ଗୋପ,୮ା୮(ଡି.ଏନ୍.ଏ.): ପୁରୀ ଜିଲା ଗୋପ ବ୍ଲକ୍ ଅଞ୍ଚଳରେ ଥିବା ବେଆଇନ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକର ଏନ୍ଓସି ରଦ୍ଦ କରାଯାଉଛି। ତେବେ ବୁଧବାର ଆଉ ୫ ଘରୋଇ ଶିକ୍ଷାନୁଷ୍ଠାନର ଏନଓସି…
ପୁରୁଣା ଭୁବନେଶ୍ୱର, ୮ା୮(ଡି.ଏନ.ଏ.): ଏକାମ୍ର କ୍ଷେତ୍ରର ଐତିହ୍ୟ ଓ ପୂରାତନ ମନ୍ଦିରଗୁଡ଼ିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ପାଇଁ ସରକାର ଯୋଜନାରେ କୋଟି କୋଟି ଟଙ୍କା…
ଭୁବନେଶ୍ୱର,୮ା୮(ବ୍ୟୁରୋ): ୨୦୨୨ ସୁଦ୍ଧା ରାଜ୍ୟରେ କୃଷକଙ୍କ ଆୟ ଦ୍ୱିଗୁଣିତ କରିବା ଲକ୍ଷରେ ‘ଅନନ୍ୟା’ ଏବଂ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ମିଳିତ ସହଯୋଗରେ ବୁଧବାର…
ବାରଙ୍ଗ,୮ା୮(ଡି.ଏନ୍.ଏ.): ଚଳିତବର୍ଷର ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟା ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଆରମ୍ଭ ହୋଇଛି। ଅଗଷ୍ଟ ମାସରେ ୩ଟି ପର୍ଯ୍ୟାୟରେ ନନ୍ଦନକାନନକୁ ନୂଆ ଅତିଥି ଆସିବା ନେଇ ପୂର୍ବରୁ…
କଟକ ଅଫିସ, ୮ା୮: ରାଜ୍ୟର ବହୁଚର୍ଚ୍ଚିତ କେନ୍ଦୁଝର ଜିଲା ଉଲିବୁରୁ ଖଣି ଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କ ଜାମିନ ଆବେଦନ ପୁଣି ଖାରଜ ହୋଇଛି। ଜଷ୍ଟିସ୍…
କଟକ ଅଫିସ,୮ା୮: ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍) ଉଚ୍ଛେଦ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶିତ ଗେଜେଟ୍ ନୋଟିଫିକେଶନକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ମାମଲାର ଶୁଣାଣି କରି…
କଟକ ଅଫିସ, ୮ା୮: କଟକରେ କିଛିଦିନ ତଳେ ୨୪ଘଣ୍ଟା ମଧ୍ୟରେ ୩ଜଣଙ୍କ ଗଳାକାଟି ହତ୍ୟା କରାଯାଇଥିଲା। ଏହି ମାମଲାରେ ପୋଲିସ ନୟାଗଡ଼ ଅଞ୍ଚଳର ନାରାୟଣ ସାହୁଙ୍କୁ ଗିରଫ…
ତାଳଚେର,୮ା୮(ନି.ପ୍ର.) ରୋଗୀଙ୍କ ଜୀବନ ରକ୍ଷାରେ ଆମ୍ବୁଲାନ୍ସର ଭୂମିକା ଗୁରୁତ୍ୱପୂର୍ଣ୍ଣ। ହେଲେ ଏନ୍ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍) ହସ୍ପିଟାଲ କର୍ତ୍ତୃପକ୍ଷ ଆମ୍ବୁଲାନ୍ସରେ ବର୍ଜ୍ୟବସ୍ତୁ ପରିବହନ କରୁଛନ୍ତି। ଏପରି…
ଚଣ୍ଡିଖୋଲ,୮ା୮(ଡି.ଏନ୍.ଏ.): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ବୁଧବାର ବର୍ଷା ଲାଗିରହିଛି। ଫଳରେ ବଡ଼ଚଣା ବ୍ଲକ ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ଚଣ୍ଡିଖୋଲ, ବାଲିଚନ୍ଦ୍ରପୁର, ଛତିଆ,…
ଭୁବନେଶ୍ୱର, ୮ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ-ପୂର୍ବ ଦିଗରେ ଏହା କେନ୍ଦ୍ରୀଭୂତ…