନୀ: ଘରଭଙ୍ଗା ସହାୟତା ୭ କୋଟି ୫୮ ହଜାର ଟଙ୍କା ମଞ୍ଜୁର

ଭୁବନେଶ୍ୱର,୧୪।୬(ବ୍ୟୁରୋ): ସାମୁଦ୍ରିକ ଝଡ଼ ଫନୀ ଦ୍ୱାରା ପୁରୀ ଜିଲାରେ ଘର ହରାଇଥିବା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସହାୟତା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ…

5 years ago

ଜୁଲାଇ ୮ରୁ ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା

କଟକ ଅଫିସ,୧୩ା୬ : ଜୁଲାଇ ୮ ତାରିଖରୁ ଆରମ୍ଭ ହେବ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ…

5 years ago

କୁଳପତିମାନଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବୈଠକ : ଚଳିତ ଶିକ୍ଷାବର୍ଷରୁ ଏକକ ସିଲାବସ୍‌

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଉଚ୍ଚଶିକ୍ଷାର ଗୁଣାତ୍ମକ ବିକାଶ ତଥା ଆଧୁନିକୀକରଣ ନିମନ୍ତେ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ରାଜ୍ୟ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ସହ ଆଲୋଚନା କରିଛନ୍ତି।…

5 years ago

ମାଟ୍ରିକ ପରୀକ୍ଷା : ଇଂଲିଶରେ ଫେଲ୍‌ ହୋଇଛନ୍ତି ୬୦ ହଜାର

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଚଳିତବର୍ଷ ମାଟ୍ରିକ ପାସ୍‌ ହାର ଚିନ୍ତାଜନକ ହୋଇଛି। ଏଥର ପରୀକ୍ଷାରେ ଇଂଲିଶ ବିଷୟରେ ଫେଲ୍‌ ହାର ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଛି। ମୋଟ ୧ଲକ୍ଷ…

5 years ago

ଘୋଷଯାତ୍ରା ମଧ୍ୟରେ ହେବ ଶ୍ରୀମନ୍ଦିର ମରାମତି : ୮ ଦିନରେ କାମ ସାରିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ମଧ୍ୟରେ ଶ୍ରୀମନ୍ଦିର ମରାମତି କାମ ହେବ। ଆସନ୍ତା ଜୁଲାଇ ୪ରେ ଘୋଷଯାତ୍ରା ଶେଷ ହେବା ପରେ ୫ ଓ ୬ତାରିଖରେ…

5 years ago

ଦୁଇ ବର୍ଷରେ ରାଜ୍ୟରେ ଦୂର ହେବ ଡାକ୍ତର ସମସ୍ୟା: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ରାଜ୍ୟରେ ଆଉ ଦେଖାଦେବ ନାହିଁ ଡାକ୍ତର ସମସ୍ୟା। ଆବଶ୍ୟକଠାରୁ ଅଧିକ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ। ଆଗାମୀ ଦୁଇ ବର୍ଷରେ ଓଡ଼ିଶାରେ ଆବଶ୍ୟକ ତୁଳନାରେ ଅଧିକ…

5 years ago