ରାଜ୍ୟ

ଓଏସ୍‌ଡିଏ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ସୁବ୍ରତ ବାଗଚୀ, ଅଳକା ମିଶ୍ରଙ୍କୁ ନୂଆ ନିଯୁକ୍ତି

ଭୁବନେଶ୍ବର,୨୯।୬(ଅନିଲ ଦାସ): ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ(ଓଏସ୍‌ଡିଏ) ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗ୍‌ଚୀ ଇସ୍ତଫା ଦେଇଛନ୍ତି। ବାଗ୍‌ଚୀ ଟୁଇଟ କରି ନିଜେ ଏହି ସୂଚନା ଦେଇଛନ୍ତି। ତାଙ୍କ ସ୍ଥାନରେ ୱାଲର୍ଡ ସ୍କିଲ ସେଣ୍ଟରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଅଳକା...

ବାହୁଡ଼ାଯାତ୍ରା ଅଘଟଣରେ ମୃତକଙ୍କ ପାଇଁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୬(ଅସମାପିକା ସାହୁ): ବାହୁଡା଼ଯାତ୍ରା ସମୟରେ କେନ୍ଦୁଝର ଜିଲା କେନ୍ଦୁଆ ଗ୍ରାମଠାରେ ୩ ଜଣ ଓ କୋରାପୁଟ ଜିଲା କୋଲାବ ନଗରଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାର...

ଗ୍ୟାସ୍‌ ସିଲିଣ୍ଡରରୁ ନିଆଁ ଲାଗି ଜଳିଗଲା ଘର, ମା-ପୁଅ ଗୁରୁତର

ଆନନ୍ଦପୁର,୨୯ା୬(ସନ୍ତୋଷ ରାଉତ): ଆନନ୍ଦପୁର ବ୍ଲକ ହାତିବନ୍ଧା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ୟାସ୍‌ ସିଲିଣ୍ଡରରୁ ନିଆଁ ଲାଗି ଘର ସମ୍ପୂର୍ଣ୍ଣ ଜଳିଯାଇଥିବା ବେଳେ ମା-ପୁଅ ଗୁରୁତର ହୋଇଛନ୍ତି। ଏହି ଦୁର୍ଘଟଣାରେ ଝିଅ ମଧ୍ୟ ଆହତ ହୋଇଛନ୍ତି। ହାତିବନ୍ଧା...

ବିଜେଡିରୁ ଇସ୍ତଫା ଦେଲେ ଶ୍ୟାମାପ୍ରସାଦ

ବାଲେଶ୍ୱର, ୨୯।୬ (ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ବସ୍ତା ନିର୍ବାଚନମଣ୍ଡଳୀରେ ପ୍ରତିଶ୍ରୁତି ଅନୁଯାୟୀ ହେଉନି ଉନ୍ନୟନମୂଳକ କାର୍ଯ୍ୟ। ଏହାର ପ୍ରତିବାଦ କରି ବିଜେଡିର ଶ୍ୟାମାପ୍ରସାଦ ବେହେରା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ସେ ଷ୍ଟେଶନ କ୍ଲବ...

୫-ଟି ସଚିବଙ୍କୁ ନେଇ ଥମୁନି ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ବର,୨୯ା୬(ସୁନିତ୍‌ ମିଶ୍ର): ଓଡ଼ିଶା କ୍ୟାଡରର ଜଣେ ଆଇଏଏସ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଦେବା ପରେ ରାଜନୀତି ବୟାନବାଜି ଜୋର ଧରିଛି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି)ଭି.କେ.ପାଣ୍ଡିଆନଙ୍କ ବିରୋଧରେ ରାଜ୍ୟ...

ଶୌଚ ବେଳେ ଟାଣି ନେଲା କୁମ୍ଭୀର

କେନ୍ଦ୍ରାପଡ଼ା,୨୯ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଇନ୍ଦୁପୁର ଅନ୍ତର୍ଗତ ଘାଘରା ପଞ୍ଚାୟତ ଘାଗରାଡିଆ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ଗୁରୁବାର କୁମ୍ଭୀର ଟାଣି ନେଇଛି। ବ୍ରାହ୍ମଣୀ ନଦୀକୁ ଶୌଚ ପାଇଁ ଯାଇଥିବା ବେଳେ ଛକି ରହିଥିବା ଏକ କୁମ୍ଭୀର ତାଙ୍କୁ ପାଣି ଭିତରକୁ...

