ରାଜ୍ୟ

ଜନ୍ମନେଲେ ଲକ୍ଷାଧିକ ଅଲିଭ୍‌ ରିଡ୍‌ଲେ ଶାବକ

ରାଜନଗର,୧୮ା୪(ଡି.ଏନ.ଏ): କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା ଏବେ ଚଳଚଞ୍ଚଳ ହୋଇଉଠିଛି। ଗତମାସରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ କଇଁଛ ବାବୁବାଲି ଦ୍ୱୀପରେ ସମୂହ ଅଣ୍ଡାଦାନ କରିଥିଲେ। ଏବେ…

5 years ago

ଇଭିଏମ୍‌ରେ ତ୍ରୁଟି : ବିଳମ୍ବରେ ମତଦାନ

ସୁନ୍ଦରଗଡ଼,୧୮ା୪(ଡି.ଏନ୍‌.ଏ) : ସୁନ୍ଦରଗଡ଼ ଜିଲାରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆରମ୍ଭ ହୋଇଛି। ଜିଲାର ଲୋକ ସଭା ଓ ଏହା ଅଧୀନ ୭ଟି ବିଧାନସଭା ନିର୍ବାଚନମଣ୍ଡଳୀରେ…

5 years ago

ଜି.ଉଦୟଗିରି ଏନ୍‌ଏସିର ବିଭିନ୍ନ ବୁଥରେ ବିଳମ୍ବରେ ମତଦାନ

ଜି.ଉଦୟଗିରି,୧୮ା୪(ଡି.ଏନ୍‌.ଏ.) : ଜି. ଉଦୟଗିରି ଓ କନ୍ଧମାଳ ଲୋକ ସଭା ନିର୍ବାଚନ ମଣ୍ଡଳୀ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହେବାକୁ ଥିବାବେଳେ ବିଳମ୍ବରେ ମତଦାନ ହୋଇଛି।…

5 years ago

ଭାଜପା ପ୍ରାର୍ଥୀଙ୍କ କାରରୁ ଲକ୍ଷାଧିକ ଟଙ୍କା ଜବତ

ହିନ୍ଦୋଳ,୧୮।୪(ଡି.ଏନ.ଏ): ଢ଼େଙ୍କାନାଳ ଜିଲା ହିନ୍ଦୋଳର ମଙ୍ଗଳପୁରରୁ ଗୁରୁବାର ଭାଜପା ପ୍ରାର୍ଥୀଙ୍କ କାରରୁ ଲକ୍ଷାଧିକ ଟଙ୍କା ଜବତ କରାଯାଇଛି। ଭାଜପା ପ୍ରାର୍ଥୀ ଆଶୋକ ନାୟକଙ୍କ ଗାଡ଼ିରୁ ଷ୍ଟାଟିକ୍‌ ସର୍ଭେଲାନ୍ସ…

5 years ago

ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ୫ ଲୋକ ସଭା, ୩୫ ବିଧାନସଭା ଆସନ ଲାଗି ମତଦାନ ଜାରି; ଜାଣନ୍ତୁ LIVE UPDATES

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଗୁରୁବାର ଅନୁଷ୍ଠିତ ହେଉଛି। ସକାଳ ୭ଟାରୁ ଏହି ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୫…

5 years ago

ପୋଖରୀ ସଫେଇ ଦାବିରେ ସ୍କୁଲ ସମ୍ମୁଖରେ ଧାରଣା

କଣ୍ଟାପଡା, ୧୮।୪(ଡି.ଏନ୍‌.ଏ.): କଟକର  କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ନାହଳପୁର ଗ୍ରାମପଞ୍ଚାୟତର ଗୁଣାଦୋଳ କେ.ଏନ. ନୋଡାଲ ସ୍କୁଲ ସମ୍ମୁଖରେ ଧାରଣା ଦିଆଯାଇଛି। ସ୍କୁଲ ଅଧିନରେ ଥିବା ଠାକୁରା ପୋଖରୀ…

5 years ago

୧୦୦ରୁ ଉର୍ଦ୍ଧ୍ୱ ମହିଳାଙ୍କୁ ବଳାତ୍କାର କରିଥିବା ୭୧ବର୍ଷୀୟ ବୃଦ୍ଧ ଗିରଫ

ଲୁଇସିୟାନା, ୧୮।୪: ବଳାତ୍କାର ଅଭିଯୋଗରେ ଜଣେ ୭୧ବର୍ଷୀୟ ବୃଦ୍ଧଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ନାଁରେ ୧୦୦ରୁ ଉର୍ଦ୍ଧ୍ୱ ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ସେଥିମଧ୍ୟରୁ…

5 years ago

ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ

ଭଞ୍ଜନଗର,୧୮।୪(ଡି.ଏନ.ଏ): ଭଞ୍ଜନଗର ଥାନା ଅନ୍ତର୍ଗତ ଅଗଝୋଳରେ ବୁଧବାର ବିଳମ୍ବିତ ରାତିରେ ବୋମା ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଉକ୍ତ ଗଁ।ର ସଦାଶିବ ପ୍ରଧାନଙ୍କ (୨୪) ମୃତ୍ୟୁ ହୋଇଛି।…

5 years ago

ତାତି ଯାଉଛି ମହାନଦୀ ଜଳ, ଡହଳବିକଳ ଜଳଚର

ଖଣ୍ଡପଡ଼ା,୧୮ା୪(ସ୍ବ.ପ୍ର.): ସମ୍ପ୍ରତି ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିିଛି। ଏଥିଯୋଗୁ ମହାନଦୀର ଜଳ ତାତିଯାଉଛି । ଅସହ୍ୟ ଖରା ଯୋଗୁ କିଛିଦିନ ହେଲା ସକାଳ…

5 years ago

ଓଡ଼ଗାଁ ଶ୍ରୀରାମନବମୀ ଯାତ୍ରାର ପଞ୍ଚମ ସନ୍ଧ୍ୟା : ଶ୍ରୀରାମଙ୍କ ଶିବଧନୁ ଭଗ୍ନ, ସୀତା ବିବାହ

ଓଡ଼ଗାଁ,୧୮ା୪(ସ୍ବ.ପ୍ର.): ଓଡ଼ଗାଁରେ ବିଜେ ପ୍ରଭୁ ଶ୍ରୀରଘୁନାଥଜୀଉଙ୍କ ନବ ଦିନ ବ୍ୟାପୀ ଶ୍ରୀରାମନବମୀ ଯାତ୍ରା ଅନୁଷ୍ଠିତ ହେଉଛି। ଉତ୍ସବର ପଞ୍ଚମ ସନ୍ଧ୍ୟା ଅବସରରେ ଚୈତ୍ର ଶୁକ୍ଳ ଅନଙ୍ଗ ତ୍ରୟୋଦଶୀ…

5 years ago