ରାଜ୍ୟ

ଖୋଲିଲା ଏଜୁକେଶନାଲ ଇ-ଷ୍ଟୁଡିଓ

ବାରିପଦା, ୨୪ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ରାଜ୍ୟର ପ୍ରଥମ ଏଜୁକେଶନାଲ ଇ-ଷ୍ଟୁଡିଓର ଶୁଭାରାମ୍ଭ ହୋଇଛି। ମୁଖ୍ୟଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଯୋଗଦେଇ ଏହାକୁ...

ଯୁଗଳ କିଶୋର ଷଡ଼ଙ୍ଗୀ ପାଇବେ ‘ବାଲ୍‌ ସାହିତ୍ୟ ପୁରସ୍କାର’

ଭୁବନେଶ୍ୱର,୨୪।୬(ଶର୍ମିଷ୍ଠା ପାଣିଗ୍ରାହୀ): କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଶୁକ୍ରବାର ବାଲ୍‌ ସାହିତ୍ୟ ପୁରସ୍କାର ଓ ଯୁବ ପୁରସ୍କାର ୨୦୨୩ ଘୋଷଣା କରାଯାଇଛି। ୨୦ଜଣ ଯୁବ ଓ ୨୨ଜଣ ବାଲ୍‌ ସାହିତ୍ୟ ପୁରସ୍କାର ପାଇବେ। ତେବେ ଯୁବ ପୁରସ୍କାରରେ ଓଡ଼ିଶାରୁ କେହି...

ବିଶ୍ୱସ୍ତରୀୟ ହେବ ନନ୍ଦନକାନନ

ଭୁବନେଶ୍ୱର,୨୪ା୬(ଅନିଲ ଦାସ): ନନ୍ଦନକାନନର ନବକଳେବର ହେବ। ୫-ଟି ଉପକ୍ରମରେ ଏହାକୁ ଏକ ବିଶ୍ବସ୍ତରୀୟ ପ୍ରାଣୀ ଉଦ୍ୟାନ ଭାବେ ରୂପାନ୍ତର କରାଯିବ। ନୂଆ ଜୀବଜନ୍ତୁ ଆଣିବା, ଜଙ୍ଗଲ ଅଞ୍ଚଳର ବିକାଶ ସହ ଦର୍ଶକମାନଙ୍କ ପାଇଁ ବିଭିନ୍ନ ସୁବିଧାସୁଯୋଗ ସୃଷ୍ଟି କରାଯିବ। ଚୂଡ଼ଙ୍ଗ...

୫୦ ହଜାର ଭକ୍ତଙ୍କ ପାଇଁ ବାହାରିଲା ଆଡ଼ପ ଅବଢ଼ା

ପୁରୀ,୨୩। ୬(ଅଜିତ ମହାନ୍ତି): ଜନ୍ମ ବେଦୀରେ ତିନି ଠାକୁର। ଶୁକ୍ରବାର ଆଡ଼ପ ଅବଢା ବାହାରିଛି । ୫୦ ହଜାର ଭକ୍ତଙ୍କ ପାଇଁ ଆଜି ସୁଆର ମହାସୁଆର ନିଯୋଗ ପକ୍ଷରୁ ଆଡ଼ପ ଅବଢ଼ା ବ୍ୟବସ୍ଥା କରାଯାଇଛି। ଭକ୍ତମାନେ ଯେଭଳି ସୁବିଧାରେ ମହାପ୍ରସାଦ...

ପୂର୍ବତନ ଡିଏସ୍‌ଡବ୍ଲ୍ୟୁଓ ଗିରଫ

ଭୁବନେଶ୍ୱର,୨୩ା୬(ସତ୍ୟଜିତ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ବତନ ଭଦ୍ରକ ଜିଲା ସମାଜ ମଙ୍ଗଳ ଅଧିକାରିଣୀ(ଡିଏସ୍‌ଡବ୍ଲ୍ୟୁଓ) ଜୟନ୍ତୀ ବେହେରା ଶୁକ୍ରବାର ଗିରଫ ହୋଇଛନ୍ତି। ଦୁଇ ଦିନର ଚଢ଼ାଉରେ ଭିଜିଲାନ୍ସ ତାଙ୍କଠାରୁ ବିପୁଳ ପରିମାଣର ସମ୍ପତ୍ତି ଠାବ କରିଛି। ଯାହାକି...

ଜଟିଳ ମାଂସପେଶୀ ରୋଗର ଚିକିତ୍ସା ପାଇଁ ୩୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୬(ଅସମାପିକା ସାହୁ): ବାଲେଶ୍ୱର ଜିଲାର ୩ଜଣ ରୋଗୀ ଯଥା ଖନ୍ତାପଡ଼ାର କିରଣ କୁମାର ମଲ୍ଲିକ, ଖନ୍ତାପଡ଼ାର ସୁରଜ କୁମାର ମଲ୍ଲିକ ଏବଂ ସିମୁଳିଆର ଦିବ୍ୟାଂଶୁ ଦୀକ୍ଷିତ, ଜଟିଳ ମାଂସପେଶୀ ରୋଗ (Duchenne Muscular Dystrophy)ରେ ପୀଡ଼ତ ଅଛନ୍ତି। ସେମାନଙ୍କ ଉତ୍ତମ...

ନାଁ ବଦଳାଇ ଆଉ ଥରେ ଘୋଷଣା କରୁଛନ୍ତି ସରକାର: ସ୍ମୃତି

ଭୁବନେଶ୍ବର, ୨୩ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାରେ ପୁଷ୍ଟି ଓ ସ୍ବାସ୍ଥ୍ୟରେ ଉନ୍ନତି ପାଇଁ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’କୁ କ୍ୟାବିନେଟ୍‌ରେ ଅନୁମୋଦନ ଦେଇଛନ୍ତି। ଏହା ଘୋଷଣା ସର୍ବସ୍ବ ରାଜ୍ୟ ସରକାରଙ୍କ ଆଉ ଏକ ପ୍ରହସନ। ରାଜ୍ୟ ସରକାର କେବଳ...

ମା’ ମାଣିକେଶରୀଙ୍କୁ ଦର୍ଶନ କଲେ ନଡ୍ଡା

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଶୁକ୍ରବାର ପୂର୍ବାହ୍ନ ସାଢେ ୧୧ରେ ଭବାନୀପାଟଣାରେ ପହଞ୍ଚି ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶରୀଙ୍କ ଦର୍ଶନ କରିଛନ୍ତି। ଏହାପରେ ସେ ଲାଲାବାହଦୂର ଷ୍ଟାଡ଼ିୟମରେ ଆୟୋଜିତ ମହାଜନସମ୍ପର୍କ ସମାବେଶରେ ଦଳୀୟ କର୍ମକର୍ତ୍ତାଙ୍କୁ...

ଦୁର୍ଘଟଣା ରୋକିବ ଟ୍ରାଫିକ୍‌ ଟାଇମ୍‌ର

ଭୁବନେଶ୍ୱର,୨୩।୬(ଅଭିଜିତ୍‌ ଦାସ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଛକଗୁଡ଼ିକରେ ଲାଗିଥିବା ସ୍ବୟଂଚାଳିତ ଟ୍ରାଫିକ୍‌ ବ୍ୟବସ୍ଥାଗୁଡ଼ିକ ଅଧିକାଂଶ ସମୟରେ କାମ କରୁ ନାହିଁ। କେତେକ ସ୍ଥାନରେ ଅଧିକାଂଶ ସମୟରେ ସିଗ୍‌ନାଲ ୟେଲୋ ଲାଇଟ୍‌ ଜଳି ରହୁଛି। ତେବେ ଏହାକୁ ବ୍ୟବସ୍ଥିତ କରିବା ପାଇଁ...

ପଞ୍ଚାୟତ ସ୍ତରରେ ଜାତୀୟ ପେନ୍‌ସନ ଦିଆଯାଉ: ବିଜେଡି

ଭୁବନେଶ୍ୱର,୨୩ା୬(ଅନିଲଦାସ): ଓଡ଼ିଶାରେ ଜାତୀୟ ପେନ୍‌ସନ ପାଉଥିବା ୨୦ ଲକ୍ଷ ଲୋକ ଅଛନ୍ତି। ଯେଉଁଥିରୁ ୫୦% ଅର୍ଥ ଓଡ଼ିଶା ସରକାର ବହନ କରୁଛନ୍ତି। ବାର୍ଦ୍ଧକ୍ୟ ଏବଂ ଭିନ୍ନକ୍ଷମ ପେନ୍‌ସନ ସମେତ ଜାତୀୟ ପେନ୍‌ସନ ପାଉଥିବା ହିତାଧିକାରୀମାନେ ସେମାନଙ୍କ ପେନ୍‌ସନ ପାଇଁ ଗ୍ରାମାଞ୍ଚଳର...

ରାଜ୍ୟରେ ୫୦୮୬ ପିଲା ଅଧାରୁ ପାଠଛାଡ଼ିିଛନ୍ତି

ଭୁବନେଶ୍ୱର,୨୩ା୬(ଅନୁରାଧା ମହାରଣା): ଓଡ଼ିଶାରେ ସ୍କୁଲ୍‌ ଡ୍ରପ୍‌ ଆଉଟ ପିଲାଙ୍କ ପରିସଂଖ୍ୟାନ ପ୍ରତିବର୍ଷ ବଢୁଛି। ବର୍ତ୍ତମାନ ଜାତୀୟ ହାର ୧୨ ପ୍ରତିଶତରୁ ଅଧିକ ରହିଥିବାବେଳେ ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ୧୮ହଜାର ଛାତ୍ରୀଛାତ୍ର ଅନୁପସ୍ଥିତ ରହିଥିଲେ। ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ...

ଆଜିଠୁ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଯାଞ୍ଚ କଡ଼ାକଡ଼ି

ଭୁବନେଶ୍ୱର, ୨୩।୬(ସତ୍ୟଜିତ୍‌ ରାଉତ): ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇ ନ ଥିଲେ ଚାଳକ ତଣ୍ଡ ଗଣିବେ। ଜୁନ୍‌ ୨୩ ଅର୍ଥାତ ଶୁକ୍ରବାରଠାରୁ ଏନେଇ ସ୍ପେଶାଲ ଡ୍ରାଇଭ୍‌ ଆରମ୍ଭ ହେବା ସହ ନିୟମ ପାଳନ କରୁ ନ ଥିବା ଗାଡ଼ି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri