ରାଜ୍ୟ

ଆଜି ରଥାରୂଢ଼ ମହାପ୍ରଭୁଙ୍କ ସୁନାବେଶ

ପୁରୀ,୨୯।୬(ଅଜିତ୍‌ ମହାନ୍ତି)ଆଷାଢ଼ ଶୁକ୍ଳ ଏକାଦଶୀ ତିଥି ଗୁରୁବାର ତିନି ରଥରେ ମହାପ୍ରଭୁଙ୍କ ଅନନ୍ୟ ସୁନାବେଶ ବା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହେବ। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହେବେ। ରଥ ଉପରେ ମଇଲମ ଓ ଏକାଦଶୀ ସର୍ବାଙ୍ଗ...

ଉଡ଼ିଲା ଆଜବେଷ୍ଟସ୍‌, ଭାଙ୍ଗିଲା ଘର

ଜମନକିରା,୨୮ା୬ (ରବୀନ୍ଦ୍ର ପ୍ରସାଦ ଦାନି): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ମୌସୁମୀ ଜନିତ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଝଡତୋଫାନ ଦେଖିବାକୁ ମିଳିଛି। ଏଥିଯୋଗୁ ଅନେକ ସ୍ଥାନରେ କ୍ଷୟକ୍ଷତି ଘଟିଛି। ଜମନକିରା ବ୍ଲକ କେନାଢିପା...

ବାହୁଡା ଯାତ୍ରାରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ୨ ଜୀବନ

କେନ୍ଦୁଝର,୨୮।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାରିଆ ଥାନା ଅଧୀନ କେନ୍ଦୁଆ ଗ୍ରାମରେ ବାହୁଡା ଯାତ୍ରାରେ ଅଘଟଣ ଘଟିଛି। ରଥକୁ ଟାଣି ସାଇଟ୍‌ କରୁଥିବା ବେଳେ ବିଦ୍ୟୁତ୍‌ ଆଘାତରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି।...

ବାହୁଡ଼ିଲେ ମହାପ୍ରଭୁ, ଶ୍ରୀମନ୍ଦିର ସମ୍ମୁଖରେ ୩ ରଥ

ପୁରୀ,୨୮ା୬(ଅଜିତ୍‌ ମହାନ୍ତି): ପବିତ୍ର ଆଷାଢ଼ ଶୁକ୍ଳପକ୍ଷ ଦଶମୀ ତିଥି ଅବସରରେ ବିଶ୍ୱନିୟନ୍ତା କାଳିଆ ଠାକୁରଙ୍କ ବାହୁଡ଼ା ଯାତ୍ରା ବୁଧବାର ଅନୁଷ୍ଠିତ ହୋଇଛି। ମହାପ୍ରଭୁଙ୍କ ଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ମା’ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଜନ୍ମବେଦୀ ଆଡ଼ପ ମଣ୍ଡପ...

କେନ୍ଦୁଝର ଟ୍ରକ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୬(ଅସମାପିକା ସାହୁ): କେନ୍ଦୁଝର ଜିଲା ଷଠୀଘରଠାରେ ମଙ୍ଗଳବାର ହୋଇଥିବା ଟ୍ରକ୍‌ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ...

ଗଡିଲା ମା ସୁଭଦ୍ରା ଓ କାଳିଆ ସାଆନ୍ତଙ୍କ ରଥ

ପୁରୀ,୨୮।୬(ଅଜିତ୍‌ ମହାନ୍ତି): ବଡଭାଇ ବଳଭଦ୍ରଙ୍କ ରଥ ପରେ ଶରଧାବାଲିରେ ଗଡିଲା ଭଉଣୀ ସୁଭଦ୍ରା ଏବଂ ସାନଭାଇ ଜଗନ୍ନାଥଙ୍କର ରଥ। ଆଗେ ଆଗେ ବଡଭାଇ ଯାଉଥିବା ବେଳେ ପଛରେ ଗହଳି ଲଗାଇ ଆସୁଛନ୍ତି କାଳିଆ ସାଆନ୍ତ। ଜୟ ଜଗନ୍ନାଥ ଧ୍ୱନୀରେ ବଡଦାଣ୍ଡ...

ଦାରିଙ୍ଗବାଡ଼ିରେ ପ୍ରଥମଥର ଫଳିଛି ସେଓ

ଦାରିଙ୍ଗବାଡ଼ି,୨୮ା୬(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳ ଏକ ପର୍ଯ୍ୟଟନସ୍ଥଳ ଭାବେ ସାରା ରାଜ୍ୟ ତଥା ରାଜ୍ୟ ବାହାରେ ଜଣାଶୁଣା। ଏଠାକାର ଜଳବାୟୁ ସାରା ଭାରତ ବର୍ଷରେ ଏକ ସ୍ବତନ୍ତ୍ର ସ୍ଥାନ ଗ୍ରହଣ କରିଛି।...

ବଡଭାଇ ବଳଭଦ୍ରଙ୍କ ରଥଟଣା ଆରମ୍ଭ

ପୁରୀ,୨୮।୬(ଅଜିତ୍‌ ମହାନ୍ତି) ଆଜି ବାହୁଡିବେ ଚର୍ତୁଦ୍ଧାମୂର୍ତ୍ତି। ଜନ୍ମବେଦୀରେ ନିଜର ୯ଦିନିଆ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ଲେଉଟି ଯିବେ ତିନି ଠାକୁର। ସେଥିଲାଗି ସଅଳ ନୀତିକାନ୍ତି ଶେଷ ହୋଇଛି। ତିନି ଠାକୁରଙ୍କ ପହଣ୍ଡି ଶେଷ ହେବା ପରେ ବଳଭଦ୍ରଙ୍କ ରଥଟଣା ଆରମ୍ଭ...

୩ ହଜାର ଯୁବତୀ ଯୁବକଙ୍କୁ ମିଳିବ ଶିକ୍ଷାଦାନ ତାଲିମ

ଭୁବନେଶ୍ୱର,୨୮।୬(ଅନୁରାଧା ମହାରଣା): ‘ମୋ କଲେଜ ଅଭିଯାନ ପରିଚାଳନା ସଙ୍ଗଠନ’ ଏବଂ ‘ଥିଙ୍କ୍‌ ଜୋନ୍‌’ ମଧ୍ୟରେ ଏକ ବୁଝାମଣା ପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ଥିଙ୍କ୍‌ ଜୋନ୍‌ ଫେଲୋଶିପ୍‌ ପ୍ରୋଗ୍ରାମ ନାମରେ ଏହି କାର୍ଯ୍ୟକ୍ରମ ଚାଲିବ। ମଙ୍ଗଳବାର ‘ମୋ କଲେଜ ଅଭିଯାନ...

ବର ପ୍ରସେଶନ ଉପରେ ଚଢ଼ିଗଲା ଟ୍ରକ: ୫ ମୃତ ୮ ଆହତ

କେନ୍ଦୁଝର,୨୮।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୁରୁଣା ସହରର ଷଠିଘରସାହି ନିକଟରେ ୨୦ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବର ଯାତ୍ରୀ ପ୍ରସେଶନ ଉପରେ ଦ୍ରୁତଗାମୀ ଟ୍ରକ ଚଢ଼ି ଯିବାରୁ ଘଟଣାସ୍ଥଳରେ...

କେନ୍ଦୁପତ୍ର ଉପରୁ ଜିଏସ୍‌ଟି ଉଚ୍ଛେଦ କରିବାକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୬(ଅନିଲ ଦାସ): କେନ୍ଦୁପତ୍ର ଉପରୁ ଜିଏସ୍‌ଟି ପ୍ରତ୍ୟାହାର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପୁଣିଥରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଚିଠି ଲେଖିଛନ୍ତି। ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି, କେନ୍ଦୁପତ୍ର ହେଉଛି ଲଘୁବନଜାତ ଦ୍ରବ୍ୟ। ଏହା ୮ ଲକ୍ଷ କେନ୍ଦୁପତ୍ର...

କାଳିଆର ପହଣ୍ଡି ଆରମ୍ଭ

ପୁରୀ,୨୮।୬(ଅଜିତ ମହାନ୍ତି): ଜନ୍ମବେଦିରେ ଲୀଳାଖେଳା ସାରି ଆଜି ପୁଣି ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ପରେ ମା’ ସୁଭଦ୍ରାଙ୍କର ପହଣ୍ଡି ଆରମ୍ଭ ହୋଇଥିଲା। ଏବେ ଜଗତର ନାଥ ଜଗନ୍ନାଥଙ୍କ ପହଣ୍ଡି ପହଣ୍ଡି ଆରମ୍ଭ ହୋଇଛି।

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri