ରାଜ୍ୟ

୨୦ ହଜାର ଲାଞ୍ଚ: ସହକାରୀ ନିର୍ଦ୍ଦେଶକ ଗିରଫ: ଘରୁ ବାହାରିଲା ୧୮ ଲକ୍ଷ ୩୦ ହଜାର ଟଙ୍କା

କଟକ ଅଫିସ, ୬।୧୧:ଓଡ଼ିଶା ଟେକ୍ସଟ୍‌ ବୁକ ପ୍ରଡକ୍ସନ ଆଣ୍ଡ ମାର୍କେଟିଂର ସହକାରୀ ନିର୍ଦ୍ଦେଶକ ପ୍ରସନ୍ନ କୁମାର ସେନାପତିଙ୍କୁ ଭିଜିଲାନ୍ସ ମଙ୍ଗଳବାର ଗିରଫ କରିଛି। ୨୦ହଜାର ଟଙ୍କା ଲାଞ୍ଚ…

6 years ago

ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ: ବନ୍ଧା ହେଲେ ବିଡିଏ ଏନ୍‌ଫୋର୍ସମେଣ୍ଟ ଇନ୍ସପେକ୍ଟର

ଭୁବନେଶ୍ୱର (ବ୍ୟୁରୋ)/କଟକ ଅଫିସ, ୬।୧୧:ମଙ୍ଗଳବାର ଦିନ ଦ୍ୱିପ୍ରହରରେ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ଏନ୍‌ଫୋର୍ସମେଣ୍ଟ ଇନ୍ସପେକ୍ଟର ପୁରୁଷୋତ୍ତମ ଜେନାଙ୍କୁ ଭିଜିଲାନ୍ସ…

6 years ago

‘ମୋ ବସ୍‌’କୁ ବର୍ଷେ:ମୋ ବସ୍‌ରେ ଆସି ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୬।୧୧(ବ୍ୟୁରୋ):ରାଜ୍ୟରେ ‘ମୋ ବସ୍‌’ ସେବାକୁ ବର୍ଷେ ପୂରିଛି। ଏହି ଅବସରରେ ବୁଧବାର ସନ୍ଧ୍ୟାରେ କ୍ରୁଟ୍‌ ପକ୍ଷରୁ ବାର୍ଷିକ ଉତ୍ସବ ଆୟୋଜନ କରାଯାଇଛି। ଏଥିରେ ମୁଖ୍ୟ ଅତିଥି…

6 years ago

ଜୟୀ ରାଜଗୁରୁଙ୍କ ଆତ୍ମବଳିକୁ ସ୍ମରଣ କରି ଦେଶ ପାଇଁ କାର୍ଯ୍ୟ କରିବା ଉଚିତ

ଭୁବନେଶ୍ୱର, ୬।୧୧(ବ୍ୟୁରୋ):ମହାନ୍‌ ବିପ୍ଳବୀ ଶହୀଦ ଜୟୀ ରାଜଗୁରୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ମଙ୍ଗଳବାର ସୂଚନା ଭବନଠାରେ ପାଳିତ ହୋଇଯାଇଛି। ରାଜ୍ୟ ଜଳ ସମ୍ପଦ ତଥା ସୂଚନା ଓ ଲୋକ…

6 years ago

ଖୁବ୍‌ଶୀଘ୍ର ଜାମୁଝରୀରେ ଉଦ୍‌ଘାଟନ ହେବ ମହାତ୍ମା ଗାନ୍ଧୀ ଟ୍ରେନିଂ ଏକାଡେମୀ: ଜେଲର, ଓ୍ବାର୍ଡନ ଅତ୍ୟାଧୁନିକ ପ୍ରଣାଳୀରେ ନେବେ ପ୍ରଶିକ୍ଷଣ

