ରାଜ୍ୟ

କେବେ ମିଳିବ ମୃତଦେହ, ଚାହିଁ ବସିଛନ୍ତି ଦାବିଦାର

ଭୁବନେଶ୍ୱର,୮ା୬(ବ୍ୟୁରୋ): ବାହାନଗା ଟ୍ରେନ ଦୁର୍ଘଟଣାରେ ୨୮୮ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଚିହ୍ନଟ ଲାଗି ବାଲେଶ୍ୱରରୁ ୧୯୩ଟି ମୃତଦେହ ଭୁବନେଶ୍ୱରକୁ ଆସିଥିଲା। ଏଥିମଧ୍ୟରୁ ୧୨୩ଟି ମୃତଦେହକୁ ଏମ୍‌ସରେ ରଖାଯାଇଥିଲା। ତେବେ ୬ ତାରିଖ ବିଳମ୍ବିତ ରାତିରେ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲରୁ ୩୯ଟି ମୃତଦେହ...

ଏସ୍‌ଏଚ୍‌ଜିଙ୍କ ପାଇଁ ୫ ବର୍ଷରେ ଖର୍ଚ୍ଚ ହେବ ୫ହଜାର କୋଟି

ନିମାପଡ଼ା,୮ା୬(ଡି.ଏନ୍‌.ଏ.): ରାଜ୍ୟରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ରାଜ୍ୟ ସରକାର ୫ ବର୍ଷ ମଧ୍ୟରେ ୫ହଜାର କୋଟି ଟଙ୍କା ବିନିଯୋଗ କରିବେ। ସୁରକ୍ଷା(୧) ପଞ୍ଚାୟତସ୍ତରୀୟ ମହିଳା ମହାସଂଘର ସାଧାରଣ ବୈଠକରେ ମୁଖ୍ୟ ଅତିଥି ଭାବେ ବିଧାୟକ ସମୀର ରଞ୍ଜନ...

ରେଳମନ୍ତ୍ରୀଙ୍କ ଇସ୍ତଫା, ଏସ୍‌ଆଇଟି ତଦନ୍ତ ଦାବିରେ ୧୨ ଦଳର ପ୍ରତିବାଦ

ଭୁବନେଶ୍ୱର,୮ା୬(ବ୍ୟୁରୋ): ସୁପ୍ରିମ୍‌କୋର୍ଟଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ(ଏସ୍‌ଆଇଟି) ଦ୍ୱାରା ବାହାନଗା ରେଳ ଦୁର୍ଘଟଣାର ତଦନ୍ତ କରାଯାଉ। କେନ୍ଦ୍ର ସରକାରଙ୍କ ହାତବାରିସୀ ସାଜି ଲୋକଙ୍କ ବିଶ୍ୱାସ ହରାଇଥିବାରୁ ସିବିଆଇ ତଦନ୍ତକୁ ପ୍ରତ୍ୟାହାର କରାଯାଉ। ରେଳ ଦୁର୍ଘଟଣାର ନିରପେକ୍ଷ ତଦନ୍ତ...

ଟ୍ରେନ୍‌ ଦୁର୍ଘଟଣା ମୃତକଙ୍କ ସଂସ୍କାର ଲାଗି ବିଏମ୍‌ସିର ୫ ଶ୍ମଶାନରେ ବ୍ୟବସ୍ଥା

ଭୁବନେଶ୍ୱର,୮ା୬(ବ୍ୟୁରୋ): ଏମ୍‌ସ ଭୁବନେଶ୍ୱରେ ଟ୍ରେନ୍‌ ଦୁର୍ଘଟଣା ମୃତକଙ୍କ ମୃତଦେହ ରଖାଯାଇଛି। ଅନେକ ମୃତଦେହ ଏଯାଏ ଚିହ୍ନଟ ହୋଇପାରି ନାହିଁ। କେହି ଦାବିଦାର ନ ଥିବାରୁ ସେଗୁଡିକୁ ନେଇ ଚିନ୍ତା ବଢ଼ିଛି। ଅନ୍ୟପକ୍ଷରେ ମୃତଦେହ ନେଉଥିବା କେତେକ ପରିବାର ଭୁବନେଶ୍ୱରରେ ସଂସ୍କାର...

