ରାଜ୍ୟ

ସ୍କୁଲ ଛୁଟିକୁ ନେଇ ହାଇକୋର୍ଟରେ ମାମଲା: ରାଜ୍ୟ ସରକାରଙ୍କୁ ନୋଟିସ

କଟକ ଅଫିସ,୨୦।୪: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜନିତ ସ୍କୁଲ ଛୁଟି ଘୋଷଣାକୁ ନେଇ ହାଇକୋର୍ଟରେ ଆଡଭୋକେଟ ଶିବନାରାୟଣ ବିଶ୍ୱାଳଙ୍କ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। ଏହି ମାମଲାକୁ…

6 years ago

ଆଜି ଅନୁଗୋଳ ଆସିବେ ମୁଖ୍ୟମନ୍ତ୍ରୀ: ୪ ନିର୍ବାଚନମଣ୍ଡଳୀରେ କରିବେ ମାରାଥନ ପ୍ରଚାର

ଅନୁଗୋଳ ଅଫିସ/ବଇଣ୍ଡା/ଛେଣ୍ଡିପଦା ୨୦।୪ (ଡି.ଏନ୍‌.ଏ/ସ୍ବ.ପ୍ର.)- ନିର୍ବାଚନୀ ପ୍ରଚାର ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅନୁଗୋଳ ଜିଲା ଗସ୍ତରେ ଆସୁଛନ୍ତି। ଜିଲାର ୪ଟି…

6 years ago

ଭାଜପାର ବିଜୟ ସଂକଳ୍ପ ସମାବେଶ: କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରୁ ନ ଥିବା ରାଜ୍ୟ ସରକାରଙ୍କୁ ହଟାଅ; ରାଜନାଥ

କଟକ ସଦର, ୨୦।୪ (ଡି.ଏନ୍‌.ଏ.): କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରିପାରୁ ନ ଥିବା ରାଜ୍ୟ ସରକାର ଓଡ଼ିଶାର ପ୍ରଗତିରେ ମୁଖ୍ୟ ପ୍ରତିବନ୍ଧକ ସାଜିଛନ୍ତି। ଆସନ୍ତା ସାଧାରଣ ନିର୍ବାଚନରେ…

6 years ago

ଖସିଲା ପାରଦ, ତାତିରୁ ତ୍ରାହି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଶେଷରେ ତାତିରୁ ତ୍ରାହି ମିଳିଛି। କିଛିଦିନ ହେବ ୪୦ ଡିଗ୍ରୀ ଉପରେ ରହୁଥିବା ରାଜ୍ୟର ଅନେକ ସହରର ତାପମାତ୍ରା ଶୁକ୍ରବାର ହ୍ରାସ ପାଇଛି। ସବୁ ସହରରେ ୪୦…

6 years ago

ନଦୀ ପାର ଦନ୍ତାର ନରସଂହାର

ଅନୁଗୋଳ ଜିଲାରେ ଅନେକ ସମୟରେ ହାତୀକୁ ନେଇ ଆତଙ୍କ ଦେଖାଯାଉଛି। କେତେବେଳେ ହାତୀ ଗଁ। ନିକଟକୁ ଆସି ଫସଲ ଖାଇବା ସହ ନଷ୍ଟ କରୁଛନ୍ତି ତ ପୁଣି…

6 years ago

ବିଜେଡି, ଭାଜପା ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର

କାମାକ୍ଷାନଗର, ୨୦।୪(ଡି.ଏନ୍‌.ଏ.)- ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ମଝିରେ  ମାତ୍ର ୩ ଦିନ ଥିବାବେଳେ ପ୍ରାର୍ଥୀମାନେ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି। ରାଜ୍ୟ ରାଜନୀତିର ପ୍ରମୁଖ ଦଳ ଭାଜପା,…

6 years ago

କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମନୋନୀତ

ଭୁବନେଶ୍ୱର,୨୦।୪(ବ୍ୟୁରୋ): କେନେଲ କ୍ଲବ ଅଫ୍‌ ଇଣ୍ଡିଆ(କେସିଆଇ)ର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମହାନ୍ତି ମନୋନୀତ ହୋଇଛନ୍ତି। ସେ ପ୍ରଥମ ଓଡ଼ିଆ ଭାବେ କେସିଆଇର…

6 years ago

ନିର୍ବାଚନ ପାଇଁ ରିକ୍ୟୁଜିଶନ ହେଲା ଦୁଇ ଚକିଆ ଯାନ: ଥାନାକୁ ବାଇକ୍‌ ଟାଣି ଆଣିଲା ପୋଲିସ

ଅନୁଗୋଳ ଅଫିସ, ୨୦।୪- ନିର୍ବାଚନ ପାଇଁ ଦୁଇ ଚକିଆ ଯାନ ରିକ୍ୟୁଜିଶନ ଯୋଗୁ ଅନୁଗୋଳ ପୋଲିସ ଲୋକଙ୍କଠାରୁ ବାଇକ୍‌ ସଂଗ୍ରହ କରିଛି। ତେବେ ପୋଲିସ ବିନା ସୂଚନାରେ…

6 years ago

ଶେଷ ପର୍ଯ୍ୟାୟରେ ନିର୍ବାଚନ ପ୍ରଚାର: ବିଜେଡି-ଭାଜପା ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା

ଢେଙ୍କାନାଳ ଅଫିସ, ୨୦।୪- ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ଢେଙ୍କାନାଳ ଲୋକସଭା କ୍ଷେତ୍ର। ହାଟ୍ରିକ୍‌ ବିଜୟ ସହ ମୋଟ ୪ ଥର ଏମ୍‌ପି ରହିଆସିଥିବା ବରିଷ୍ଠ ବିଜେଡି…

6 years ago

ବିଦ୍ୟୁତ୍‌ ଖୁଣ୍ଟରୁ ପଡ଼ି ଶ୍ରମିକଙ୍କ ଗଲା ଜୀବନ: ସେସୁ କର୍ମଚାରୀଙ୍କୁ ଘେରିଲେ ଗ୍ରାମବାସୀ

ନିରାକାରପୁର,୨୦ା୪(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ବିଦ୍ୟୁତ୍‌ ବିଭାଗ ଅଧୀନ ଲେଣ୍ଡୋ ପଞ୍ଚାୟତ ଭଗବତୀପଡ଼ାଠାରେ ଖୁଣ୍ଟରେ କାମ କରୁଥିବାବେଳେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଶୁୁକ୍ରବାର ପୂର୍ବାହ୍ନ ୧୧ଟାରେ…

6 years ago