ରାଜ୍ୟ

ରିତେଶ ହତ୍ୟାକାରୀଙ୍କୁ ଫାଶୀ ଦିଅ

ଫୁଲବାଣୀ ଅଫିସ,୧୧।୬ - ଦାରିଙ୍ଗବାଡିର ଶିଶୁ ରିତେଶ ପ୍ରଧାନଙ୍କୁ ମେ’ ୫ରେ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାର ସ୍ବତନ୍ତ୍ର କୋର୍ଟ ଜରିଆରେ ତୁରନ୍ତ ବିଚାର କରି…

5 years ago

ଚୋରି ଘଟଣାରେ ୪ଗିରଫ: ସୁନା ଅଳଙ୍କାର, ମାରଣାସ୍ତ୍ର ଜବତ

ହିଞ୍ଜିଳିକାଟୁ,୧୦।୬(ଡି.ଏନ୍‌.ଏ.)- ହିଞ୍ଜିଳି ଥାନା ଅଞ୍ଚଳରେ କିଛିଦିନ ଧରି ବିଭିନ୍ନ ଅଞ୍ଚଳରୁ ବାରମ୍ବାର ଚୋରି ହେଉଥିଲା। ରବିବାର ରାତିରେ ହିଞ୍ଜିଳି ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ୨…

5 years ago

୩୫ଶହ ଲିଟର ପୋଚ, ୫୫ ଲିଟର ମଦ ଜବତ

ଗୋପାଳପୁର,୧୦।୬- ରଙ୍ଗେଇଲୁଣ୍ଡା ବ୍ଲକରେ ଚୋରା ଦେଶୀ ମଦ କାରବାର ବୃଦ୍ଧି ପାଉଥିବା ବେଳେ ବ୍ରହ୍ମପୁର ଷ୍ଟ୍ରାଇକିଂ ଫୋର୍ସ ଓ ଗୋଳନ୍ଥରା ଅବକାରୀ ବିଭାଗ ପକ୍ଷରୁ ରବିବାର ୨ଟି…

5 years ago

ମଦ ବନ୍ଦ ପାଇଁ ମହିଳା ସଂଘର ମେଳି

ତୁମୁଡିବନ୍ଧ,୧୦।୬(ଡି.ଏନ୍‌.ଏ.)- ତୁମୁଡିବନ୍ଧ ଅଞ୍ଚଳରେ ଦେଶୀ ଓ ବିଦେଶୀ ମଦ ଚୋରା କାରବାର ବୃଦ୍ଧି ପାଉଛି। ଝିରିପାଣି ପଞ୍ଚାୟତର ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନେ ଏକାଠି ହୋଇ ପଞ୍ଚାୟତସ୍ତରୀୟ…

5 years ago

ଡାକ୍ତରଖାନା ପାଇଖାନାରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର

ଜଗତ୍‌ସିଂହପୁର ଅଫିସ, ୧୦।୬: ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରସୂତି ବିଭାଗ ନିକଟ ପାଇଖାନାରୁ ସୋମବାର ସକାଳେ ଏକ ନବଜାତ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି।…

5 years ago

ଜୁନ୍‌ ୨୫ରୁ ବିଧାନସଭା, ୨୮ରେ ବଜେଟ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ୨୫ରୁ ଆରମ୍ଭ ହେବ। ଏ ନେଇ ସୋମବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି…

5 years ago

ଚକା ଫାଟିବାରୁ ଚଳନ୍ତା ଟ୍ରକରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର

ସରଣ୍ଡା,୧୦।୬(ଡି.ଏନ୍‌.ଏ.): ସ୍ପଞ୍ଜ ଆଇରନ୍‌ ନେଇ ଟ୍ରକ(ଡବ୍ଲ୍ୟୁବି୩୩ବି ୯୦୩୮) ସୋମବାର ପୂର୍ବାହ୍ନରେ ସମ୍ବଲପୁରରୁ ବରଗଡ଼ ଅଭିମୁଖେ ଯାଉଥିଲା। ବରଗଡ-ସମ୍ବଲପୁର ସୀମାନ୍ତ ଗୋଡ଼ଭଗା ସାରସ୍ବତ ମହାବିଦ୍ୟାଳୟ ସମ୍ମୁଖ ୫୩ ନମ୍ବର…

5 years ago

ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ : ସାଢ଼େ ୯ରେ ପହଣ୍ଡି, ୪ଟାରେ ରଥଟଣା

ପୁରୀ ଅଫିସ, ୧୦।୬ : ଆସନ୍ତା ଜୁଲାଇ ୪ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା। ଏହାକୁ ସୁରୁଖୁରରେ ସମ୍ପନ୍ନ କରିବା ଲାଗି ଚଳିତବର୍ଷ ଶ୍ରୀମନ୍ଦିର ପ୍ରଶାସନ ସଅଳ ନୀତି…

5 years ago

ରାଜ୍ୟ ଭାଜପାର ନିର୍ବାଚନୀ ସମୀକ୍ଷା

ଭୁବନେଶ୍ୱର, ୧୦।୬(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଭାଜପା ରାଜ୍ୟରେ ପୂର୍ବାପେକ୍ଷା ଭଲ ପ୍ରଦର୍ଶନ କରିପାରିଛି। ଦଳ ରାଜ୍ୟରେ ସରକାର ଗଠନ କରିବାର ଯେଉଁ ଦମ୍ଭୋକ୍ତି ଦେଖାଇଥିଲା,…

5 years ago

ହାଟବେଳେ ଭୁଶୁଡ଼ିଲା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି; ଚପିଗଲା ଚାରି ଜୀବନ

ଢେଙ୍କାନାଳ ଅଫିସ,୧୦ା୬ ହାଟର ନାଁ ଅଳସୁଆ। ହେଲେ ହାଟୁଆମାନେ ଆଦୌ ଅଳସୁଆ ନୁହନ୍ତି। ସେଥିପାଇଁ ପ୍ରତି ସପ୍ତାହର ଶେଷ ଦିନରେ ଭାରି ଭିଡ଼ ହୁଏ ଢେଙ୍କାନାଳ ଷ୍ଟେଶନ…

5 years ago