ରାଜ୍ୟ

ବିବାହକୁ ପୁରିନି ୭ ମାସ: ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ

ଢେଙ୍କାନାଳ,୨୯ା୧୦(ରତନ ନାୟାର): ଢେଙ୍କାନାଳ ସହର ଗାନ୍ଧୀ ମନ୍ଦିର ରୋଡ୍‌ର ଶରତ ମହାପାତ୍ରଙ୍କୁ ଗତ ୭ ମାସ ତଳେ ବିବାହ କରିଥିବା ମୌସୁମୀ ମଧୁସ୍ମିତାଙ୍କ ରବିବାର ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଛି। ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ନ...

ପରକୀୟା ପ୍ରୀତି: ତହସିଲଦାରଙ୍କ ଡ୍ରାଇଭରଙ୍କୁ ଉଲଗ୍ନ କରି ଆଣ୍ଠେଇ ଚଲାଇଲେ

ପାଟଣା,୨୯ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମଙ୍ଗଳପୁର ପାଟନାଳୀ ସାହିରେ ପରକୀୟା ପ୍ରୀତିକୁ ନେଇ କଙ୍ଗାରୁ କୋର୍ଟ ହୋଇଛି। ଜଣେ ଯୁବକଙ୍କୁ ଗ୍ରାମବାସୀ ମାଡ଼ ମାରିବା ସହ ଉଲଗ୍ନ କରି ଆଣ୍ଠେଇ ଚଲାଇଥିବା ଜଣାପଡ଼ିଛି। ଘଟଣାର ଭିଡିଓ...

ନଭେମ୍ବର ଆରମ୍ଭରୁ ରାଜ୍ୟରେ ବଢ଼ିବ ଶୀତ

ଭୁବନେଶ୍ୱର,୨୯ା୧୦: ବାତ୍ୟା ‘ଦାନା’ ପ୍ରଭାବରେ ରାଜ୍ୟ ବାୟୁମଣ୍ଡଳରେ ଏକ ପୂର୍ର୍ଣ୍ଣିି ବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ଜଳୀୟବାଷ୍ପକୁ ଧରି ରଖିଥିବାରୁ ରାଜ୍ୟରେ ତାପମାତ୍ରା କମୁନାହିଁ। ଏହା ରାଜ୍ୟରେ ଶୀତର ପ୍ରଭାବ ଅନୁଭୂତ ହେବାରେ ବାଧା ସୃଷ୍ଟି କରୁଛି। କେବଳ...

ଉପମୁଖ୍ୟମନ୍ତ୍ରଙ୍କ ବଡ଼ ସୂଚନା: ଖୁବ୍‌ଶୀଘ୍ର ସୁଭଦ୍ରା ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ

ଭୁବନେଶ୍ୱର,୨୯।୧୦ (ସୁନିତ୍‌ ମିଶ୍ର):‘ସୁଭଦ୍ରା’ର ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ ଟଙ୍କା ଖୁବ୍‌ଶୀଘ୍ର ମିଳିବ। ଏହି ପର୍ଯ୍ୟାୟରେ ବାକିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଗତ ସେପ୍ଟେମ୍ବର ୧୭ରେ ରାଜ୍ୟରେ ସୁଭଦ୍ରା ଯୋଜନାର...

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧୦: ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଛି ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଛନ୍ତି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରୀୟ ଏକତା ଦିବସ...

ଲିଙ୍ଗରାଜ ମନ୍ଦିରରେ ଭିଡିଓ କରି ବିବାଦରେ ଶିଳ୍ପା ସେଟ୍ଟୀ

ଭୁବନେଶ୍ୱର,୨୯।୧୦(ବନ୍ଦନା ସେଠୀ): ଶ୍ରୀଲିଙ୍ଗରାଜ ମନ୍ଦିର ଭିତରେ ଫଟୋ ଉଠାଇ ବିବାଦରେ ଫସିଛନ୍ତି ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ। ସୋମବାର ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଭୁବନେଶ୍ୱର ଆସିଥିବା ଶିଳ୍ପା ଲିଙ୍ଗରାଜ ମନ୍ଦିରକୁ ଦର୍ଶନ କରିବାକୁ ଯାଇଥିଲେ। ତେବେ ସେ ମନ୍ଦିର ଭିତରେ...

ସ୍କୁଲ ବସ୍‌କୁ ଧକ୍କା ଦେଲା ବସ୍‌: ୧୦ ଆହତ

କଟକ,୨୯।୧୦: ଖାନନଗର ଟ୍ରାଫିକ ଛକରେ ଘରୋଇ ସ୍କୁଲ ବସ୍‌କୁ ଧକ୍କା ଦେଲା ବସ୍। ଏଥିରେ ୧୦ ଛାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଘରୋଇ ଶିକ୍ଷାନୁଷ୍ଠାନର କିଛି ଛାତ୍ରୀଙ୍କୁ ନେଇ ଯାଉଥିଲା ବସ୍। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଛି...

ଚାଲାଣ ପାଇଁ ୧୨ ଶ୍ରମିକଙ୍କୁ ଲୁଚାଇ ରଖିଥିଲେ ଦଲାଲ: ମାଡ଼ିବସିଲା ପୋଲିସ

ଲାଠୋର,୨୮।୧୦(ଭୁବନେଶ୍ୱର ବାରିକ): ଲାଠୋର ପୋଲିସ ସୋମବାର ସନ୍ଧ୍ୟାରେ ଲାଠୋର ଗ୍ରାମର ଏକ ପରିତ୍ୟକ୍ତ ଘରୁ ୧୨ ଜଣ ଦାଦନ ଶ୍ରମିକ ଓ ଜଣେ ଶିଶୁଙ୍କୁ ଉଦ୍ଧାର କରିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ଶ୍ରମିକମାନେ ବରଗଡ଼ ଜିଲା ଗାଇସିଲେଟ ଥାନା...

ଧନତେରସରେ ସୁନା କିଣିବାକୁ ଯୋଜନା କରୁଛନ୍ତି କି? ଜାଣିନିଅନ୍ତୁ ନୂଆ ଦର

ଭୁବନେଶ୍ୱର,୨୮।୧୦: ରାତି ପାହିଲେ ସୁଖ ଓ ସମୃଦ୍ଧିର ପର୍ବ ଧନ ତ୍ରୟୋଦଶୀ ବା ଧନତେରସ। କୁହାଯାଏ ଏହିଦିନ ସୁନା ଗହଣା କିଣିଲେ ଘରକୁ ଲକ୍ଷ୍ମୀ ଆସନ୍ତି। ହେଲେ ଗତ ବର୍ଷଠାରୁ ଏବର୍ଷ ସୁନା ଦର ବୃଦ୍ଧି ପାଇଥିଲେ ବି ଦୋକାନରେ...

୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଭବାନୀପାଟଣାସ୍ଥିତ ଜିଲା ପୋକ୍‌ସୋ କୋର୍ଟର ସ୍ବତନ୍ତ୍ର ବିଚାରପତି ସ୍ମୃତି ଲେଖା ବାରିକ ଏହି...

ରାଜ୍ୟବାସୀଙ୍କୁ ମିଳିବ ୨ ସ୍ବାସ୍ଥ୍ୟ କାର୍ଡ, ଜାଣନ୍ତୁ କିପରି କରିବେ ରେଜିଷ୍ଟ୍ରେଶନ, କ’ଣ ଡକ୍ୟୁମେଣ୍ଟ ଆବଶ୍ୟକ

ଭୁବନେଶ୍ୱର,୨୮।୧୦: ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ। ଯଦି ଆପଣ ଉପରୋକ୍ତ ସ୍କିମ ପାଇଁ ଯୋଗ୍ୟ...

କେଉଁ ଦିନ ପାଳନ କରିବେ ଦୀପାବଳି, ୩୧ ନା ୧, ଦ୍ୱନ୍ଦରେ ଅଛନ୍ତି କି?

ଭୁବନେଶ୍ୱର,୨୮।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି । ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ ଧାର୍ଯ୍ୟ ହୋଇଛି। ତେବେ ଅକ୍ଟୋବର ୩୧ ତାରିଖ ରାତିରେ ଶ୍ୟାମାକାଳୀ ପୂଜା ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri