ରାଜ୍ୟ

ବେଆଇନ ପାର୍କିଂ ବଢ଼ାଉଛି ଦୁର୍ଘଟଣା

ଭୁବନେଶ୍ୱର,୨।୭(ଅନିଲ ଦାସ)ରାସ୍ତାକଡ଼ରେ ବେଆଇନ ପାର୍କିିଂ ଯୋଗୁ ରାଜ୍ୟରେ ସଡ଼କ ଦୁର୍ଘଟଣା ବଢୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ଜାତୀୟ ଓ ରାଜ୍ୟ ରାଜପଥ କଡ଼ରେ ୯ ଟ୍ରକ୍‌ ଟର୍ମିନାଲ ନିର୍ମାଣ କରିବାକୁ ବାଣିଜ୍ୟ ଓ ପରିବହନ ବିଭାଗ ନିଷ୍ପତ୍ତି ନେଇଛି।...

୨୦୯ ଭେଟେରିନାରି ଆସିଷ୍ଟାଣ୍ଟ ସର୍ଜନ ନିଯୁକ୍ତ

ଭୁବନେଶ୍ୱର,୨।୭(ଅନିଲ ଦାସ)ପ୍ରାଣୀଧନ ବିକାଶ କ୍ଷେତ୍ରରେ ରୂପାନ୍ତର ଆଣିବା ପାଇଁ ପ୍ରାଣୀ ଚିକିତ୍ସକମାନେ ୫-ଟି ଉପକ୍ରମର ପ୍ରୟୋଗ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ଭେଟେରିନାରି ଆସିଷ୍ଟାଣ୍ଟ ସର୍ଜନଙ୍କୁ ପରାମର୍ଶ ଦେଇଛନ୍ତି। ଶନିବାର ଲୋକସେବା ଭବନ କନ୍‌ଭେନଶନ ହଲ୍‌ରେ ଆୟୋଜିତ ଦିଗ୍‌ଦର୍ଶନ...

ମନୁଷ୍ୟକୃତ ତ୍ରୁଟିରୁ ଦୁର୍ଘଟଣା ଚର୍ଚ୍ଚା

ବାଲେଶ୍ୱର/ବାହାନଗା,୨।୭(ମାନସ ବିଶ୍ୱାଳ/ ଅରୂପ କୁମାର ଦାସ)ବାଲେଶ୍ୱର ଜିଲା ବାହାନଗା ଟ୍ରେନ ଦୁର୍ଘଟଣାକୁ ଜୁଲାଇ ୨ତାରିଖ ରବିବାର ଏକ ମାସ ପୂରିବ। ଏହି ଦୁର୍ଘଟଣାରେ ୨୯୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧ହଜାରରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। କେତେଜଣ ଆହତ ଘରକୁ ଫେରିଥିବାବେଳେ...

ପୁଣେରୁ ଆଉ ଜଣେ ଗିରଫ

ଭୁବନେଶ୍ୱର,୨।୭(ସୂର୍ଯ୍ୟକାନ୍ତ ବେହେରା)ପାକିସ୍ତାନ ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍‌ ଇଣ୍ଟେଲିଜେନ୍‌ସ(ଆଇଏସ୍‌ଆଇ)ର ଏଜେଣ୍ଟଙ୍କୁ ଓଟିପି ଶେୟାରିଂ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ଆଉ ଜଣେ ଅଭିଯୁକ୍ତଙ୍କୁ ମହାରାଷ୍ଟ୍ରର ପୁଣେରୁ ଗିରଫ କରିଛି। ଅଭିଯୁକ୍ତ ହେଲେ ଅଭିଜିତ ସଞ୍ଜୟ ଜାମ୍ବୁର। ସେ ଏକ...

ନୀଳକନ୍ଦରକୁ ବାହୁଡ଼ିଲେ ଲୀଳାମୟ

ପୁରୀ,୧l୭( ଅଜିତ୍ ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ନବଦିନାତ୍ମ୍‌କ ଯାତ୍ରା ସାରି ପବିତ୍ର ଆଷାଢ ଶୁକ୍ଳ ତ୍ରୟୋଦଶୀ ତିଥି ନୀଳାଦ୍ରି ବିଜେ ଅବସରରେ ବଡ଼ଭାଇ ବଳଭଦ୍ର ଏବଂ ସାନ ଭଉଣୀ ମା’ ସୁଭଦ୍ରାଙ୍କଙ୍କ ସହ ଶ୍ରୀମନ୍ଦିର ରତ୍ନସିଂହାସନକୁ ବାହୁଡ଼ିଛନ୍ତି l ଚତୁର୍ଦ୍ଧା...

ଦୃଷ୍ଟି ବାଧିତ ଶିକ୍ଷାର୍ଥୀଙ୍କ ପାଇଁ ବୁଝାମଣାପତ୍ରର ନବୀକରଣ

ଭୁବନେଶ୍ୱର,୧ା୭(ଅସମାପିକା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନସ୍ଥ ଓସେପା ସମ୍ମିଳନୀ କକ୍ଷରେ ଓସେପା ଓ ସାଇଟସେଭରସ ଇଣ୍ଡିଆ ଏକ ଉନ୍ନୟନ ସଂସ୍ଥା ମଧ୍ୟରେ ଦୃଷ୍ଟି ବାଧିତ ଓ ସ୍ବଚ୍ଛ ଦୃଷ୍ଟି ଶିକ୍ଷାର୍ଥୀଙ୍କ ନିମନ୍ତେ ଅନ୍ତର୍ନିବେଶୀ ଶିକ୍ଷାର ସମୃଦ୍ଧି ପାଇଁ...

ରତ୍ନଭଣ୍ଡାର ଖୋଲିବାକୁ ଦାବି ଉଠାଇଲେ ବିରୋଧୀ

ଭୁବନେଶ୍ବର, ୧ା୭(ସୁନିତ୍‌ ମିଶ୍ର): ଶ୍ରୀମନ୍ଦିର ରତ୍ନଭଣ୍ଡାର ନ ଖୋଲାଯିବା ନେଇ ତେଜିଛି ରାଜନୀତି। ସାଧାରଣ ଭକ୍ତଙ୍କଠାରୁ ଆରମ୍ଭକରି ଅନ୍ୟମାନେ ମଧ୍ୟ ଏନେଇ ଦାବି କରିବା ଆରମ୍ଭ କରିଛନ୍ତି। ତେବେ ସରକାର ଏଥିପ୍ରତି ଧ୍ୟାନ ଦେଉ ନ ଥିବା ବିରୋଧୀ ଅଭିଯୋଗ...

ବଲାଙ୍ଗୀର ଜାତୀୟ ରାଜପଥ ବାଇପାସ୍‌ ଶିଳାନ୍ୟାସ

ବଲାଙ୍ଗୀର, ୧ା୭(ବୀରେନ୍ଦ୍ର କୁମାର ଝାଙ୍କର): ବହୁ ପ୍ରତୀକ୍ଷିତ ବଲାଙ୍ଗୀର ଜାତୀୟ ରାଜପଥ ବାଇପାସ୍‌ର ଶିଳାନ୍ୟାସ କାର୍ଯ୍ୟକ୍ରମ ଶୁକ୍ରବାର ସମ୍ପନ୍ନ ହୋଇଛି। ସ୍ଥାନୀୟ ନିର୍ମାଣାଧିନ ସ୍ମାର୍ଟ ପାର୍କ ନିକଟରେ ଅନୁଷ୍ଠିତ ବାଇପାସ୍‌ ରାସ୍ତା ଶିଳାନ୍ୟାସ କାର୍ଯ୍ୟକ୍ରମରେ କେନ୍ଦ୍ର ସଡକ ପରିବହନ ତଥା...

ମିସ୍‌ ଇଣ୍ଡିଆ କନିଷ୍ଠ ପ୍ରତିଯୋଗିତାରେ ଓଡ଼ିଆ ଝିଅ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା),୧ା୭: ଗ୍ଲାମର ଦୁନିଆରେ ଓଡ଼ିଆ ଝିଅଙ୍କ କମାଲ। ମିସ୍‌ ଇଣ୍ଡିଆ କନିଷ୍ଠ ପ୍ରତିଯୋଗିତାରେ ମନ ଜିଣିଲେ ଗଜପତି ଜିଲା ପାରଳାଖେମୁଣ୍ଡି ନୂଆ ନଡିଆତୋଟା ସାହିର ପାୟଲ ପାତ୍ର। ଷ୍ଟାର ଏଣ୍ଟରଟେନ୍‌ମେଣ୍ଟ ଜାତୀୟ ସ୍ତରରେ ଗତ ଡିସେମ୍ବରଠାରୁ ଆରମ୍ଭ ହୋଇଛି...

ଆସିଲା ୨୯ ଡିଏନ୍‌ଏ ରିପୋର୍ଟ, ୬ ମୃତଦେହ ହସ୍ତାନ୍ତର

ଭୁବନେଶ୍ୱର,୧।୭(ଅଭିଜିତ ଦାସ): ଜୁନ୍‌ ୨ ବାଲେଶ୍ୱର ବାହାନଗାଠାରେ ଘଟିଥିବା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାର ମୃତ୍ୟୁ ସଂଖ୍ୟା ୨୯୩କୁ ବୃଦ୍ଧି ପାଇଛି। ତେବେ ବିଳମ୍ବ ସତ୍ତ୍ୱେ ଚିହ୍ନଟ ହୋଇପାରି ନ ଥିବା ୮୧ ମୃତଦେହ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୨୯ଟିର ଡିଏନ୍‌ଏ...

ନୀଳାଦ୍ରି ବିଜେରେ ରସଗୋଲା

ଦାରୁଦିଅଁଙ୍କ ଜଗତମଙ୍ଗଳ ଲୀଳାର ଶେଷ ଦିବସରେ ହୁଏ ନୀଳାଦ୍ରି ବିଜେ। ଏହି ଦିନକୁ ରସଗୋଲା ଦିବସ ଭାବେ ୨୦୧୫ରୁ ପାଳନ କରାଯାଇଆସୁଛି। ମହାପ୍ରଭୁଙ୍କ ଉପାସନାରେ ଦୁଇ ପ୍ରକାର ଭୋଗ ବ୍ୟବସ୍ଥା ରହିଛି। ତାହା ହେଲା ସଙ୍କୁଡ଼ି ଓ ନିଃସଙ୍କୁଡ଼ି। ସାଧାରଣତଃ...

ଶାରଳା, ଗୋରେଖନାଥ ମନ୍ଦିର ଉନ୍ନତୀକରଣ ଉପରେ ଗୁରୁତ୍ୱ

ଜଗତ୍‌ସିଂହପୁର, ୧ା୭(ପ୍ରମୋଦ କୁମାର ନାୟକ): ୫-ଟି ସଚିବ ଭି. କେ. ପାଣ୍ଡିଆନଙ୍କ ୨ ଦିନିଆ ଜଗତ୍‌ସିଂହପୁର ଗସ୍ତର ଅନ୍ତିମ ଦିନରେ ସେ ଜଗତ୍‌ସିଂହପୁର ପୌରପାଳିକା ସମେତ ତିର୍ତ୍ତୋଲ, ରଘୁନାଥପୁର ଓ ବିରିଡ଼ି ବ୍ଲକର ବିଭିନ୍ନ ସ୍ଥାନ ଗସ୍ତ କରି ବିକାଶମୂଳକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri