ରାଜ୍ୟ

ସିଙ୍ଗପୁରରେ କାଳବୈଶାଖୀର ତାଣ୍ଡବ: ସରକାରୀ ସହାୟତା ଦାବି

ନୂଆଗାଁ,୩୦।୫ (ଡି.ଏନ୍‌.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତସ୍ଥ ସିଙ୍ଗପୁର ଗ୍ରାମରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ଲୀଳା ଘଟିଛି। ଏହା ଏକ ଆଦିବାସୀ ଅଧ୍ୟୁଷିତ…

5 years ago

ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ନବୀନଙ୍କ ଶପଥ ଗ୍ରହଣ: ନୂଆ ମନ୍ତ୍ରୀଙ୍କୁ ‘ଟାଇମ୍‌’ ମନ୍ତ୍ର

ଭୁବନେଶ୍ୱର,୩୦ା୫(ବ୍ୟୁରୋ):ରାଜ୍ୟରେ ପୁଣିଥରେ ବିଜେଡି କ୍ଷମତାସୀନ ହୋଇଛି। ଦଳର ସଭାପତି ନବୀନ ପଟ୍ଟନାୟକ ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ପରେ ନୂଆ ମନ୍ତ୍ରିମଣ୍ଡଳ…

5 years ago

ମନ୍ଦୋରଧରଙ୍କ ମନ ଦହି ପଖାଳରେ: ଗାଁକୁ ବିପଦ ଆସିଲେ ଶୁଭେ ବଂଶୀ ସୁର

ବଅଁରପାଳ, ୩୦।୫: ଗଡ଼ଦୁର୍ଗ ଭାବେ ପରିଚିତ ବଅଁରପାଳ ବ୍ଲକ ବଳରାମପ୍ରସାଦର ପାଟଣା ଠାରେ ରହିଛି ଅନେକ ଦେବଦେବୀ ପୀଠ। ହେଲେ ପ୍ରଭୁ ମନ୍ଦୋରଧର ସେଥିରୁ ଅନ୍ୟତମ। ବିଷ୍ଣୁଙ୍କ…

5 years ago

ପ୍ରସ୍ତୁତ ହେବ ବିକାଶମୂଳକ ଯୋଜନା:ବଦଳିବ ସହରାଞ୍ଚଳ କଳେବର

ଢେଙ୍କାନାଳ ଅଫିସ,୩୦।୫: ବଦଳିବ ଢେଙ୍କାନାଳ ଜିଲାର ପ୍ରମୁଖ ସହରାଞ୍ଚଳର କଳେବର। ସହରବାସୀ ଅତ୍ୟାଧୁନିକ ସୁବିଧା ହାତପାହାନ୍ତାରେ ପାଇବେ। ଏଥିପାଇଁ ଆବଶ୍ୟକ ଭିତ୍ତିଭୂମିର ବିକାଶ କରାଯିବ। ଏ ନେଇ…

5 years ago

ଗୁଣାତ୍ମକ ଶିକ୍ଷାରେ ଜିଲା ପଛୁଆ: ମାଟ୍ରିକ ପରୀକ୍ଷାରେ ୪୦୦୦ ପିଲା ଫେଲ୍‌

ଢେଙ୍କାନାଳ ଅଫିସ, ୩୦ା୫: ଗୁଣାତ୍ମକ ଶିକ୍ଷାରେ ପଛରେ ପଡ଼ିଛି ଢେଙ୍କାନାଳ ଜିଲା। ମାଟ୍ରିକ ପରୀକ୍ଷାରେ ୪ ହଜାର ପିଲା ଅକୃତକାର୍ଯ୍ୟ ହେବା ପରେ ଏପରି ଚିତ୍ର ପଦାକୁ…

5 years ago

ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦ: ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା

ଢେଙ୍କାନାଳ ଅଫିସ, ୩୦।୫: ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛନ୍ତି ଢେଙ୍କାନାଳ ସଦର ଥାନା ଝାରଗାଡ଼ିଆ ଫାଣ୍ଡି ଅଞ୍ଚଳବାସୀ। ଅନବରତ ୧୨ ଘଣ୍ଟା ଧରି ଅଘୋଷିତ ବିଦ୍ୟୁତ୍‌…

5 years ago

ଢେଙ୍କାନାଳ କଲେଜ ଯୁକ୍ତ୩ ପରୀକ୍ଷା ଫଳ ପ୍ରକାଶିତ: ପାସ୍‌ ହାର ୭୧.୨୮%, ସୁବ୍ରତ ଟପ୍ପର

ଢେଙ୍କାନାଳ ଅଫିସ, ୩୦।୫: ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ୩ ପରୀକ୍ଷା ଫଳ ବୁଧବାର ସକାଳ ସାଢ଼େ ୯ଟାରେ ପ୍ରକାଶ ପାଇଛି। ଚଳିତବର୍ଷ ପାସ୍‌ ହାର ରହିଛି ୭୧.୨୮%।…

5 years ago

ଅନୁଗୋଳ ଷ୍ଟାଡିୟମରେ ଖୋଲିଲା ସରକାରୀ ଆମ୍ବ ବଜାର: ଚାଷୀ, ଖାଉଟିଙ୍କୁ ମିଳିବ ଲାଭ

ଅନୁଗୋଳ ଅଫିସ, ୩୦।୫: ଅନୁଗୋଳ ଜିଲାରେ ଉତ୍ତମ କିସମର ଆମ୍ବ ପ୍ରଦର୍ଶନ ସହ ସୁଲଭ ଦରରେ ବିକ୍ରି କରିବା ଉଦ୍ଦେଶ୍ୟରେ ବୁଧବାର ଅନୁଗୋଳ ଷ୍ଟାଡିୟମ ପାର୍ଶ୍ୱରେ ସରକାରୀ…

5 years ago

ଅନୁଗୋଳ ପୌର କାର୍ଯ୍ୟାଳୟରେ ଜିଲାପାଳ: ସଫେଇ ସାର୍ଟିଫିକେଟ ଆଣିବାକୁ ନିର୍ଦ୍ଦେଶ

ଅନୁଗୋଳ ଅଫିସ, ୩୦।୫: ଅନୁଗୋଳ ପୌରାଞ୍ଚଳରେ ପରିମଳ ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ପ୍ରଶାସକ ତଥା ଜିଲାପାଳ ମନୋଜ କୁମାର ମହାନ୍ତି। ବୁଧବାର ଜିଲାପାଳ ପୌର…

5 years ago

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେନି ନବୀନ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ନରେନ୍ଦ୍ର ମୋଦି ଲଗାତ।ର ଦ୍ୱିତୀୟଥର ପାଇଁ ଗୁରୁବାର ପ୍ରଧାନମନ୍ତ୍ରୀ ପଦର ଶପଥ ନେବେ। ଏହି ଶପଥ ଗ୍ରହଣ ଉତ୍ସବକୁ ଦେଶବିଦେଶର ବହୁ ବିଶିଷ୍ଟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ…

5 years ago