ଭୁବନେଶ୍ୱର,୬।୧୧(ବ୍ୟୁରୋ):ରାଜ୍ୟର ୯୦ ଜେଲରେ ରହୁଥିବା ଜେଲର ଓ ଅନ୍ୟ କର୍ମଚାରୀଙ୍କୁ ପ୍ରଶିକ୍ଷଣ ଦେବାକୁ ବ୍ରହ୍ମପୁରରେ ଗୋଟିଏମାତ୍ର ଟ୍ରେନିଂ ଇଷ୍ଟିଚ୍ୟୁଟ୍‌ ରହିଛି। ପୁରୁଣା ଢାଞ୍ଚା ଓ ଦୂର ସ୍ଥାନ…

6 years ago

ଲଘୁଚାପ ଗଭୀର ଅବପାତରେ ପରିଣତ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ୟଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଝଡ଼ର ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ…

6 years ago

‘ବୁଲ୍‌ବୁଲ୍‌’: ପୁରୀବାସୀଙ୍କୁ ଘାରିଲା ଚିନ୍ତା

ପୁରୀ ଅଫିସ/କାକଟପୁର, (ଡି.ଏନ୍‌.ଏ.)୬ା୧୧:‘ଫନୀ’ର କ୍ଷତ ଶୁଖି ନ ଥିବାବେଳେ ପୁରୀ ଜିଲାବାସୀ ପୁଣି ଏକ ସମ୍ଭାବ୍ୟ ବାତ୍ୟାକୁ ନେଇ ଆତଙ୍କିତ ହୋଇପଡିଛନ୍ତି। ବାତ୍ୟା ‘ବୁଲ୍‌ବୁଲ’ ଯୋଗୁ ଉପକୂଳ…

6 years ago

ମଣ୍ଟୁ ଘୋଷ ହତ୍ୟା ଘଟଣା: ପୋଲିସ ଏନକାଉଣ୍ଟରରେ ୪ ଜଣ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ଝାରସୁଗୁଡା ଅଫିସ/ଲଖନପୁର,୦୬।୧୧(ଡି.ଏନ.ଏ.):ଝାରସୁଗୁଡା ଜିଲା ବ୍ରଜରାଜନଗର ସହରରେ ଗତ ମଙ୍ଗଳବାର ରାତିରେ ଦୁର୍ବୃତ୍ତମାନେ ଗୁଳିମାଡ କରିଛନ୍ତି। ଏଥିରେ କୁଖ୍ୟାତ ଅପରାଧୀ ସୋନୁ ଘୋଷଙ୍କ ଭାଇ ମଣ୍ଟୁ ଘୋଷଙ୍କ ମୃତ୍ୟୁ…

6 years ago

ଭୋର ୫ଟାରେ ଏସସିବି ମେଡିକାଲରେ ଅଚାନକ ପହଞ୍ଚିଲେ ଭି.କେ ପାଣ୍ଡିଆନ

କଟକ ଅଫିସ୍‌,୬।୧୧:କଟକ ଏସସିବି ମେଡିକାଲରେ ଭୋର ୫ଟାରେ ପହଞ୍ଚିଲେ ୫ଟି ସଚିବ ଭି.କେ ପାଣ୍ଡିଆନ। ଅଚାନକ ବଡ଼ ମେଡିକାଲରେ ପହଞ୍ଚି ବିଭିନ୍ନ ୱାର୍ଡ ବୁଲି ରୋଗୀଙ୍କ ସହ…

6 years ago

ବିଜେଡିରେ ଯୋଗଦେଲେ ଭି. ରବିନାରାୟଣ ରାଜୁ

ଭୁବନେଶ୍ୱର,୬ା୧୧(ବ୍ୟୁରୋ):ଦିଗପହଣ୍ଡି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ୨ଥର ଅଧ୍ୟକ୍ଷ ହୋଇଥିବା କଂଗ୍ରେସର ଭି. ରବିନାରାୟଣ ରାଜୁ ଏବଂ ତାଙ୍କ ଶତାଧିକ ସମର୍ଥକ ମଙ୍ଗଳବାର ବିଜେଡିରେ ଯୋଗଦେଇଛନ୍ତି। ବିଜେଡି…

6 years ago