ରାଜ୍ୟ

ମାଗଣାରେ ପାଞ୍ଚଟଙ୍କିଆ ଖାଦ୍ୟ ନ ଦେବାରୁ ମାଡ଼ମାରି ଢାଳିଦେଲେ ଯୁବକ, ଥାନାରେ ଅଭିଯୋଗ

ରଣପୁର, ୨୭।୫(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ସରକାରୀ ଡାକ୍ତରଖାନା ପରିସରରେ ରହିଛି ପାଞ୍ଚଟଙ୍କିଆ ଆହାର କେନ୍ଦ୍ର। ସୋମବାର ଉକ୍ତ କେନ୍ଦ୍ରର କର୍ମଚାରୀମାନେ ଜଣେ ଯୁବକଙ୍କୁ ମାଗଣାରେ ଖାଦ୍ୟ…

5 years ago

ଭିଜିଲାନ୍ସ ଜାଲରେ ଗୋପ ଥାନା ଅଧିକାରୀ

ଗୋପ, ୨୭।୫(ଡି.ଏନ୍‌.ଏ): ପୁରୀ ଜିଲା ଗୋପ ଥାନା ଅଧିକାରୀ ସୌମ୍ୟଚିତ୍‌ ମିଶ୍ର ଲାଞ୍ଚ ନେବା ଅଭିଯୋଗରେ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୩ ହଜାର ଟଙ୍କା ଲାଞ୍ଚ…

5 years ago

୮,୯ରେ ଓଜେଇଇ କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଜୁନ୍‌ ୮ ଓ ୯ରେ ଓଜେଇଇର କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା ଅନୁଷ୍ଠିତ ହେବ। ରାଜ୍ୟରେ ପ୍ରଥମ ଥର ପାଇଁ ଅନ୍‌ଲାଇନ୍‌ରେ ଏହି ପରୀକ୍ଷା…

5 years ago

ଜଳୁଛି କଳାହାଣ୍ଡି : ୪୪.୫ ଡିଗ୍ରୀ ତାପମାତ୍ରା, ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୭ା୫(ଡି.ଏନ୍‌.ଏ.): ସାରା ରାଜ୍ୟ ପ୍ରବଳ ଗ୍ରୀଷ୍ମତାପରେ ଜଳୁଥିବାବେଳେ ଭବାନୀପାଟଣାରେ ତାପମାତ୍ରା ୪୪.୫ ଡିଗ୍ରୀ ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ…

5 years ago

ଅପହୃତା ଝିଅକୁ ଉଦ୍ଧାର ପାଇଁ ଥାନା ଆଗରେ ଧାରଣାରେ ବସିଲେ ମା’, ବାହାର ରାଜ୍ୟକୁ ଚାଲାଣ ଅଭିଯୋଗ ଆଣିଲେ ପରିବାର

ହାଟଡ଼ିହୀ, ୨୭ା୫ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଓରାଳି ପଞ୍ଚାୟତ ମଧୁରଗଡ଼ିଆ ଗ୍ରାମର ଜଣେ ୧୫ ବର୍ଷିୟା ସବର୍ଣ୍ଣ ନାବାଳିକାଙ୍କୁ ସେହି ଗ୍ରାମର କିଛି ଅସବର୍ଣ୍ଣ…

5 years ago

କାଠଯୋଡ଼ିରେ ବୁଡ଼ି ଇଞ୍ଜିନିୟରିଂ ଛାତ୍ର ନିଖୋଜ ଘଟଣା: ୨୧ ଘଣ୍ଟା ପରେ ମୃତଦେହ ଉଦ୍ଧାର

ନରାଜ/ବାରଙ୍ଗ, ୨୭।୫(ଡି.ଏନ୍‌.ଏ.): କଟକସ୍ଥିତ ନରାଜ ଆନିକଟ ପାଖ କାଠଯୋଡ଼ିରେ ବୁଡ଼ି ରବିବାର ମଧ୍ୟାହ୍ନରେ ନିଖୋଜ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତଦେହ ସୋମବାର ଉଦ୍ଧାର ହୋଇଛି। ସେ ହେଲେ ଝାଡ଼ଖଣ୍ଡର…

5 years ago

ବାପ-ପୁଅ ଦଳରେ ପରିଣତ ହୋଇଛି କଂଗ୍ରେସ : ନିରଞ୍ଜନଙ୍କ ଉପରେ ବର୍ଷିଲେ କାହ୍ନୁ

ଭୁବନେଶ୍ୱର,୨୭ା୫(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଓଡିଶାରେ କଂଗ୍ରେସ ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିବାପରେ ନେତାମାନଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ଦଳର ରାଜ୍ୟ ନେତୃତ୍ୱଙ୍କ…

5 years ago

ଭିତରକନିକାରେ ୨୫ କୁମ୍ଭୀର ବସା ଚିହ୍ନଟ

ରାଜନଗର,୨୭ା୫(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ଭିତରକନିକା ଜାତୀୟ ଉଦ୍ୟାନରେ ରବିବାର ସୁଦ୍ଧା ୨୫ଟି କୁମ୍ଭୀର ବସା ଚିହ୍ନଟ ହୋଇଛି। ଏହି ଜାତୀୟ ଉଦ୍ୟାନର ନଦୀ,…

5 years ago

ଅର୍ଥ, କ୍ଷମତା ବଳରେ ମନ୍ତ୍ରୀପଦ ଆଶା

ଭୁବନେଶ୍ୱର,୨୭।୫: ସାରା ଦେଶରେ ସାଧାରଣ ନିର୍ବାଚନ ସମାପ୍ତ ହୋଇଛି। ସେହିଭଳି ରାଜ୍ୟରେ ଲୋକ ସଭା ସହ ବିଧାନସଭା ନିର୍ବାଚନ ମଧ୍ୟ ସମାପ୍ତ ହୋଇଛି। ଲଗାତର ୫ମ ଥର…

5 years ago

ସରକାର ଗଠନ ଦାବି ଜଣାଇଲେ ନବୀନ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବିଜେଡି ସଭାପତି ନବୀନ ପଟ୍ଟନାୟକ ଲଗାତର ୫ମ ଥର ରାଜ୍ୟରେ ସରକାର ଗଢ଼ିବାକୁ ଯାଉଛନ୍ତି। ରବିବାର ବିଜେଡି ବିଧାୟକ ଦଳ ବୈଠକରେ ସର୍ବସମ୍ମତ କ୍ରମେ ନେତା…

5 years ago