Advertisement

ରାଜ୍ୟ

ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡ଼ିଚାଳନା, ଘର ଭିତରେ ପଶାଇଦେଲେ ଗାଡ଼ି, କାବୁ କଲେ ଲୋକେପୋଲିସ କର୍ମଚାରୀଙ୍କ ବେପରୁଆ ଗାଡ଼ିଚାଳନା, ଘର ଭିତରେ ପଶାଇଦେଲେ ଗାଡ଼ି, କାବୁ କଲେ ଲୋକେ

ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡ଼ିଚାଳନା, ଘର ଭିତରେ ପଶାଇଦେଲେ ଗାଡ଼ି, କାବୁ କଲେ ଲୋକେ

ଢେଙ୍କାନାଳ, ୨୮।୩(ରତନ ନାୟାର): କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡି ଚାଳନା। ନିଶାଶକ୍ତ ଅବସ୍ଥାରେ ବେପରୁଆ କାର ଚଳାଇ ଏକ ଜଳଖିଆ ଠେଲାକୁ ଧକ୍କା ଦେଇ ଜଣଙ୍କ…

3 weeks ago
ଭିଜିଲାନ୍ସ ଜାଲରେ ସିନିୟର କ୍ଲର୍କଭିଜିଲାନ୍ସ ଜାଲରେ ସିନିୟର କ୍ଲର୍କ

ଭିଜିଲାନ୍ସ ଜାଲରେ ସିନିୟର କ୍ଲର୍କ

ଅନୁଗୋଳ,୨୮।୩: ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ।…

3 weeks ago
ରାଉରକେଲାରେ ପୁଣି ଫୁଟିଲା ଗୁଳି: ଯୁବକଙ୍କୁ ଗୋଡ଼ାଇ ଗୋଡାଇ ହୋଟେଲରେ ପଶିଲେ, ଭୁଜାଲିରେ ହାଣିଲେ…ରାଉରକେଲାରେ ପୁଣି ଫୁଟିଲା ଗୁଳି: ଯୁବକଙ୍କୁ ଗୋଡ଼ାଇ ଗୋଡାଇ ହୋଟେଲରେ ପଶିଲେ, ଭୁଜାଲିରେ ହାଣିଲେ…

ରାଉରକେଲାରେ ପୁଣି ଫୁଟିଲା ଗୁଳି: ଯୁବକଙ୍କୁ ଗୋଡ଼ାଇ ଗୋଡାଇ ହୋଟେଲରେ ପଶିଲେ, ଭୁଜାଲିରେ ହାଣିଲେ…

ରାଉରକେଲା,୨୮l୩(ସଂଗୀତା ଜେନା): ରାଉରକେଲାରେ ପୁଣି ଗୁଳିକାଣ୍ଡ। ଗତ ମାସ ୪ ନଂ ସେକ୍ଟରରେ ଘଟିଥିବା ଗୁଳିକାଣ୍ଡ ଲୋକଙ୍କ ମନରୁ ଯାଇ ନ ଥିବା ବେଳେ ଗୁରୁବାର ରାତିରେ…

3 weeks ago
ପ୍ରଦୀପ ଜେନାଙ୍କୁ ମିଳିଲା ବଡ଼ ପଦବୀପ୍ରଦୀପ ଜେନାଙ୍କୁ ମିଳିଲା ବଡ଼ ପଦବୀ

ପ୍ରଦୀପ ଜେନାଙ୍କୁ ମିଳିଲା ବଡ଼ ପଦବୀ

ଭୁବନେଶ୍ୱର,୨୮।୩: ପୁଣି ଫେରିଲେ ବରିଷ୍ଠ ଆଇଏଏସ ତଥା ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ପ୍ରଦୀପଙ୍କୁ ମିଳିଛି ନୂଆ ଦାୟିତ୍ୱ। ରାଜ୍ୟ ସରକାର ପ୍ରଦୀପ ଜେନାଙ୍କୁ…

3 weeks ago
ବଡ଼ ଘୋଷଣା, ଏହିଦିନ ପ୍ରକାଶ ପାଇବ +୨ ରେଜଲ୍ଟବଡ଼ ଘୋଷଣା, ଏହିଦିନ ପ୍ରକାଶ ପାଇବ +୨ ରେଜଲ୍ଟ

ବଡ଼ ଘୋଷଣା, ଏହିଦିନ ପ୍ରକାଶ ପାଇବ +୨ ରେଜଲ୍ଟ

ଭୁବନେଶ୍ୱର,୨୮।୩: ମେ’ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏନେଇ ବଡ଼ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଏପ୍ରିଲ…

3 weeks ago
ରାଜ୍ୟରେ ହିଟ୍‌ଓ୍ବେଭ୍‌ ଜାରି: ସବୁଠୁ ଉତ୍ତପ୍ତ ଝାରସୁଗୁଡ଼ାରାଜ୍ୟରେ ହିଟ୍‌ଓ୍ବେଭ୍‌ ଜାରି: ସବୁଠୁ ଉତ୍ତପ୍ତ ଝାରସୁଗୁଡ଼ା