ସୀମାନ୍ତରେ ମାଓବାଦୀଙ୍କ ବର୍ବରତା: ପ୍ରଜା କୋର୍ଟରେ ଉପ ସରପଞ୍ଚଙ୍କ ସମେତ ୨ଜଣଙ୍କୁ ହତ୍ୟା

କୋରିକୋଣ୍ଡା,୨୯।୬(ଅବିନାଶ ବେହେରା): କିଛି ଦିନର ନିରବତା ପରେ ପୁଣି ମାଓବାଦୀମାନେ ମାଲକାନଗିରି-ଛତିଶଗଡ଼ ସମାନ୍ତ ତାଡମେଟଲା ଅଞ୍ଚଳରେ ବର୍ବରତା ଦେଖାଇଛନ୍ତି। ୧୦ ଦିନ ହେଲା ମାଓବାଦୀମାନେ ତାଡମେଟଲା ପଞ୍ଚାୟତ ଉପ ସରପଞ୍ଚ ମାଣ୍ଡଭି ଗଙ୍ଗାଙ୍କ ସମେତ ୧୫ଜଣ ଗ୍ରାମବାସୀଙ୍କୁ ଅପହରଣ କରି...

ଆଜି ଇସ୍କନରେ ସୁନାବେଶ

ଭୁବନେଶ୍ୱର,୨୯।୬(ଶର୍ମିଷ୍ଠା ପାଣିଗ୍ରାହୀ) ନମ୍ବର ଗୁଣ୍ଡିଚା ମନ୍ଦିରରୁ ଇସ୍କନ ଅଭିମୁଖେ ରଥ ବାହାରିବା ସମୟରେ ଭକ୍ତଙ୍କ ଭିଡ଼ ଖୁବ୍‌ ଜମିଥିଲା। ସମସ୍ତେ ହାତଯୋଡ଼ି ନତମସ୍ତକରେ ହରିବୋଲ ଓ ହୁଳହୁଳି ପକାଇ ଦାରୁବ୍ରହ୍ମଙ୍କୁ ମାଉସୀ ମା’ ଘରୁ ବିଦାୟ ଦେଇଛନ୍ତି। ଦିନ୧୨ଟାରୁ ୨ଟା...

ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ବିକ୍ରି ହେଲା ମହାପ୍ରସାଦ

ପୁରୀ,୨୯।୬(ଅଜିତ୍‌ ମହାନ୍ତି)ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ସମୟରେ ବୁଧବାର ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ନିକଟରେ ମହାପ୍ରସାଦ ବିକ୍ରି ଘଟଣା ଜଗନ୍ନାଥ ପ୍ରେମୀଙ୍କୁ ଆଘାତ ଦେଇଛି। କେତେଜଣ ସେବାୟତ ମହାପ୍ରସାଦ ଆଣି ରାସ୍ତା ଉପରେ ଭକ୍ତଙ୍କୁ ବିକ୍ରୟ କରୁଥିବା ଦେଖିବାକୁ ମିଳିଥିଲା। ମହାପ୍ରଭୁ...

ସେଲ୍ଫ ଫାଇନାନ୍ସିଂ କୋର୍ସ ପାଇଁ ନାମଲେଖା ଆବେଦନରେ ସମସ୍ୟା

ଭୁବନେଶ୍ୱର,୨୯।୬(ଅନୁରାଧା ମହାରଣା)ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଭିନ୍ନ ସେଲ୍ଫ ଫାଇନାନ୍ସିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଜୁନ ୨୦ରେ ଶେଷ ହୋଇଥିବା ବେଳେ ହାର୍ଡ କପି ୨୨ ଓ ୨୩ ତାରିଖରେ ଦାଖଲ କରିବାର ଥିଲା। ମାତ୍ର ଅନ୍‌ଲାଇନ୍‌ରେ ବିଭିନ୍ନ...

ମୌସୁମୀ ବର୍ଷା: ଉପକୂଳ ଶୁଖିଲା

ଭୁବନେଶ୍ୱର,୨୮ା୬(ଅନିଲ ଦାସ)ଗତ ଦୁଇଦିନ ଧରି ରାଜ୍ୟରେ ମୌସୁମୀଜନିତ ବର୍ଷା ଥମିଯାଇଛି। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲାରେ ପ୍ରବଳ ବର୍ଷା ହୋଇଥିବା ବେଳେ ଅଧାରୁ ଅଧିକ ଜିଲାରେ ବର୍ଷା ନାହିଁ। ଫଳରେ ଚାଷ କାର୍ଯ୍ୟ ଆରମ୍ଭ ହୋଇପାରୁ ନାହିଁ।...

ମହାନଦୀ ଟ୍ରିବ୍ୟୁନାଲ ଅବଧି ୨୦୨୬ ଏପ୍ରିଲ ୧୩ ଯାଏ ବୃଦ୍ଧି

ଭୁବନେଶ୍ୱର,୨୯।୬ (ଅନିଲ ଦାସ)ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଅବଧିକୁ କେନ୍ଦ୍ର ସରକାର ୨୦୨୬ ଏପ୍ରିଲ ୧୩ ବୃଦ୍ଧି କରିଛନ୍ତି। ଧାର୍ଯ୍ୟ ସମୟସୀମା ମଧ୍ୟରେ ଟ୍ରିବ୍ୟୁନାଲ ଏହି ବିବାଦର ସମାଧାନ କରିବାରେ ସକ୍ଷମ ହୋଇ ନ ଥିବାରୁ କେନ୍ଦ୍ର ସରକାର ଏହି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri