Advertisement

ରାଜ୍ୟ

ପ୍ରଫୁଲ୍ଲ ସାମଲ ବିଜେଡି ଶ୍ରମିକ ସାମ୍ମୁଖ୍ୟ ରାଜ୍ୟ ସଭାପତିପ୍ରଫୁଲ୍ଲ ସାମଲ ବିଜେଡି ଶ୍ରମିକ ସାମ୍ମୁଖ୍ୟ ରାଜ୍ୟ ସଭାପତି

ପ୍ରଫୁଲ୍ଲ ସାମଲ ବିଜେଡି ଶ୍ରମିକ ସାମ୍ମୁଖ୍ୟ ରାଜ୍ୟ ସଭାପତି

ଭୁବନେଶ୍ୱର, ୬ା୧୨(ଅନିଲ ଦାସ)- ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ପ୍ରଫୁଲ ସାମଲ ବିଜୁ ଶ୍ରମିକ ସାମ୍ମୁଖ୍ୟର ରାଜ୍ୟ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ।…

1 month ago
ଥମୁନି ଦୁଃଖ: ପୁଣି ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହଥମୁନି ଦୁଃଖ: ପୁଣି ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ

ଥମୁନି ଦୁଃଖ: ପୁଣି ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ

ସଇଁତଲା,୫ା୧୨(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲାରେ ଦାଦନ ଦୁଃଖ ପିଛା ଛାଡ଼ିବାର ନାମ ନେଉନାହିଁ । କିଛି ଦିନ ତଳେ ସଇଁତଲା ବ୍ଲକ ଗଣ୍ଡପତ୍ରାପାଲି ଗ୍ରାମର ଜଣେ…

1 month ago
ମଣ୍ଡିକୁ ନେବା ପୂର୍ବରୁ ଚୋରି ହୋଇଗଲା ମିନିଟ୍ରକ ସହ ୧୨୦ ପ୍ୟାକେଟ୍‌ ଧାନମଣ୍ଡିକୁ ନେବା ପୂର୍ବରୁ ଚୋରି ହୋଇଗଲା ମିନିଟ୍ରକ ସହ ୧୨୦ ପ୍ୟାକେଟ୍‌ ଧାନ

ମଣ୍ଡିକୁ ନେବା ପୂର୍ବରୁ ଚୋରି ହୋଇଗଲା ମିନିଟ୍ରକ ସହ ୧୨୦ ପ୍ୟାକେଟ୍‌ ଧାନ

ପଡିଆବାହାଲ,୫ା୧୨(ରାଧାମୋହନ ଷଡ଼ଙ୍ଗୀ): ସମ୍ବଲପୁର ଜିଲା ବାହାମ ପଞ୍ଚାୟତ ୫୩ ନମ୍ବର ଜାତୀୟ ରାଜପଥ ପଡିଆବାହାଲର ଏକ ପେଟ୍ରୋଲ ପମ୍ପ ନିକଟରେ ମଣ୍ଡିକୁ ନେବାପାଇଁ ରଖାଯାଇଥିବା ଧାନ ବୋଝେଇ…

1 month ago
ବିଶ୍ରାମ ନେଉଥିଲେ ଯୁବକ: ହଠାତ ପହଞ୍ଚିଗଲା ଚିତାବାଘ, ତା’ପରେ…ବିଶ୍ରାମ ନେଉଥିଲେ ଯୁବକ: ହଠାତ ପହଞ୍ଚିଗଲା ଚିତାବାଘ, ତା’ପରେ…

ବିଶ୍ରାମ ନେଉଥିଲେ ଯୁବକ: ହଠାତ ପହଞ୍ଚିଗଲା ଚିତାବାଘ, ତା’ପରେ…

ନବରଙ୍ଗପୁର/ରାଇଘର, ୫।୧୨(ସଦାଶିବ ପ୍ରହରାଜ/କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ଓଡ଼ିଶା ଛତିଶଗଡ଼ ସୀମାନ୍ତ କାଁକେର ବନଖଣ୍ଡ ଅଧୀନ କୋଦାଗାଁ ଅଞ୍ଚଳରେ ବାଘ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

1 month ago
ଓଡ଼ିଶାର ଦୁଇ ଜିଲାରେ ଅଛି ସୁନା ଖଣି, ମନ୍ତ୍ରୀ ଦେଲେ ବଡ ଖବରଓଡ଼ିଶାର ଦୁଇ ଜିଲାରେ ଅଛି ସୁନା ଖଣି, ମନ୍ତ୍ରୀ ଦେଲେ ବଡ ଖବର

ଓଡ଼ିଶାର ଦୁଇ ଜିଲାରେ ଅଛି ସୁନା ଖଣି, ମନ୍ତ୍ରୀ ଦେଲେ ବଡ ଖବର

ଭୁବନେଶ୍ୱର, ୫ା୧୨: ଓଡିଶା ମାଟି ଖଣିଜ ସମ୍ପଦ ଭରା ହୋଇଥିବା ବେଳେ ରାଜ୍ୟର ଦୁଇଟି ଜିଲାରେ ସୁନାର ସନ୍ଧାନ ମିଳିଛି। ଏନେଇ ଇସ୍ପାତ ଏବଂ ଖଣିଜ ସମ୍ପଦ…