ରାଜ୍ୟରେ ହିଟ୍‌ଓ୍ବେଭ୍‌ ଜାରି: ସବୁଠୁ ଉତ୍ତପ୍ତ ଝାରସୁଗୁଡ଼ା

ଭୁବନେଶ୍ୱର,୨୮ା୩: ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ତାପମାତ୍ରା ୪୨ ଡିଗ୍ରୀ ଟପିଛି। ଶୁକ୍ରବାର ଦିନ ସାଢ଼େ ୨ଟାରେ ଝାରସୁଗୁଡ଼ାରେ ତାପମାତ୍ର ୪୨…

3 weeks ago
ପ୍ରେସମିଟ୍‌ କରି ବର୍ଷିଲେ ପଓ୍ବନ ଖେରା-ଭକ୍ତ, ଆନ୍ଦୋଳନ ପରେ ମୋହନଙ୍କୁ ବଡ଼ ଆଟାକ୍‌!ପ୍ରେସମିଟ୍‌ କରି ବର୍ଷିଲେ ପଓ୍ବନ ଖେରା-ଭକ୍ତ, ଆନ୍ଦୋଳନ ପରେ ମୋହନଙ୍କୁ ବଡ଼ ଆଟାକ୍‌!

ପ୍ରେସମିଟ୍‌ କରି ବର୍ଷିଲେ ପଓ୍ବନ ଖେରା-ଭକ୍ତ, ଆନ୍ଦୋଳନ ପରେ ମୋହନଙ୍କୁ ବଡ଼ ଆଟାକ୍‌!

ଭୁବନେଶ୍‌ବର,୨୮।୩: ରାଜ୍ୟରେ ମହିଳାଙ୍କ ସୁରକ୍ଷା ଓ ନ୍ୟାୟ ଦାବି ପ୍ରସଙ୍ଗରେ ଗୁରୁବାର କଂଗ୍ରେସ ପକ୍ଷରୁ ଭୁବନେଶ୍ୱରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବହୁ ହଜାର କଂଗ୍ରେସ କର୍ମୀ ବିଧାନସଭା…

3 weeks ago
ହାତୀଙ୍କୁ ଘେରିଯାଇ ଆକ୍ରମଣ: ଭିଡିଓ ଭାଇରାଲହାତୀଙ୍କୁ ଘେରିଯାଇ ଆକ୍ରମଣ: ଭିଡିଓ ଭାଇରାଲ

ହାତୀଙ୍କୁ ଘେରିଯାଇ ଆକ୍ରମଣ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୮।୩: ସୋସିଆଲ ମଡ଼ିଆରେ ଭାଇରାଲ ହେଉଛି ଏକ ଭିଡିଓ। ଭିଡ଼ିଓରେ କିଛି ଯୁବକ ଜଙ୍ଗଲରେ ଏକ ହାତୀଙ୍କୁ ଘେରିଯାଇ ଆକ୍ରମଣ କରୁଛନ୍ତି। ଏପରିକି ଯୁବକମାନେ ହାତରେ ବାଡି…

3 weeks ago
୨୯ରେ ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଜାଣନ୍ତୁ ଓଡ଼ିଶାରେ କ’ଣ ପଡ଼ିବ ପ୍ରଭାବ୨୯ରେ ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଜାଣନ୍ତୁ ଓଡ଼ିଶାରେ କ’ଣ ପଡ଼ିବ ପ୍ରଭାବ

୨୯ରେ ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଜାଣନ୍ତୁ ଓଡ଼ିଶାରେ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର,୨୮ା୩: ଆସନ୍ତା ୨୯ ତାରିଖରେ ବର୍ଷର ପ୍ରଥମ ଆଂଶିକ ସୂର୍ଯ୍ୟୋପରାଗ ସଂଗଠିତ ହେବ। ଉତ୍ତର ଆମେରିକା, ଗ୍ରୀନ୍‌ଲ୍ୟାଣ୍ଡ, ଆଇସ୍‌ଲ୍ୟାଣ୍ଡ, ଉତ୍ତର ଆଟ୍‌ଲାଣ୍ଟିକ ମହାସାଗର, ୟୁରୋପ ଏବଂ ଉତ୍ତର-ପଶ୍ଚିମ…

3 weeks ago
ସମ୍ବଲପୁରରେ ମୁତୟନ ହେବେ ବିଏସ୍‌ଏଫ ଫୋର୍ସସମ୍ବଲପୁରରେ ମୁତୟନ ହେବେ ବିଏସ୍‌ଏଫ ଫୋର୍ସ

ସମ୍ବଲପୁରରେ ମୁତୟନ ହେବେ ବିଏସ୍‌ଏଫ ଫୋର୍ସ

ସମ୍ବଲପୁର,୨୮।୩: ସମ୍ବଲପୁରରେ ରାମନବମୀ ଏବଂ ହନୁମାନ ଜୟନ୍ତୀ ପାଇଁ ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ରାମନବମୀ ଏବଂ ହନୁମାନ ଜୟନ୍ତୀରେ ସୁରକ୍ଷାକୁ ଦୃଷ୍ଟିରେ ସମ୍ବଲପୁରରେ କେନ୍ଦ୍ରୀୟ…

3 weeks ago