ରେଳ ଦୁର୍ଘଟଣାକୁ ନେଇ ଦଳୀୟ ନେତାଙ୍କୁ ଭାଜପାର ଟାର୍ଗେଟ

ଭୁବନେଶ୍ୱର,୮ା୬(ବ୍ୟୁରୋ): ବାହାନଗା ରେଳ ଦୁର୍ଘଟଣା ପ୍ରସଙ୍ଗରେ ୨ ବରିଷ୍ଠ ଭାଜପା ନେତା ମୁହଁାମୁହିଁ ହୋଇଛନ୍ତି। ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର ମଙ୍ଗଳବାର ରେଳ ଦୁର୍ଘଟଣା ଉପରେ ଦେଇଥିବା ବୟାନକୁ ନେଇ ବୁଧବାର ତାଙ୍କ ନିଜ ଦଳ ପକ୍ଷରୁ ତୀବ୍ର...

୨ ଥର ଆଲୋଚନା ପରେ ବି ତୁଟିପାରିଲାନି ଅମଲାଙ୍କ ସମସ୍ୟା

ଭୁବନେଶ୍ୱର,୮ା୬(ବ୍ୟୁରୋ): ତୁଟିପାରୁନି ରାଜ୍ୟସ୍ତରୀୟ ଅମଲା କର୍ମଚାରୀଙ୍କ ଦାବି ସମ୍ପର୍କିତ ସମସ୍ୟା। ୨ଥର ଆଲୋଚନା ପରେ ବି ଏ ପର୍ଯ୍ୟନ୍ତ କିଛି ସମାଧାନର ରାସ୍ତା ବାହାରିପାରିନାହିଁ। ଗତ ୨ ତାରିଖରେ ଅମଲା ମଞ୍ଚର ପ୍ରତିନିଧିମାନଙ୍କ ସହ ମୁଖ୍ୟ ଶାସନ ସଚିବ ପ୍ରଦୀପ...

ଆଜି ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ

ଭୁବନେଶ୍ୱର,୮ା୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ଫଳ ଘୋଷଣା କରାଯିବ ବୋଲି ପରିଷଦ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ର ସୂଚନା ଦେଇଛନ୍ତି।...

ମୃତକଙ୍କ ପରିବାରକୁ ୫ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୬(ବ୍ୟୁରୋ): ଯାଜପୁର ରୋଡ ଷ୍ଟେଶନଠାରେ ବୁଧବାର ଅପରାହ୍ନରେ ଏକ ମାଲବାହୀ ଟ୍ରେନ୍‌ରେ କଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ଲୋକଙ୍କୁ ୫ ଲକ୍ଷ ଟଙ୍କାର...

ଯାଜପୁର ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୬(ବ୍ୟୁରୋ): ଯାଜପୁର ରୋଡ୍‌ ଷ୍ଟେଶନଠାରେ ବୁଧବାର ଅପରାହ୍ନରେ ଏକ ମାଲ୍‌ବାହୀ ଟ୍ରେନ୍‌ରେ କଟି ୬ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଯାଜପୁର ରୋଡ ଷ୍ଟେଶନ ଟ୍ରେନ୍‌...

ପ୍ରଶାସନିକ ଅଧିକାରୀ ସ୍ତରରେ ଛୋଟ ଧରଣର ଅଦଳବଦଳ

ଭୁବନେଶ୍ୱର,୭ା୬(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ବରିଷ୍ଠ ପ୍ରଶାସନିକ ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ କରିଥିବା ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରାଙ୍କୁ କ୍ୟାପିଟାଲ ରିଜନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ)ର ପରିଚାଳନା ନିର୍ଦ୍ଦେଶକ ଭାବେ...

ଭଣଜାଙ୍କୁ ଯୋଜନା ମୁତାବକ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ମାମୁ

ଉଦଳା,୭ା୬(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଦେବକୁଣ୍ଡ ପର୍ଯ୍ୟଟନସ୍ଥଳୀ ଜଳପ୍ରପାତରେ ବୁଡ଼ି ଗଞ୍ଜାମ ଜିଲା ଗୋଳନ୍ଥରା ଅଞ୍ଚଳର ଡାକ୍ତରୀ ଛାତ୍ର ଲିପେନ ସାହୁଙ୍କ ମୃତ୍ୟୁ ଘଟଣା ବୁଧବାର ଭିନ୍ନ ମୋଡ଼ ନେଇଛି। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର...

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ

ଭୁବନେଶ୍ୱର,୭ା୬(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା କରାଯାଇଛି। କାଲି ଅପରାହ୍ନ ୪ଟାରେ ଭଭୟ କଳା ଏବଂ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ପ୍ରକାଶ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri