ରାଜ୍ୟ

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ: ୧୮ରେ ୨୭୯ ପ୍ରାର୍ଥୀଙ୍କ ଭାଗ୍ୟପରୀକ୍ଷା

ଭୁବନେଶ୍ୱର,୧୭ା୪(ବ୍ୟୁରୋ) ଆସନ୍ତା ୧୮ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ସେଥିପାଇଁ ମଙ୍ଗଳବାର ଅପରାହ୍ନ ୫ଟା ସୁଦ୍ଧା ନିର୍ବାଚନ ପ୍ରଚାର ଶେଷ ହୋଇଛି।…

6 years ago

ଜଳୁଛି ସାରା ଓଡ଼ିଶା: ଭୁବନେଶ୍ୱର ସର୍ବାଧିକ ଉତ୍ତପ୍ତ ସହର

ଭୁବନେଶ୍ୱର,୧୭।୪(ବ୍ୟୁରୋ)- ପ୍ରବଳ ଖରା ତାତିରେ ଜଳୁଛି ସାରା ଓଡ଼ିଶା। ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ହନ୍ତସନ୍ତ ହୋଇଗଲାଣି। ମଙ୍ଗଳବାର ରାଜଧାନୀ ଭୁବନେଶ୍ୱର ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଥିଲା।…

6 years ago

ମିସ୍‌ ଟ୍ରାଡିଶନାଲ୍‌ ଟାଇଟଲ୍‌ ଜିତିଲେ ଓଡ଼ିଆ ଝିଅ ଶିବାନୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ)- ମୁମ୍ବାଇ ମହାନଗର ଆନ୍ତଃ ବିଦ୍ୟାଳୟ ପ୍ରତିଯୋଗିତାରେ ଭାଗନେଇ ମିସ୍‌ ଟ୍ରାଡିଶନାଲ୍‌ ବିଭାଗରେ ବିଜୟୀ ହୋଇଛନ୍ତି ଓଡ଼ିଆ ଝିଅ ଶିବାନୀ ମିଶ୍ର। ଓଡ଼ିଶାରୁ ପ୍ରତିନିଧିତ୍ୱ କରିଥିବା ଶିବାନୀ…

6 years ago

କୁଶଭଦ୍ରା ଗଣ୍ଡରେ ବୁଡ଼ିଗଲେ ୩ କଲେଜ ଛାତ୍ର: ନିମାପଡ଼ାରେ ପ୍ରବଳ ଉତ୍ତେଜନା, ରାସ୍ତାରୋକୋ

ନିମାପଡ଼ା,୧୭।୪(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଥାନା ଅନ୍ତର୍ଗତ କୁଶଭଦ୍ରା ନଦୀର ଧୀରପୁର ବାଲିଘାଟ ଗଣ୍ଡରେ ଗାଧୋଉଥିବାବେଳେ ୩ଜଣ କଲେଜ ଛାତ୍ର ବୁଡି ଯାଇଛନ୍ତି। ମଙ୍ଗଳବାର ଅପରାହ୍ନରେ ଘଟିଛି…

6 years ago

ଏପ୍ରିଲ ୧୮ରୁ ଖରାଛୁଟି

ଭୁବନେଶ୍ୱର,୧୬।୪(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ସ୍କୁଲ ଗୁଡିକୁ ଆଗୁଆ ଛୁଟି ଘୋଷଣା କରିଛନ୍ତି ରାଜ୍ୟସରକାର। ଏପ୍ରିଲ ୧୮ରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ…

6 years ago

ଭାଜପା ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ମାମଲା: ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଖୋର୍ଦ୍ଧା ଭାଜପା ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ମାମଲା। ଏହି ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏନେଇ ସୂଚନା ଦେଇଛନ୍ତି ଭାରପ୍ରାପ୍ତ ଡିଜି ବିକେ ଶର୍ମା।…

6 years ago

ସମ୍ବଲପୁରରେ ମୋଦି: ଚିଟ୍‌ଫଣ୍ଡରେ ଯିଏ ବୁଡ଼ିଛନ୍ତି, ସେ କେମିତି ଆପଣଙ୍କ କଥା ବୁଝିବେ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ନିର୍ବାଚନୀ ପ୍ରଚାର ପାଇଁ ମଙ୍ଗଳବାର ଓଡ଼ିଶା ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବଲପୁରରେ ଏକ ସାଧାରଣ ସଭାରେ ଯୋଗଦେଇ ଉଦ୍‌ବୋଧନ ଦେଇଛନ୍ତି। ସମ୍ବଲପୁରର ରେମେଡ୍‌ ଛକ…

6 years ago

୧୬ରେ ଆସୁଛନ୍ତି ମୋଦି, ଭୁବନେଶ୍ୱରରେ କରିବେ ରୋଡ ଶୋ’

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଆସନ୍ତା ୧୬ରେ ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଗସ୍ତ କାଳରେ ସେ ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ପଡ଼ିଆରେ ଆୟୋଜିତ ହେବାକୁ…

6 years ago

ଶେଷ ନିଃଶ୍ୱାସ ପର୍ଯ୍ୟନ୍ତ ସେବା କରୁଥିବି: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବରଗଡ଼ ଅଫିସ୍‌,୧୬।୪: କାଳିଆ ଯୋଜନାରେ ୪୦ଲକ୍ଷ ଚାଷୀ ଉପକୃତ ହେଲେଣି। ମାତ୍ର କେନ୍ଦ୍ରର ଭାଜପା ସରକାର ଏହି ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରିଛି। କିନ୍ତୁ ମୁଁ…

6 years ago