ରାଜ୍ୟ

ବ୍ରହ୍ମୋସ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୪।୬-ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ର ୩ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୩୦ମିନିଟ ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ର ବ୍ରହ୍ମୋସ୍‌ର…

5 years ago

ସମିଆଁ ପଞ୍ଚାୟତର ନାବାଳିକା ଅପହରଣ ଘଟଣା: ଅପହରଣକାରୀଙ୍କୁ ଗିରଫ ଦାବିରେ ଧାରଣା

ଛତିଆ,୪ା୬(ଡି.ଏନ.ଏ.)- ବୈରୀ ଥାନା ଅନ୍ତର୍ଗତ ସମିଆଁ ପଞ୍ଚାୟତର ନାବାଳିକା ଅପହରଣ ଘଟଣାକୁ ଦୁଇ ମାସ ବିତିଯାଇଥିଲେ ମଧ୍ୟ ଅଦ୍ୟାବଧି ପୋଲିସ ଅପହରଣକାରୀଙ୍କୁ ଗିରଫ କରିବାରେ ସଫଳ ହୋଇନାହିଁ।…

5 years ago

ପ୍ରତି ମାସ ୭ ତାରିଖରେ ମନ୍ତ୍ରୀମାନେ ଦେବେ ରିପୋର୍ଟ

ଭୁବନେଶ୍ୱର,୪।୬(ବ୍ୟୁରୋ): ଏଣିକି ମନ୍ତ୍ରୀମାନେ ପ୍ରତି ମାସ ୭ ତାରିଖ ପୂର୍ବରୁ ଦଳୀୟ ଇସ୍ତାହାରର ପ୍ରସ୍ତାବଗୁଡ଼ିକୁ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଭାବେ କାର୍ଯ୍ୟକାରୀ କରିବା ଦିଗରେ ନେଇଥିବା ପଦକ୍ଷେପ…

5 years ago

ଆଇଏମ୍‌ଡି ନୂତନ ମହାନିର୍ଦ୍ଦେଶକ ହେଲେ ଓଡ଼ିଆ ପାଣିପାଗ ବିଜ୍ଞାନୀ ମୃତ୍ୟୁଞ୍ଜୟ ମହାପାତ୍ର

ଭୁବନେଶ୍ୱର,୪।୬(ବ୍ୟୁରୋ): ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)ର ନୂତନ ମହାନିର୍ଦ୍ଦେଶକ ଭାବେ ମଙ୍ଗଳବାର ଓଡ଼ିଆ ପାଣିପାଗ ବିଜ୍ଞାନୀ ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ନିଯୁକ୍ତି ମିଳିଛି। ସେ ଅଗଷ୍ଟ ପହିଲାରୁ ଏହି ଦାୟିତ୍ୱ…

5 years ago

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ‘ଆୟୁଷ୍ମାନ୍‌ ଭାରତ’ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଆଲୋଚନା

ଭୁବନେଶ୍ୱର, ୪।୬(ବ୍ୟୁରୋ): ରାଜ୍ୟରେ କେନ୍ଦ୍ର ସରକାରଙ୍କ ‘ଆୟୁଷ୍ମାନ୍‌ ଭାରତ’ ଯୋଜନା କାର୍ଯ୍ୟକାରୀ କରିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏ ନେଇ ମଙ୍ଗଳବାର ସଚିବାଳୟରେ ଏକ ବୈଠକ…

5 years ago

ପହଁରା ଶିଖିବାକୁ ଯାଇଥିଲେ: ବାତ ଯୋଗୁ ସୁଇମିଂ ପୁଲ୍‌ରେ ଯୁବକଙ୍କ ଜୀବନ କଲା

ଭୁବନେଶ୍ୱର, ୪।୬(ବ୍ୟୁରୋ): ଭୁବନେଶ୍ୱର କ୍ଲବ୍‌ ସୁଇମିଂପୁଲ୍‌ରେ ବୁଡ଼ି ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଡୁମ୍‌ଡ଼ୁମା ଅଞ୍ଚଳର ଦୀପକ ସାହୁ(୧୮)। ପ୍ରକାଶ ଯେ, ଦୀପକ…

5 years ago

ତାତି କମିଲା: ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମପ୍ରବାହ ହ୍ରାସ ପାଇଛି। ତାପମାତ୍ରା ୪୦ ଡିଗ୍ରୀ ତଳକୁ ଖସିଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀଜନିତ ବର୍ଷା ଲାଗିରହିଛି। ଆସନ୍ତା ୭ ତାରିଖ…

5 years ago

ମଣ୍ଡିରୁ ଉଠୁନି ଧାନ, ଚାଷୀଙ୍କ ଧାରଣା

ସରଣ୍ଡା,୪।୬(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ପୂରିବାକୁ ବସିଲାଣି। ହେଲେ ଧାନ କିଣାବିକାରେ ସୁଧାର ଆସୁନାହିଁ। ମଣ୍ଡିକୁ ଧାନ ଆସୁଛି, ମାତ୍ର ତାହା…

5 years ago

ବୈଠକକୁ ଆସିଲେନି ବିଦ୍ୟୁତ୍‌ ବିଭାଗ ଅଧିକାରୀ: କାରଣ ଦର୍ଶାଅ ନୋଟିସ ନିର୍ଦ୍ଦେଶ ଦେଲେ ଜିଲାପାଳ

ବାରିପଦା ଅଫିସ,୪।୬: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଆସନ୍ତା ଜୁଲାଇ ୫ ଓ ୬ ଦୁଇଦିନ ଧରି ଅନୁଷ୍ଠିତ ହେବାକୁ ଥିବା ରଥଯାତ୍ରା ପାଇଁ ଜିଲା ପ୍ରଶାସନ ଓ…

5 years ago

କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର, ୪।୬(ବ୍ୟୁରୋ): ବାଲେଶ୍ୱର ଭାଜପା ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏମ୍‌ଏସ୍‌ଏମ୍‌ଇ, ପ୍ରାଣୀ ସମ୍ପଦ, ମତ୍ସ୍ୟ ଓ ଦୁଗ୍ଧ ମନ୍ତ୍ରଣାଳୟର…

5 years ago