ରାଜ୍ୟ

ଶେଷ ପର୍ଯ୍ୟାୟରେ ନିର୍ବାଚନ ପ୍ରଚାର: ବିଜେଡି-ଭାଜପା ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା

ଢେଙ୍କାନାଳ ଅଫିସ, ୨୦।୪- ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ଢେଙ୍କାନାଳ ଲୋକସଭା କ୍ଷେତ୍ର। ହାଟ୍ରିକ୍‌ ବିଜୟ ସହ ମୋଟ ୪ ଥର ଏମ୍‌ପି ରହିଆସିଥିବା ବରିଷ୍ଠ ବିଜେଡି…

5 years ago

ବିଦ୍ୟୁତ୍‌ ଖୁଣ୍ଟରୁ ପଡ଼ି ଶ୍ରମିକଙ୍କ ଗଲା ଜୀବନ: ସେସୁ କର୍ମଚାରୀଙ୍କୁ ଘେରିଲେ ଗ୍ରାମବାସୀ

ନିରାକାରପୁର,୨୦ା୪(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ବିଦ୍ୟୁତ୍‌ ବିଭାଗ ଅଧୀନ ଲେଣ୍ଡୋ ପଞ୍ଚାୟତ ଭଗବତୀପଡ଼ାଠାରେ ଖୁଣ୍ଟରେ କାମ କରୁଥିବାବେଳେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଶୁୁକ୍ରବାର ପୂର୍ବାହ୍ନ ୧୧ଟାରେ…

5 years ago

୬ ପୋଲିଂ କର୍ମଚାରୀ ସସ୍‌ପେଣ୍ଡ

ବରଗଡ଼ ଅଫିସ,୧୯।୪: ୬ଜଣ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ବରଗଡ଼ ଜିଲାପାଳ। ନିର୍ବାଚନରେ ଅବହେଳା ଯୋଗୁଁ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କରାଯାଇଥିବା ସୂଚନା ମିଳିଛି। ସସ୍‌ପେଣ୍ଡ ମଧ୍ୟରେ…

5 years ago

ରେଭେନ୍‌ଶାରେ ଛାତ୍ରୀଙ୍କୁ ର଼୍ୟାଗିଂ ଘଟଣା : ୧୪ ଦିନ ପୂରିଲା: ଦଣ୍ଡାଦେଶ ମାନିଲେନି

କଟକ ଅଫିସ,୧୯।୪- ରେଭେନ୍‌ଶା ବିଶ୍ୱବିଦ୍ୟାଳୟର କାଠଯୋଡ଼ି ହଷ୍ଟେଲରେ ଘଟିଥିବା ଛାତ୍ରୀ ର଼୍ୟାଗିଂ ଘଟଣାର ତଦନ୍ତ ରିପୋର୍ଟ ଗତ ୫ ତାରିଖରେ ୟୁନିଭର୍ସିଟି ଗ୍ରାଣ୍ଟ କମିଶନ(ୟୁଜିସି) ନିକଟରେ ବିଶ୍ୱବିଦ୍ୟାଳୟର…

5 years ago

୪ ଜଣଙ୍କ ଜୀବନ ନେଲା ଦନ୍ତାହାତୀ

ତାଳଚେର,୧୯ା୪(ଡି.ଏନ୍‌.ଏ): ତାଳଚେର ପୋରାଞ୍ଚଳର ଷଣ୍ଢଗାଁରେ ଗୁରୁବାର ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ୪ଜଣଙ୍କ ଜୀବନ ଯାଇଛି। ସେମାନେ ହେଲେ କାଳିଆ ସହର, ସୁନୀତା ସେଠ୍‌, ସାରଥି ସହର…

5 years ago

ସର୍ଟସର୍କିଟରୁ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

ଭୁବନ, ୧୯ା୪(ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ପରିବା ମାର୍କେଟରେ ଥିବା ନାରାୟଣ ପୋଥାଳଙ୍କ ଗ୍ରୋସରୀ ଦୋକାନରେ ବିଦ୍ୟୁତ ସର୍ଟସର୍କିଟରୁ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି…

5 years ago

ବିଭୂତି ଓ ରୁଦ୍ରଙ୍କ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପ୍ରଚାର

ପରଜଙ୍ଗ,୧୮ା୪(.) : ଢେଙ୍କାନାଳ ଜିଲା ପରଜଙ୍ଗ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ବିଭୂତି ପ୍ରଧାନ ଓ ଢେଙ୍କାନାଳ ଏମ୍‌ପି ପ୍ରାର୍ଥୀ ରୁଦ୍ରନାରାୟଣ ପାଣିଙ୍କ ପାଇଁ ଗୁରୁବାର କେନ୍ଦ୍ରମନ୍ତ୍ରୀ…

5 years ago

ପୂର୍ବାହ୍ନ ୧୧ଟା ସୁଦ୍ଧା ଗଞ୍ଜାମରେ ୨୧.୩୩ ପ୍ରତିଶତ ମତଦାନ

ବ୍ରହ୍ମପୁର ଅଫିସ,୧୮ା୪: ଗଞ୍ଜାମ ଜିଲାର ଆସିକା ଲୋକ ସଭା ଏବଂ ଏହା ଅଧୀନ ୭ଟି ବିଧାନସଭା ଯଥା ଆସିକା, ହିଞ୍ଜିଳି, ସାନଖେମୁଣ୍ଡି, ସୋର ପୋଲସରା, ଖଲିକୋଟ ଓ…

5 years ago

ଆସିକା ବିଧାନସଭା : ୨୦୯ ବୁଥ୍‌ରେ ଚାଲିଛି ମତଦାନ

ଆସିକା,୧୮ା୪(ଡି.ଏନ.ଏ.): ଆସିକା ବିଧାନସଭା ନିର୍ବାଚନମଣ୍ଡଳୀର ସମୁଦାୟ ୨୦୯ ବୁଥ୍‌ରେ ନିର୍ବାଚନ ଶୃଙ୍ଖଳାର ସହ ଚାଲିଛି । ପ୍ରଥମ ୨ ଘଣ୍ଟା ମଧ୍ୟରେ ମତଦାନ ହାର ଆଶାନୁରୂପ ରହି…

5 years ago

ନୂତନ ମତଦାତାଙ୍କ ମଧ୍ୟରେ ଉତ୍ସାହ

ଘଣ୍ଟାପଡ଼ା,୧୮ା୪(ଡି.ଏନ୍‌.ଏ) : ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୧ ନଂ ଜିଲାପରିଷଦ ଜୋନ୍‌ର ଅନେକ ସ୍ଥାନରେ ଇଭିଏମ ଅଚଳ ହୋଇପଡ଼ିଥିଲା।  ଫଳରେ ୧ ଘଣ୍ଟା ବିଳମ୍ବରେ…

5 years ago