1 month ago
ଗନ୍ଧମାର୍ଦ୍ଦନକୁ ଜାତୀୟ ସମ୍ପତ୍ତି ଘୋଷଣା କରାଯାଉ: ପ୍ରଦୀପ ପୁରୋହିତଗନ୍ଧମାର୍ଦ୍ଦନକୁ ଜାତୀୟ ସମ୍ପତ୍ତି ଘୋଷଣା କରାଯାଉ: ପ୍ରଦୀପ ପୁରୋହିତ

ଗନ୍ଧମାର୍ଦ୍ଦନକୁ ଜାତୀୟ ସମ୍ପତ୍ତି ଘୋଷଣା କରାଯାଉ: ପ୍ରଦୀପ ପୁରୋହିତ

ବରଗଡ଼,୫।୧୨(ପ୍ରେମାନନ୍ଦ ଖମାରୀ): ଲୋକସଭା ଶୀତକାଳୀନ ଅଧିବେଶନରେ ଗୁରୁବାର ୩୭୭ ଧାରା ଅଧିନିୟମ ଅନୁୟାୟୀ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଗନ୍ଧମାର୍ଦ୍ଦନ ପାହାଡକୁ ଜାତୀୟ ସମ୍ପତ୍ତି ଘୋଷଣା ପାଇଁ…

1 month ago
ମାଣ୍ଡିଆ ରାଣୀ ରାଇମତିଙ୍କୁ ଡକ୍ଟରେଟ୍‌ମାଣ୍ଡିଆ ରାଣୀ ରାଇମତିଙ୍କୁ ଡକ୍ଟରେଟ୍‌

ମାଣ୍ଡିଆ ରାଣୀ ରାଇମତିଙ୍କୁ ଡକ୍ଟରେଟ୍‌

କୁନ୍ଦୁରା,୫ା୧୨(ସନ୍ତୋଷ ପ୍ରହରାଜ): ଜୈବିକ ପଦ୍ଧତିରେ ମାଣ୍ଡିଆ, ଧାନ ଚାଷ କରି ଜିଲା, ରାଜ୍ୟ ଏବଂ ସର୍ବଭାରତୀୟସ୍ତରରେ ଚର୍ଚ୍ଚାରେ ରହିଥିବା କୋରାପୁଟ ଜିଲା କୁନ୍ଦୁରା ବ୍ଲକ୍‌ ଲିମା ପଞ୍ଚାୟତ…

1 month ago
କୋରାପୁଟର ସଞ୍ଜୟ ହେଲେ ସେନାର ବ୍ରିଗେଡିୟରକୋରାପୁଟର ସଞ୍ଜୟ ହେଲେ ସେନାର ବ୍ରିଗେଡିୟର

କୋରାପୁଟର ସଞ୍ଜୟ ହେଲେ ସେନାର ବ୍ରିଗେଡିୟର

କୋରାପୁଟ,୫ା୧୨(ଅମିତାଭ ବେହେରା): କୋରାପୁଟ ମାଟିର ପୁଅ କର୍ଣ୍ଣେଲ ସଞ୍ଜୟ ମହାନ୍ତି ଭାରତୀୟ ସେନାରେ ବ୍ରିଗେଡିୟର ଭାବେ ପଦୋନ୍ନତି ପାଇବା ପରେ ପ୍ରତିରକ୍ଷା ମନ୍ତ୍ରଣାଳୟର ପ୍ରତିରକ୍ଷା ଉତ୍ପାଦନ ବିଭାଗ…

1 month ago
ନୂଆ ଜୁଡିସିଆଲ କମ୍ପ୍ଲେକ୍ସର ଉଦ୍‌ଘାଟନ କଲେ ରାଷ୍ଟ୍ରପତିନୂଆ ଜୁଡିସିଆଲ କମ୍ପ୍ଲେକ୍ସର ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ନୂଆ ଜୁଡିସିଆଲ କମ୍ପ୍ଲେକ୍ସର ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୫।୧୨: ଭୁବନେଶ୍ୱରର ନବ ନିର୍ମିତ ଜୁଡିସିଆଲ କମ୍ପ୍ଲେକ୍ସର ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥିଭାବେ ଯୋଗଦେଇ ଦେଇ ନୂଆ ଜୁଡିସିଆଲ କମ୍ପ୍ଲେକ୍ସର ଶୁଭାରମ୍ଭ…

1 month ago
ଫଡନାଭିସଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେଲେ ଓଡ଼ିଶା ମୁଖ୍ୟମନ୍ତ୍ରୀଫଡନାଭିସଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ

ଫଡନାଭିସଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୫ା୧୨: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଦେବେନ୍ଦ୍ର ଫଡନାଭିସ। ରାଜ୍ୟ ବିଧାନସଭା ନିର୍ବାଚନରେ ଭାଜପା ଏବଂ ଏହାର ସହଯୋଗୀ ଦଳ ବିଜୟ ଲାଭ କରିବା…

1 month ago