ରାଜ୍ୟ

ଝରକା ବାଟେ ବାହାରକୁ ଗରମ ପାଣି ଫିଙ୍ଗିଲେ ସହାୟିକା, ଅଙ୍ଗନଓ୍ବାଡି ଶିଶୁ ଗୁରୁତର

ସୋନପୁର/ବୀରମହାରାଜପୁର,୧୪।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଜଟିଆପାଲି ଅଙ୍ଗନୱାଡି କେନ୍ଦ୍ରରେ ମଙ୍ଗଳବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି। କେନ୍ଦ୍ରର ସହାୟିକା ବେଦମତୀ ମହାକୁର ଶିଶୁକନ୍ୟା ପ୍ରୀତିମୟୀ…

5 years ago

ପ୍ରତିଶ୍ରୁତି ଦେଇଥିବା ଅଧିକାରୀଙ୍କୁ ପାଇଲେନି: ଲୋକେକାର୍ଯ୍ୟ ବନ୍ଦକରି ବିଦ୍ୟୁତ୍‌ ଅଫିସ ଘେରିଲେ

ଭୁବନେଶ୍ୱର, ୧୪ା୫(ବ୍ୟୁରୋ)- ତାରିଖ ପରେ ତାରିଖ ଘୁଞ୍ଚୁଛି। ହେଲେ ମିଳିପାରୁନି ବିଦ୍ୟୁତ୍‌ ସେବା। ବାତ୍ୟା ପରଠାରୁ ବିନା ବିଦ୍ୟୁତ୍‌ରେ ଛଟପଟ ହେଉଥିବା ବିପନ୍ନମାନେ ଧୈର୍ଯ୍ୟହରାଇ ଆନ୍ଦୋଳନାତ୍ମକ ପନ୍ଥାକୁ…

5 years ago

ନିଶାରେ ଭାସିଥିଲା ନିର୍ବାଚନ

କଟକ ଅଫିସ, ୧୩।୫:  ନିଶାରେ ଭାସିଥିଲା ଓଡ଼ିଶାର ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନ। ଭଦ୍ରକରେ ନିର୍ବାଚନ ସମୟରେ ବିଷାକ୍ତ ମଦ ପିଇ ୧୦ ଜଣ ପ୍ରାଣ ହରାଇଥିଲେ।…

5 years ago

୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ: ବଜ୍ରପାତରେ ୨ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,(ବ୍ୟୁରୋ)/କୁନ୍ଦୁରା,୧୩।୫(ଡି.ଏନ୍‌.ଏ.)-ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ହନ୍ତସନ୍ତ କରିଦେଲାଣି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଏହିଭଳି ତାତି ଅନୁଭୂତ…

5 years ago

ପୁରୀ ଜିଲାରେ ବାତ୍ୟା ପରବର୍ତ୍ତୀ ସ୍ଥିତି ପରଖିବେ ସ୍ବାସ୍ଥ୍ୟ ସଚିବ : ବାତ୍ୟା କ୍ଷତିଗ୍ରସ୍ତ ପୁରୀ, ଖୋର୍ଦ୍ଧା ଜିଲାରେ କାର୍ଯ୍ୟ କରିବେ ୨୦ ଡାକ୍ତର

ଭୁବନେଶ୍ୱର,୧୩।୫(ବ୍ୟୁରୋ)- ବାତ୍ୟା ପରବର୍ତ୍ତୀ ସ୍ବାସ୍ଥ୍ୟସେବା ତଦାରଖ ଲାଗି ବିଭାଗୀୟ ଶାସନ ସଚିବଙ୍କ ସହ ଅନ୍ୟ ଆଇଏଏସ୍‌ ଓ ଓଏଏସ୍‌ ଅଧିକାରୀମାନେ ସୋମବାର ପୁରୀ ଜିଲାର ବିଭିନ୍ନ ବ୍ଲକ…

5 years ago

ଚାଲିଲା ୧୮ ଏକ୍ସପ୍ରେସ୍‌ ଟ୍ରେନ୍‌ : ପୁରୀରୁ ସମସ୍ତ ଏକ୍ସପ୍ରେସ୍‌ ଟ୍ରେନ୍‌ ସେବା ଆରମ୍ଭ

ଭୁବନେଶ୍ୱର,୧୩।୫(ବ୍ୟୁରୋ)-ବାତ୍ୟା ପାଇଁ ବାତିଲ ହୋଇଥିବା ସମସ୍ତ ଏକ୍ସପ୍ରେସ୍‌ ଟ୍ରେନ୍‌ ପୁଣିଥରେ ଚଳାଚଳ ଆରମ୍ଭ କରିଛି। ରବିବାରଠାରୁ ଦେଶର ବିଭିନ୍ନ ପ୍ରାନ୍ତକୁ ମୋଟ ୧୮ ଏକ୍ସପ୍ରେସ୍‌ ଟ୍ରେନ୍‌ ପୂର୍ବ…

5 years ago

ଚିଲିକାରେ ୪ ନୂଆ ମୁହାଣ : ବଢ଼ିଛି ଲବଣ ମାତ୍ରା

ଭୁବନେଶ୍ୱର,୧୩।୫(ବ୍ୟୁରୋ)- ବାତ୍ୟା ‘ଫନୀ’ ପ୍ରଭାବରେ ଚିଲିକାରେ ୪ ନୂଆ ମୁହାଣ ସୃଷ୍ଟି ହୋଇଛି। ପୂର୍ବରୁ ଥିବା ଦୁଇଟି ମୁହାଣ ମଝିରେ ଆଉ ତିନୋଟି ଏବଂ ଉତ୍ତରପଟକୁ ଆଉ…

5 years ago

ସଡ଼କ ଦୁର୍ଘଟଣାରେ ହାସ୍ୟ ଅଭିନେତା ସଲୀଲ ମିତ୍ର ଗୁରୁତର

ଭୁବନେଶ୍ୱର,୧୨।୫(ବ୍ୟୁରୋ): ହାସ୍ୟ ଅଭିନେତା ସଲୀଲ ମିତ୍ର ରବିବାର ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି। ସଲୀଲଙ୍କ ଗୋଡ ଭାଙ୍ଗି ଯାଇଥିବା ସୂଚନା ମିଳିଛି। କେନ୍ଦୁଝର ଜିିଲା…

5 years ago

ପୁରୀଠାରୁ ୫୧୦ କିଲୋମିଟର ଦୂରରେ ‘ଫନୀ’

ଭୁବନେଶ୍ୱର, ୨।୫(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଫନୀ’ ପୁରୀଠାରୁ ପ୍ରାୟ ୫୧୦ କିଲୋମିଟର ଦୂରରେ ରହିଛି। ଏହା ଶୁକ୍ରବାର ସନ୍ଧ୍ୟା ୫ଟା ୩୦ରେ ପୁରୀ ନିକଟରେ ଲାଣ୍ଡଫଲ କରିବାର…

5 years ago

୫ ମିଟର ଯାଏ ଉଠିବ ସମୁଦ୍ର ଢେଉ

ଭୁବନେଶ୍ୱର,୧ା୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗରର ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅତି ଭୟଙ୍କର ସାମୁଦ୍ରିକ ଝଡ଼ (ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମ) ରେ ପରିଣତ ହୋଇଛି।…

5 years ago