ରାଜ୍ୟ

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୮ ବଖରା

ଆଠମଲ୍ଲିକ,୧୦ା୬(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଏଡା ପଞ୍ଚାୟତ ଓଳଥ ଗ୍ରାମରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଦ୍ୟୁତ୍‌ ଶର୍ଟସର୍କିଟ ଯୋଗୁ ୧୩ ପରିବାରର ୧୮ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ଖବରପାଇ ଆଠମଲ୍ଲିକ ଅଗ୍ନିଶମ କେନ୍ଦ୍ରର ୨ଟି ଗାଡ଼ି...

କଲବଲ କରୁଛି ଗୁଳୁଗୁଳି

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ତାତି ନାହିଁ। ଗୁଳୁଗୁଳି କରୁଛି ଅଣନିଃଶ୍ୱାସୀ। ଘରେ କିମ୍ବା ବାହାରେ ତ୍ରାହି ନାହିଁ। ପଙ୍ଖା କାମ ଦେଉନି। ଦେହରୁ ଗମଗମ ଝାଳ ବୋହିବା ସହ ଅସ୍ବସ୍ତିକର ପରିବେଶ ସୃଷ୍ଟି ହୋଇଛି। ଗାଁରୁ ସହର ସବୁଠି ଗରମ ଓ ଗୁଳୁଗୁଳିରେ...

ଆଦର୍ଶ ସ୍କୁଲ ଭାବେ ବିକଶିତ ହେବ ବାହାନଗା ବିଦ୍ୟାଳୟ

ବାଲେଶ୍ୱର ଅଫିସ/ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରୀ ସ୍କୁଲ ସମ୍ପୂର୍ଣ୍ଣ ଭଙ୍ଗାଯାଇ ୫-ଟି ଉପକ୍ରମରେ ଏହାର ପୁନଃନିର୍ମାଣ କରାଯିବ। ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ଗଢ଼ିବାକୁ ମୁଖ୍ୟମନ୍ତ୍ରୀ...

ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ: ଅରବିନ୍ଦ ଅଗ୍ରଓ୍ବାଲ ଉଚ୍ଚଶିକ୍ଷା ସଚିବ

ଭୁବନେଶ୍ୱର,୯ା୬(ବ୍ୟୁରୋ)-ରାଜ୍ୟ ସରକାର ଆଇଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଶୁକ୍ରବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ଉଚ୍ଚଶିକ୍ଷା ସଚିବ...

ବାହାନଗା ହାଇସ୍କୁଲ ନବୀକରଣ ହେବ: ୧୫ ଦିନରେ ଯୋଜନା ପ୍ରସ୍ତୁତ କରି ରିପୋର୍ଟ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୯ା୬(ବ୍ୟୁରୋ): ବାଲେଶ୍ୱର ଜିଲାର ବାହାନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ ମାଧ୍ୟମିକ ସ୍କୁଲ ଗୃହ ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ନବୀକରଣ କରାଯିବ। ସ୍କୁଲ ପରିସର ପୁନଃନିର୍ମାଣ କରି ଏହାକୁ ଆଦର୍ଶ ସ୍କୁଲ ଭାବରେ ଗଢ଼ିବାକୁ...

ଉଚ୍ଚ ଶିକ୍ଷା ସଚିବ ପଦରୁ ବିଷ୍ଣୁପଦ ସେଠୀଙ୍କୁ ବଦଳି

ଉଚ୍ଚ ଶିକ୍ଷା ସଚିବ ପଦରୁ ବିଷ୍ଣୁପଦ ସେଠୀଙ୍କୁ ବଦଳି ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟ ମନ୍ତ୍ରିମଣ୍ଡଳରୁ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ପରେ ଏବେ ହଟିଲେ ସଚିବ। ଉଚ୍ଚ ଶିକ୍ଷା ସଚିବ ପଦରୁ ବିଷ୍ଣୁପଦ ସେଠୀଙ୍କୁ ବଦଳି କରାଯାଇଛି। ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ...

ମୁଖ୍ୟମନ୍ତ୍ରୀ ମୋ ଠାରୁ ଅଧିକ ଆଶା କରୁଥିଲେ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟ ମନ୍ତ୍ରିମଣ୍ଡଳରୁ ବାଦ ପଡ଼ିଛନ୍ତି ରୋହିତ ପୂଜାରୀ। ମନ୍ତ୍ରିମଣ୍ଡଳରୁ ବାଦ ପଡ଼ିବା ପରେ ରୋହିତ ପୂଜାରୀଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି, ‘ମୁଖ୍ୟମନ୍ତ୍ରୀ ବୋଧେ ମୋ ଠାରୁ ଅଧିକ ଆଶା କରୁଥିଲେ, ମୁଁ ମୋର ବେଷ୍ଟ ଏଫର୍ଟ ଦେଇଛି, ବିଗତ...

ପିସିସି ଶୃଙ୍ଖଳା କମିଟି ପୁନର୍ଗଠନ

ଭୁବନେଶ୍ବର,୯।୬ (ବ୍ୟୁରୋ) ଏଆଇସିସି ପକ୍ଷରୁ ଶୁକ୍ରବାର ପିସିସି ଶୃଙ୍ଖଳା କମିଟି ପୁନର୍ଗଠନ କରାଯାଇଛି। ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ଅଧ୍ୟକ୍ଷତାରେ ୬ ଜଣିଆ କମିଟି ଗଠନ ହୋଇଛି। ଜାନକୀ ବଲ୍ଲଭ ପଟ୍ଟନାୟକ କମିଟିର ଆବାହକ ନିଯୁକ୍ତ ହୋଇଛନ୍ତି । କମିଟିରେ...

ଜିଲା ସଭାପତିଙ୍କ ନା ଘୋଷଣା କଲା କଂଗ୍ରେସ

ଭୁବନେଶ୍ବର,୯।୬ (ବ୍ୟୁରୋ): କଂଗ୍ରେସ ଶୁକ୍ରବାର ରାଜ୍ୟର ୧୦ଟି ଜିଲାର ଜିଲା ସଭାପତିଙ୍କ ନା ଘୋଷଣା କରିଛି। ଏଆଇସିସି ପକ୍ଷରୁ ଜିଲା କଂଗ୍ରେସ ସଭାପତିଙ୍କ ନାଁ ଘୋଷଣା କରାଯାଇଛି। । କୋରାପୁଟ ଜିଲା ସଭାପତି ପଦରୁ ମିନାକ୍ଷୀ ବାହିନୀପତି ବାଦ ପଡ଼...

ମନ୍ତ୍ରିମଣ୍ଡଳରୁ ବାଦ୍‌ ପଡ଼ିଲେ ରୋହିତ ପୂଜାରୀ

ଭୁବନେଶ୍ୱର,୯ା୬(ବ୍ୟୁରୋ): ରାଜ୍ୟ ମନ୍ତ୍ରିମଣ୍ଡଳରୁ ବାଦ୍‌ ପଡ଼ିଛନ୍ତି ରୋହିତ ପୂଜାରୀ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ସୁପାରିସ କରିଥିବା ଜଣାପଡ଼ିଛି। ଉଚ୍ଚଶିକ୍ଷା ବିଭାଗ ବାର୍ଷିକ ସମୀକ୍ଷାରେ ଖରାପ ପ୍ରଦର୍ଶନ ପାଇଁ ତାଙ୍କୁ ବାଦ୍‌ କରାଯାଇଥିବା ସୂଚନାରୁ...

ଫିଲ୍ମ ପ୍ରଯୋଜକ ସଞ୍ଜୟ ନାୟକଙ୍କ ନାଁରେ କାଷ୍ଟିଂ କାଉଚ୍‌ ଅଭିଯୋଗ ଆଣିଲେ ପ୍ରକୃତି ମିଶ୍ର

ଭୁବନେଶ୍ୱର,୯ା୬(ବ୍ୟୁରୋ): ଓଲିଉଡ୍‌ରେ ପୁଣିଥରେ କାଷ୍ଟିଂ କାଉଚ୍‌ ଅଭିଯୋଗ ଆସିଛି। ଫିଲ୍ମ ପ୍ରଯୋଜକ ସଞ୍ଜୟ ନାୟକ ଓରଫ ଟୁଟୁ ନାୟକଙ୍କ ନାମରେ ବିବାଦୀୟ ଅଭିନେତ୍ରୀ ପ୍ରକୃତି ମିଶ୍ର କାଷ୍ଟିଂ କାଉଚ୍‌ ଅଭିଯୋଗ ଆଣିଛନ୍ତି। ଫିଲ୍ମରେ କାମ ଦେବାର ପ୍ରଲୋଭନ ଦେଖାଇ ଅନେକ...

ବିହାର ମୃତଦେହ ପଶ୍ଚିମବଙ୍ଗରେ, ଆଧାରକାର୍ଡରୁ ପଡ଼ିଲା ଜଣା

ଭୁବନେଶ୍ୱର,୯ା୬(ବ୍ୟୁରୋ): ବାହାନଗା ଟ୍ରେନ୍‌ ଦୁର୍ଘଟଣାର ଶିକାର ହୋଇ ପ୍ରାଣ ହରାଇଥିବା ଜଣେ ବ୍ୟକ୍ତିଙ୍କ ମୃତଦେହ ଭୁଲ୍‌ବଶତଃ ପଶ୍ଚିମବଙ୍ଗ ଚାଲିଯାଇଥିଲା। ତେବେ ତାଙ୍କ ପକେଟରୁ ମିଳିଥିବା ଆଧାରକାର୍ଡରୁ ସେ ପଶ୍ଚିମବଙ୍ଗର ନୁହନ୍ତି ବରଂ ବିହାରର ବୋଲି ଜଣାପଡ଼ିବା ପରେ ମୃତଦେହ ପୁଣି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri