ରାଜ୍ୟ

ବିଭାଗୀୟ ତଦନ୍ତ ଆରମ୍ଭ

ଯାଜପୁର ଅଫିସ,୯ା୬: ଯାଜପୁର-କେନ୍ଦୁଝର ରୋଡ ଷ୍ଟେଶନ ନିକଟରେ ବୁଧବାର ଅପରାହ୍ନରେ ମାଲବାହୀ ବଗିରେ କଟି ୬ ଜଣଙ୍କ ମୃତ୍ୟୁ ଓ ୨ ଜଣ ଗୁରୁତର ଆହତ ଘଟଣାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଖୋର୍ଦ୍ଧା ପୂର୍ବତଟ ରେଳ ଡିଭିଜନ ସୁରକ୍ଷା...

୩୪୫୭ କୋଟିର ୧୮ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର, ୯ା୬(ବ୍ୟୁରୋ): ରାଜ୍ୟ ସରକାର ୩୪୫୭ କୋଟି ଟଙ୍କାର ୧୮ଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏଥିରେ ୧୪,୪୩୬ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଗୁରୁବାର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୧୮ତମ...

ବାହାନଗା ବିଦ୍ୟାଳୟ କୋଠରି ଭଙ୍ଗାଯିବ

ବାଲେଶ୍ୱର ଅଫିସ, ୯।୬: ବାଲେଶ୍ୱର ଜିଲା ବାହାନଗା ନିକଟରେ ଗତ ୨ ତାରିଖ ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତଦେହଗୁଡ଼ିକୁ ସ୍ଥାନୀୟ ବାହାନଗା ହାଇସ୍କୁଲରେ ରଖାଯାଇଥିଲା। ହାଇସ୍କୁଲର ବିଭିନ୍ନ କୋଠରିରେ ପ୍ରାୟ ୨ଶହରୁ ଊର୍ଦ୍ଧ୍ୱ ମୃତଦେହ...

୨୩ରୁ ନମ୍ବର ପ୍ଲେଟ୍‌ ଫାଇନ୍‌

ଭୁବନେଶ୍ୱର,୮ା୬(ବ୍ୟୁରୋ): ଗାଡ଼ିରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ନ ଲଗାଇଥିଲେ ଏଣିକି ଚାଳକ ଫାଇନ ଗଣିବେ। ଆସନ୍ତା ୨୩ ତାରିଖରୁ ଏହି ସ୍ପେଶାଲ ଡ୍ରାଇଭ୍‌ ଆରମ୍ଭ ହେବ। ଗାଡ଼ିରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଲାଗି ନ ଥିଲେ ଇ-ଚାଲାଣ...

ରାଜଧାନୀରେ ପ୍ରବଳ ଝଡ଼ବର୍ଷା

ଭୁବନେଶ୍ୱର,୮ା୬(ବ୍ୟୁରୋ): ଗୁରୁବାର ସକାଳୁ ମଧ୍ୟାହ୍ନ ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱରରେ ଅହସ୍ୟ ଖରା ହୋଇଥିବା ବେଳେ ଅପରାହ୍ନରେ ପ୍ରବଳ ଧୂଳିଝଡ଼ ସହ ବର୍ଷା ହୋଇଛି। ବିଶେଷକରି ପଟିଆ, ପ୍ରଶାନ୍ତିବିହାର, ଶିଖରଚଣ୍ଡି, ରଘୁନାଥପୁରରେ ଧୂଳିଝଡ଼ ହୋଇଛି। ଏହି ଧୂଳିଝଡ଼ ପରେ ପରେ ସାରା...

ନୂଆ ପିଢ଼ିର ବାଲାଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି ପ୍ରାଇମ’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୮।୬: ଓଡ଼ିଶା ଉପକୂଳରେ ନୂଆ ପିଢ଼ିର ବାଲାଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି ପ୍ରାଇମ’ର ସଫଳ ପରୀକ୍ଷଣ କରାଯାଇଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆରଡିଓ) ବୁଧବାର ସନ୍ଧ୍ୟା ୭.୩୦ରେ ଓଡ଼ିଶା ଉପକୂଳବର୍ତ୍ତୀ ଡ. ଏପିଜେ ଅବଦୁଲ କଲାମ ଦ୍ୱୀପରୁ...

ପ୍ରକାଶ ପାଇଲା ଯୁକ୍ତଦୁଇ କଳା, ଧନ୍ଦାମୂଳକ ରେଜଲ୍ଟ

ଭୁବନେଶ୍ୱର,୮ା୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁବାର ଯୁକ୍ତଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଆଜି ଅପରାହ୍ନରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ସଚିବ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି।  www.orissaresults.nic.inରେ ଛାତ୍ରୀଛାତ୍ର...

କେରଳ ଛୁଇଁଲା ମୌସୁମୀ, ବିଳମ୍ବରେ ଓଡ଼ିଶା ଆସିବ

ନୂଆଦିଲ୍ଲୀ/ଭୁବନେଶ୍ୱର,୮ା୬(ବ୍ୟୁରୋ): ଗୁରୁବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି। କିନ୍ତୁ ଏହା ଓଡ଼ିଶା ଛୁଇଁବାରେ ବିଳମ୍ବ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂତରୁ ପ୍ରକାଶ। ଆଇଏମ୍‌ଡି କହିଛି, ଆଜି ମୌସୁମୀ ବାୟୁ କେରଳରେ ପ୍ରବେଶ କରିଛି। ଆସନ୍ତା ଦୁଇ...

ପୋଖରୀରେ ବୁଡ଼ି ଦୁଇ ମହିଳାଙ୍କ ଜୀବନ ଗଲା

ଜି.ଉଦୟଗିରି,୮ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ଲକ ଅନ୍ତର୍ଗତ ଲିଙ୍ଗାଗଡ଼ ପଞ୍ଚାୟତ ଲିଙ୍ଗାଗଡ଼ ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। କୁତୁଲୁମା ପୋଖରୀ ପାଣିରେ ଗୋଡ଼ ଖସି ଦୁଇ ଜଣ ମହିଳା ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ମୃତକ...

ସ୍କାନରରେ ୯ ଅଧିକାରୀ, କର୍ମଚାରୀ

ବାଲେଶ୍ୱର ଅଫିସ, ୮ା୬: ବାଲେଶ୍ୱର ଜିଲା ବାହାନଗା ନିକଟରେ ଗତ ୨ତାରିଖ ସନ୍ଧ୍ୟାରେ ଘଟିଥିବା ଭୟଙ୍କର ରେଳ ଦୁର୍ଘଟଣାର ତଦନ୍ତ ଦାୟିତ୍ୱ ସିବିଆଇ ହାତକୁ ନେଇଛି। ବୁଧବାର ଦ୍ୱିତୀୟ ଦିନରେ ସିବିଆଇ ସହିତ ଫୋରେନସିକ୍‌ ଟିମ୍‌ ବାହାନଗା ଷ୍ଟେଶନ ନିକଟ...

ନିୟମ ମାନୁନାହାନ୍ତି ବହୁତଳ ଅଟ୍ଟାଳିକା

ଭୁବନେଶ୍ୱର, ୮ା୬(ବ୍ୟୁରୋ): ରାଜ୍ୟର ସହରାଞ୍ଚଳରେ ଗଢ଼ି ଉଠୁଛି ମାଳ ମାଳ ବହୁତଳ ଅଟ୍ଟାଳିକା। ସେଥିରୁ ଅଧିକାଂଶ ଆପାର୍ଟମେଣ୍ଟ ଆଇନକାନୁନକୁ ନ ମାନି ପରିବେଶ ପାଇଁ ଘାତକ ସାଜୁଛନ୍ତି। ଆପାର୍ଟମେଣ୍ଟରୁ ବାହାରୁଥିବା ବର୍ଜ୍ୟବସ୍ତୁ, ବର୍ଜ୍ୟଜଳ ଓ ପାଇଖାନା ପାଣି ବିପଜ୍ଜନକ ହେଉଛି।...

ମୋ ସାଙ୍ଗ ନ ମିଳିଲେ ମୁଁ ସୁଇସାଇଡ୍‌ କରିଦେବି

ଭୁବନେଶ୍ୱର,୮ା୬(ବ୍ୟୁରୋ): ଟ୍ରେନ୍‌ ମୃତକଙ୍କୁ ଚିହ୍ନଟ ଲାଗି ଏମ୍‌ସ ପରିସରରେ ଖୋଲାଯାଇଥିବା ହେଲ୍ପଡେସ୍କ ନିକଟରେ ନିଜ ସାଙ୍ଗକୁ ଝୁରି ହେଉଛନ୍ତି ୨୭ ବର୍ଷିୟ ଯୁବକ ହିମାଂଶୁ ମିଶ୍ର। କୋହଭରା ସ୍ବରରେ କହୁଛନ୍ତି, ମୋ ସାଙ୍ଗ ଇଶୁ କାହିଁ। କେଉଁଠି ଅଛି ଇଶୁ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri