ରାଜ୍ୟ

ସାପ କାମୁଡାରେ ମାଇଁ ମୃତ, ଭାଣିଜୀ ଗୁରୁତର

ଉମରକୋଟ,୨୯।୫(ଡି.ଏନ.ଏ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବକଡାବେଢା ପଞ୍ଚାୟତ ନିକଟସ୍ଥ ତେଣ୍ଡକାଗୁଡାରେ ମଙ୍ଗଳବାର ରାତିରେ ସାପ କାମୁଡାରେ ମାଇଁର ମୃତ୍ୟୁ ଘଟିଥିବା ବେଳେ ଭାଣିଜୀ ଗୁରୁତର ହୋଇଛନ୍ତି।…

5 years ago

ମୁଖ୍ୟମନ୍ତ୍ରୀଙ୍କୁ ଉତ୍କଳ ସମ୍ମିଳନୀର ଅଭିନନ୍ଦନ: ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ଦାବି

ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ଗତ ସାଧାରଣ ନିର୍ବାଚନରେ ବିପୁଳ ଜନସର୍ଥନ ଲାଭ କରିବା ସହ ଲଗାତର ପଞ୍ଚମଥର ପାଇଁ ଓଡ଼ିଶାରେ ସରକାର ଗଠନ କରିଛନ୍ତି ବିଜେଡି ସୁପ୍ରିମୋ ତଥା…

5 years ago

ଯାଞ୍ଚବେଳେ ଧରାପଡ଼ିଲା ବାଇକ୍‌ ଚୋରି ର଼୍ୟାକେଟ: ୫ ଚୋରା ବାଇକ ଜବତ, ଦୁଇ ଗିରଫ

ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ନୟାପଲ୍ଲୀ ଥାନା ପୋଲିସ ଗାଡ଼ି ଚେକିଂ କରୁଥିବାବେଳେ ବାଇକ ଚୋରି ରାକେଟକୁ ଧରିଛି। ଏହି ର଼୍ୟାକେଟରେ ସମ୍ପୃକ୍ତ ଦୁଇ ଜଣଙ୍କୁ ଗରଫ କରିବା ସହ…

5 years ago

ରାଜ୍ୟ ସ୍କାଉଟ୍‌ ଗାଇଡ୍‌ର ମୁଖ୍ୟ ଆୟୁକ୍ତଙ୍କୁ ‘ଏସିଆ ତାରକା’ ସମ୍ମାନ

ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍‌ସ ଏବଂ ଗାଇଡ଼ସର ରାଜ୍ୟ ମୁଖ୍ୟ ଆୟୁକ୍ତ ତଥା ଜାତୀୟ ପରିଷଦର ଉପସଭାପତି ଡ. କାଳିପ୍ରସାଦ ମିଶ୍ରଙ୍କୁ ‘ଏସିଆ ତାରକା’…

5 years ago

କର୍ଲାମୁଣ୍ଡା ସମବାୟ ସମିତି: ୨୩ ହଜାର କୁଇଣ୍ଟାଲ ଧାନ କିଣିବାକୁ ଲକ୍ଷ୍ୟ

କର୍ଲାମୁଣ୍ଡା,୨୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର କର୍ଲାମୁଣ୍ଡା ସମବାୟ ସମିତି ପକ୍ଷରୁ ବୁଧବାର ମଣ୍ଡି ଉଦ୍‌ଘାଟନ କରାଯାଇ ଧାନ କ୍ରୟ କରିବା ଆରମ୍ଭ ହୋଇଯାଇଛି। ଏହି…

5 years ago

କାଳ ବୈଶାଖୀରେ ଭାଙ୍ଗିଲା ଘର

ଚମ୍ପୁଆ,୨୯ା୫(ଡି.ଏନ.ଏ.): କାଳ ବୈଶାଖୀ ତାଣ୍ଡବ ଯୋଗୁଁ ବାସୁଦେବପୁର ଗ୍ରାମରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡିଛି। ବର୍ଷା ସହ ପ୍ରବଳ ବେଗରେ ପବନ ହେବାରୁ ଗ୍ରାମର ତ୍ରିବନ ମୁଣ୍ଡା,…

5 years ago

ଦୁର୍ଘଟଣାରେ ନାବାଳକଙ୍କ ଜୀବନ ଗଲା

ବାସୁଦେବପୁର, ୨୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା-ବାସୁଦେବପୁର ରାସ୍ତାର କଇଥଖୋଲା ନିକଟ ସିଙ୍ଗାପୁର ଛକଠାରେ ବୁଧବାର ମଧ୍ୟାହ୍ନରେ ଏକ ବାଇକ୍‌ ଧକ୍କାରେ ଅଶୋକ କୁମାର କର ନାମକ ଜଣେ…

5 years ago

ନବୀନଙ୍କ ସହ ଫୋନ୍‌ ଯୋଗେ କଥା ହେଲେ ରାଷ୍ଟ୍ରପତି, ଦେଲେ ଶୁଭେଚ୍ଛା

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଲଗାତାର ଭାବେ ପଞ୍ଚମ ଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ପରେ ନବୀନଙ୍କ ନିକଟକୁ ଶୁଭେଚ୍ଛାର ସୁଅ…

5 years ago

ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ..

ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ପାଳିରେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବୁଧବାର ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ପଞ୍ଚମ ଥର ଲାଗି ସେ ମୁଖ୍ୟମନ୍ତ୍ରୀ…

5 years ago

୧୦ବର୍ଷ ପରେ କାକଟପୁରକୁ ମନ୍ତ୍ରୀପଦ:ପ୍ରଥମ ଥର ବିଜୟୀ ହୋଇ ତୁଷାରକାନ୍ତି ହେଲେ ମନ୍ତ୍ରୀ, କର୍ମୀ ମନାଇଲେ ଉତ୍ସବ

କାକଟପୁର,୨୯।୫(ଡି.ଏନ୍‌.ଏ.): କାକଟପୁର ନିର୍ବାଚନମଣ୍ଡଳୀର ବିଧାୟକ ଭାବେ ପ୍ରଥମ ଥର ଲାଗି ଇଂ ତୁଷାରକାନ୍ତି ବେହେରା ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ ଭାବେ…

5 years ago