ରାଜ୍ୟ

ଛେଣ୍ଡିପଦା ଓ ମାଧପୁରରେ ବିଦ୍ୟୁତ୍‌ କାଟ: ଜନ ଅସନ୍ତୋଷ ବୃଦ୍ଧି

ଛେଣ୍ଡିପଦା/ମାଧପୁର, ୨୮।୫(ସ୍ବ.ପ୍ର.)- ଛେଣ୍ଡିପଦା ବ୍ଲକ ଅଞ୍ଚଳରେ କିଛି ମାସ ହେବ ଅଘୋଷିତ ବିଦ୍ୟୁତ୍‌ କାଟ ହେଉଥିବା ଅଭିଯୋଗ ହେଉଛି। ପ୍ରଚଣ୍ଡ ରୌଦ୍ରତାପ ଓ ଅସହ୍ୟ ଗୁଳୁଗୁଳି ଯୋଗୁ…

5 years ago

ପରଜଙ୍ଗରେ କାଳବୈଶାଖୀ: ବ୍ୟାପକ କ୍ଷତି; ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଉଡ଼ିଲା ଛପର

ପରଜଙ୍ଗ, ୨୮।୫(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୪ଟା ବେଳେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ତୋଫାନରେ ବ୍ୟାପକ କ୍ଷତି ହୋଇଛି। ପ୍ରବଳ ବେଗରେ ପବନ…

5 years ago

ଶିଶୁବଳି ସନ୍ଦେହରେ ଉତ୍ତେଜନା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବିରେ ଏସ୍‌ପି ଅଫିସ ଘେରିଲେ

ବଲାଙ୍ଗୀର ଅଫିସ, ୨୮ା୫: ବଲାଙ୍ଗୀର ସହର ଚିମିନିଭାଟିପଡା-ଲକ୍ଷ୍ମୀନଗରପଡା ପାଖ ଲକ୍ଷ୍ମୀଯୋର ଭିତରୁ ଗତ ଶୁକ୍ରବାର ରାତିରେ ଜଣେ ନିଖୋଜ ୫ ବର୍ଷର ଶିଶୁର ମୃତଦେହ ମିଳିଥିଲା ।…

5 years ago

ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ: ଜଣଙ୍କ ପରେ ଜଣେ ବିଧାୟକଙ୍କ ପାଖକୁ ଯାଉଛି ଫୋନ୍‌ କଲ୍‌

ଭୁବନେଶ୍ୱର,୨୮।୫(ବ୍ୟୁରୋ): ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ମନ୍ତ୍ରୀପଦ ପାଇଁ ପକ୍ରିୟା ଆରମ୍ଭ ହୋଇଯାଇଛି। ଏଥିପାଇଁ ମଙ୍ଗଳବାର ସଂନ୍ଧ୍ୟାରେ ନବ ନିର୍ବାଚିତ କିଛି ବିଧାୟକଙ୍କ ପାଖକୁ ଫୋନ୍‌ କଲ୍‌…

5 years ago

ବିଧାୟିକା ହେବା ପରେ ବରୀ ବ୍ଲକ ଅଧ୍ୟକ୍ଷା ପଦରୁ ସୁନନ୍ଦା ଦାସଙ୍କ ଇସ୍ତଫା

ବରୀ,୨୮ା୫(ସ୍ବ.ପ୍ର.)- ବରୀ ବିଧାୟିକା ଭାବେ ନିର୍ବାଚିତ ହେବା ପରେ ସୁନନ୍ଦା ଦାସ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା ପଦବୀରୁ ଇସ୍ତଫା ଦେଇଛନ୍ତି। ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ବୁଧବାର ସୁନନ୍ଦା…

5 years ago

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ନବୀନ

ପୁରୀ ଅଫିସ,୨୮।୫: ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଅପରାହ୍ନ…

5 years ago

ଉଦ୍ଧାର ହେଲା ଏଭେରେଷ୍ଟ ବିଜୟିନୀ କଳ୍ପନାଙ୍କ ମରଶରୀର, ଓଡ଼ିଶା ଅଣାଯିବା ପ୍ରକ୍ରିୟା ତ୍ୱରାନ୍ବିତ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟର ପ୍ରଥମ ମହିଳା ଏଭେରେଷ୍ଟ ବିଜୟିନୀ କଳ୍ପନା ଦାସଙ୍କ ମରଶରୀର ମଙ୍ଗଳବାର ଉଦ୍ଧାର କରାଯାଇଛି। ମୃତଦେହକୁ ବେସ୍‌ କ୍ୟାମ୍ପ-୪କୁ ଅଣାଯାଇଛି। ବେସ୍‌ କ୍ୟାମ୍ପରୁ ଏହାକୁ କାଠମାଣ୍ଡୁ…

5 years ago

ରଥଯାତ୍ରା ପୂର୍ବରୁ ସୁରକ୍ଷା ନେଇ ଡିଜିଙ୍କ ସମୀକ୍ଷା ବୈଠକ: ପୁରୀରେ ଲାଗିବ ସିସିଟିଭି

ପୁରୀ ଅଫିସ, ୨୮।୫: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାର ସୁରକ୍ଷା ନେଇ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ରଥଯାତ୍ରା ମାସକ ପୂର୍ବରୁ ମଙ୍ଗଳବାର ସିପି ଅଫିସରେ ପୋଲିସ…

5 years ago

ମନ୍ତ୍ରୀ ତାଲିକା ଚୂଡ଼ାନ୍ତ: ସମ୍ଭାବ୍ୟ ତାଲିକାରେ ଅଧାରୁ ଅଧିକ ନୂଆ ମୁହଁ, ଆଶାଆଶଙ୍କାରେ ପୂର୍ବତନ ମନ୍ତ୍ରୀ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ଦିନକ ପରେ ବିଜେଡି ୫ମ ଥର ପାଇଁ ରାଜ୍ୟ ଶାସନ ଡୋରି ଧରିବାକୁ ଯାଉଛି। ନୂତନ ମନ୍ତ୍ରିମଣ୍ଡଳରେ ସାମିଲ ହେବା ପାଇଁ ପୂର୍ବତନ ମନ୍ତ୍ରୀ…

5 years ago

ବୁଧବାର ୫ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ବିଜେଡି ପଞ୍ଚମ ପାଳି ଆରମ୍ଭ କରିବାକୁ ଯାଉଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଲଗାତର ୫ମ ଥର ପାଇଁ ବୁଧବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ…

5 years ago