ରାଜ୍ୟ

ବିନାଯାଞ୍ଚରେ ଦିଆଯିବ ନାହିଁ ମୃତଦେହ

ଭୁବନେଶ୍ବର,୫।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଭୁବନେଶ୍ବର ଏମ୍ସକୁ ଆସିଥିବା ମୃତଦେହ ଗୁଡିକ ବିନା ଯାଞ୍ଚରେ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଏ ନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି। ଭୁବନେଶ୍ବର ଏମ୍ସକୁ ଆସିଥିବା ମୃତଦେହ...

ମୃତଦେହ ରଖିବା ପାଇଁ ନାହିଁ ଜାଗା, ଆସିବ କଣ୍ଟେନର

ଭୁବନେଶ୍ୱର,୫।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଥିବା ରେଳ ଦୁର୍ଘଟଣାରେ ବାଲେଶ୍ୱରରୁ ଭୁବନେଶ୍ୱର ଏମ୍ସକୁ ୧୨୩ ମୃତଦେହ ଆସିଥିଲା। ୪୩ ମୃତଦେହକୁ ସେମାନଙ୍କ ସମ୍ପର୍କିୟଙ୍କୁ ଚିହ୍ନଟ କରିବା ପରେ ହସ୍ତାନ୍ତର କରାଯାଇଛି। ଏବେ ପ୍ରାୟ ୮୦ ମୃତଦେହ ରହିଛି। ତେବେ ଏମ୍ସରେ...

ଟ୍ରେନ୍‌ ଟ୍ରାଜେଡି: ସିବିଆଇ ତଦନ୍ତକୁ ବିଜେଡିର ସ୍ବାଗତ

ଭୁବନେଶ୍ବର ୫।୬: ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାର ସିବିଆଇ ତଦନ୍ତକୁ ବିଜେଡି ସ୍ବାାଗତ କରିଛି। ଏ ନେଇ ଦଳର ଉପ ସଭାନେତ୍ରୀ ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲିକ ପ୍ରତିକ୍ରିୟା ଦେଇଛନ୍ତି। ସେ...

ବାହାନଗା ଟ୍ରେନ ଦୁର୍ଘଟଣା: ୧୦୦୯ ଡିସଚାର୍ଜ, ୧୯୮ ଚିକିତ୍ସାଧିନ

ଭୁବନେଶ୍ୱର,୫।୬: ବାଲେଶ୍ୱର ଜିଲା ବାହାନଗା ଟ୍ରେନ ଦୁର୍ଘଟଣାରେ ଆହତ ହୋଇଥିବା ମୋଟ ୧୨୦୭ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସା ପରେ ୧୦୦୯ ଜଣଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି। ବର୍ତ୍ତମାନ ମୋଟ ୧୯୮ ଜଣ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।...

ଆହତଙ୍କୁ ଭେଟିବା ପାଇଁ ମଙ୍ଗଳବାର ପୁଣି ଓଡ଼ିଶା ଆସିବେ ମମତା

ଭୁବନେଶ୍ୱର/କୋଲକାତା,୫।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପୁଣି ଓଡ଼ିଶା ଆସିବେ। ବାହାନଗା ଟ୍ରେନ ଦୁର୍ଘଟଣାରେ ପଶ୍ଚିମବଙ୍ଗର ୫୩ ଜଣ ଆହତ ହୋଇ କଟକରେ ଚିକିତ୍ସାଧିନ ଅଛନ୍ତି। ତେବେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ ପାଇଁ ଆସନ୍ତା କାଲି ଆସିବେ ବୋଲି...

ଏମ୍ସରେ ରହିଛି ୯୯ ମୃତଦେହ, ପଠା ସରିଲାଣି ୨୪

ଭୁବନେଶ୍ୱର,୫ା୬(ବ୍ୟୁରୋ): ଭୁବନେଶ୍ୱର ଏମ୍ସରେ ଆଉ ୯୯ଟି ମୃତଦେହ ଚିହ୍ନଟ ପାଇଁ ପ୍ରକିୟା ଜାରି ରହିଛି। ମୋଟ୍‌ ୧୨୩ଟି ମୃତଦେହ ମଧ୍ୟରୁ ୨୪ଟି ଚିହ୍ନଟ କରାଯାଇ ପଠାଯାଇଛି। ବାକି ୯୯ ମୃତଦେହ ଏମ୍ସରେ ଚିହ୍ନଟ ପାଇଁ ରହିଛି। ଏହି ମୃତଦେହ ମଧ୍ୟରୁ...

ବାହାନଗାରେ ରେଲଓ୍ବେ ସେଫ୍ଟି କମିଶନର

ବାହାନଗା,୫ା୬(ଡି.ଏନ୍‌.ଏ.): ବାହାନଗାରେ ଶୁକ୍ରବାର ଘଟିଥିବା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାସ୍ଥଳ ଅନୁଧ୍ୟାନ ପାଇଁ ସୋମବାର ବାହାନଗାରେ ପହଞ୍ଚିଛନ୍ତି ରେଲଓ୍ବେ ସେଫ୍ଟି କମିଶନର ଶୈଳେଶ ପାଠକ। ଏଠାରେ ପହଞ୍ଚି ତଦନ୍ତ ପାଇଁ ସମୟ ଲାଗିବ ଏବଂ ପରେ କାରଣ ସ୍ପଷ୍ଟ ହେବ ବୋଲି...

ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ

ବରଗଡ଼ ଅଫିସ,୫ା୬: ବରଗଡ଼ ରୋଡ୍‌ ରେଳ ଷ୍ଟେଶନରୁ ଜିଲାର ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଡୁଙ୍ଗୁରୀ ଚୂନପଥର ଖଣିକୁ ଯାଇଥିବା ରେଳପଥର ମେଢାପାଲି ନିକଟରେ ସୋମବାର ଏକ ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ହ୍ବିଲ ଛିଣ୍ଡି ଯିବାରୁ ଏଭଳି ହୋଇଥିବା ସୂଚନା...

ଅଲାରନାଥରେ ଭକ୍ତଙ୍କ ଭିଡ଼

ପୁରୀ ଅଫିସ,୫ା୬: ଶ୍ରୀଜିଉ ମହାସ୍ନାନ କରିବା ପରେ ଜ୍ୱରରେ ପୀଡ଼ିତ ଥିବାରୁ ଅଣସର ଘରେ ରହିଛନ୍ତି। ଏହି ସମୟରେ ଭକ୍ତମାନେ ଅଲାରନାଥ ପୀଠରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ସୋମବାର ସକାଳୁ ଅଲାରନାଥ ପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗିଛି। ଅନ୍ୟପଟେ...

ମୃତଦେହ ଭିତରୁ ମିଳିଲା ପ୍ରେମ କବିତା ନୋଟ୍‌ ବୁକ୍‌…

ବାହାନଗା,୫।୬ : ବାହାନଗା ରେଲଳ ଦୁର୍ଘଟଣାରେ ଯାତ୍ରୀମାନଙ୍କ ଜୋତା ଚପଲ, ଖାଇବା ସାମଗ୍ରୀ, ପାଣି ବୋତଲ ଏବଂ ଅନ୍ୟାନ୍ୟ ଜିନିଷ ଟ୍ରାକ ଏବଂ ଏହାର ଚାରିପାଖରେ ପଡ଼ି ରହିଛି। ଏହି ସମୟରେ, ଟ୍ରାକରୁ ଏକ ନୋଟବୁକ ମଧ୍ୟ ମିଳିଛି। ଏଥିରେ...

ମିଳିଥିଲା ଗ୍ରୀନ ସିଗନାଲ: କହିଲେ କରୋମଣ୍ଡଳ ଲୋକୋ ପାଇଲଟ…

ବାହାନଗା,୫।୬ : ଓଡିଶାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ଏବଂ ଏଥିରେ ୨୭୫ ଜଣଙ୍କର ମୃତ୍ୟୁ ସମଗ୍ର ଦେଶକୁ ଚକିତ କରିଛି। ଦୁର୍ଘଟଣା ପରେ ଦୁର୍ଘଟଣାର କାରଣ ଅନୁସନ୍ଧାନ କରାଯାଉଛି। ରେଳ ଅପରେସନ୍ସ ଏବଂ ବାଣିଜ୍ୟ ବିକାଶ ବୋର୍ଡ ସଦସ୍ୟ...

ଆଜି ଦୁଇ ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୫ା୬(ବ୍ୟୁରୋ): ବାହାନଗାଠାରେ ଟ୍ରେନ୍‌ ଦୁର୍ଘଟଣା ପରେ ମରାମତି କାର୍ଯ୍ୟ ଚାଲିଥିବାରୁ ସୋମବାର ପୁଣି ଦୁଇଟି ଟ୍ରେନ୍‌ ବାତିଲ କରାଯାଇଛି। ପୁରୀ-ପାଟନା ବୈଦ୍ୟନାଥ ଏକ୍ସପ୍ରେସ ଓ ଖୋର୍ଦ୍ଧା-ଖଡ଼ଗପୁର ଏକ୍ସପ୍ରେସକୁ ରେଳବାଇ ପକ୍ଷରୁ ବାତିଲ କରାଯାଇଛି। ବାହାନଗା ଟ୍ରେନ୍‌ ଦୁର୍ଘଟଣା ପାଇଁ ଦୀର୍ଘଘଣ୍ଟା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri